ନାଇନ୍‌-ରାଜସ୍ଥାନ ରୟାଲ୍ସ ସହଭାଗିତା

ନୂଆଦିଲ୍ଲୀ, ୧୫।୯: ସାନିଟାରି ପ୍ୟାଡ୍‌ ପ୍ରସ୍ତୁତକାରୀ ବ୍ରାଣ୍ଡ ନାଇନ୍‌ ରାଜସ୍ଥାନ ରୟାଲ୍ସ ସହ ଚୁକ୍ତିରେ ସାମିଲ ହୋଇଛି। ୧୯ ସେପ୍ଟେମ୍ବରଠାରୁ ୧୦ ନଭେମ୍ବର ଯାଏ ଦୁବାଇରେ ଅନୁଷ୍ଠିତ ହେବାକୁଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଆଗାମୀ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ ଜର୍ସିରେ ନାଇନ ଲୋଗୋ ସ୍ଥାନିତ କରାଯିବାକୁ ପଦକ୍ଷେପ ନିଆଯାଇଛି। ୨ ବର୍ଷ ପୂର୍ବରୁ ନାଇନ ବ୍ରାଣ୍ଡ ଉତ୍ତର ପ୍ରଦେଶର ଏକ ଛୋଟ ସହରରୁ ଶୁଭାରମ୍ଭ ହୋଇଥିଲା। କମ୍ପାନୀ ଏହାର ଗୁଣବତ୍ତା ପ୍ରଡକ୍ଟ ଲାଗି ବଜାରରେ ନିଜର ଉପସ୍ଥିତି ବର୍ତ୍ତମାନ ଦୃଢ଼ କରିବାକୁ ସକ୍ଷମ ହୋଇଥିବା କହିଛି। ଏହି ଚୁକ୍ତି ସମ୍ପର୍କରେ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ମହିଳାଙ୍କ ମଧ୍ୟରେ ଋତୁସ୍ରାବଜନିତ ସ୍ବଚ୍ଛତାକୁ ପ୍ରୋତ୍ସାହିତ କରୁଛି। ଏହା ଏକ ଗୁରୁତ୍ୱ ପ୍ରସଙ୍ଗ ହୋଇଥିବା ଅଧିକରୁ ଅଧିକ ଲୋକଙ୍କ ନିକଟରେ ଏହି ସଚେତନା ପହଞ୍ଚାଇବା ଦିଗରେ କମ୍ପାନୀ କାମ କରୁଛି। ଏହାକୁ ଧ୍ୟାନରେ ରଖି ରାଜସ୍ଥାନ ରୟାଲ୍ସ ସହ ମିଳିତ ହୋଇ କମ୍ପାନୀ କାମ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ପଦକ୍ଷେପ ନେବାକୁ ଲୋକଙ୍କୁ ଆହ୍ବାନ ଜଣାଇଥିଲେ। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ କ୍ରମେ କମ୍ପାନୀ ମହିଳାଙ୍କ ଋତୁସ୍ରାବ ଜନିତ ସ୍ବାସ୍ଥ୍ୟ ଏବଂ ସଚେତନା ଦିଗରେ କାର୍ଯ୍ୟକ୍ରମ ଜାରି ରଖିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୮୦ ହଜାର ପର୍ଯ୍ୟନ୍ତ ଶସ୍ତା ହେବ ଇଲେକ୍ଟ୍ରିକ ଯାନ

ନୂଆଦିଲ୍ଲୀ,୨୮-୭: ପେଟ୍ରୋଲ ଓ ଡିଜେଲ ଗାଡ଼ି ଯୋଗୁ ସୃଷ୍ଟି ହେଉଥିବା ବାୟୁ ପ୍ରଦୂଷଣକୁ ହ୍ରାସ କରିବା ଲାଗି କେନ୍ଦ୍ର ସରକାର ଏବେ ଇଲେକ୍ଟ୍ରିକ ଯାନ ପ୍ରଚଳନ...

ଏପ୍ରିଲରେ ଉଡ଼ିପାରେ ଜେଟ୍‌ ଏୟାର

ନୂଆଦିଲ୍ଲୀ: ଦେବାଳିଆ ହୋଇଯାଇଥିବା ବିମାନ କମ୍ପାନୀ ଜେଟ୍‌ ଏୟାରଓ୍ବେଜ ପୁଣି ଥରେ ଉଡ଼ାଣ ଭରିବା ଲାଗି ପ୍ରସ୍ତୁତ ହେଉଛି। ଏହି କମ୍ପାନୀ ଆସନ୍ତା ଗ୍ରୀଷ୍ଣ ସମୟ...

୩ ବର୍ଷରେ କେନ୍ଦ୍ର ପାଇଛି ୮ ଲକ୍ଷ କୋଟିର ତୈଳ ଟିକସ

ନୂଆଦିଲ୍ଲୀ,୧୫ା୧୨: କେନ୍ଦ୍ର ସରକାର ଗତ ୩ ଆର୍ଥିକ ବର୍ଷରେ ପେଟ୍ରୋଲ ଏବଂ ଡିଜେଲରୁ ଟିକସ ଆକାରରେ ୮.୦୨ ଲକ୍ଷ କୋଟି ଟଙ୍କା ପାଇଛନ୍ତି। କେବଳ ୨୦୨୦-୨୧...

ଭାରତୀୟ ମୁଦ୍ରାରେ ସର୍ବକାଳୀନ ହ୍ରାସ

ନୂଆଦିଲ୍ଲୀ,୧୦ା୫:ଡଲାର ତୁଳନାରେ ଟଙ୍କା ମୂଲ୍ୟରେ ସର୍ବକାଳୀନ ହ୍ରାସ ପରିଲକ୍ଷିତ ହୋଇଛି। ସୋମବାର ଶେୟାର ବଜାରର ପ୍ରଥମ କାରବାର ଦିବସର ଆରମ୍ଭ ସମୟରେ ୟୁଏସ୍‌ ଡଲାର ତୁଳନାରେ...

ଗ୍ରାମାଞ୍ଚଳ ଏଫ୍‌ଏମ୍‌ସିଜି ଅଭିବୃଦ୍ଧି ୫%କୁ ହ୍ରାସ

ନୂଆଦିଲ୍ଲୀ,୧୯-୧୦: ଚଳିତ ଆର୍ଥତ୍କ ବର୍ଷ ତୃତୀୟ ତ୍ରୈମାସରେ ଦେଶର ଗ୍ରାମାଞ୍ଚଳରେ ଫାଷ୍ଟ ମୁଭିଂ କଞ୍ଜ୍ୟୁମର ଗୁଡ୍‌ସ (ଏଫ୍‌ଏମ୍‌ସିଜି) ଅଭିବୃଦ୍ଧି ୫%କୁ ହ୍ରାସ ଘଟିଛି। ସହରାଞ୍ଚଳ ଅଭିବୃଦ୍ଧି...

ଖୋଲିବ ୭୦୦ ନୂଆ ଆଧାର ସେବା କେନ୍ଦ୍ର

ନୂଆଦିଲ୍ଲୀ,୩୦-୧୨: ଆଧାର ସେବା ଯୋଗାଣକୁ ତ୍ୱରାନ୍ବିତ କରିବା ଲାଗି ସାରା ଦେଶରେ କମନ ସର୍ଭିସ ସେଣ୍ଟର (ସିଏସ୍‌ସି) ପକ୍ଷରୁ ୭୦୦ ନୂଆ ଆଧାର କେନ୍ଦ୍ର ଖୋଲିବାକୁ...

ଏହି ପ୍ଲାନରେ ୫୦ ଜିବି ବୋନସ୍‌ ଡାଟା ଦେଉଛି ଭୋଡାଫୋନ୍‌-ଆଇଡିଆ, ତା’ ସହ ରହିଛି…

ନୂଆଦିଲ୍ଲୀ,୨୯।୧: ଟେଲିକମ୍‌ କମ୍ପାନୀ ଭୋଡାଫୋନ୍‌ ଆଇଡିଆ(ଭିଆଇ) ଏହାର ୨୫୯୫ ଟଙ୍କା ପ୍ରିପେଡ ପ୍ଲାନରେ ଉପଭୋକ୍ତମାନଙ୍କୁ ବୋନସ୍‌ ଡାଟା ଦେଉଛି। କିନ୍ତୁ ଏହା କେବଳ କମ୍ପାନୀର ମୋବାଇଲ୍‌...

ଟାଟା-ମିସ୍ତ୍ରି ମାମଲା: ସୁପ୍ରିମ କୋର୍ଟରେ ଶୁକ୍ରବାର ଶୁଣାଣି

ନୂଆଦିଲ୍ଲୀ,୮-୧: ଟାଟାସନ୍ସ ଏବଂ ସାଇରସ ମିସ୍ତ୍ରି ମାମଲାର ଶୁଣାଣି ସୁପ୍ରିମକୋର୍ଟରେ ଶୁକ୍ରବାର ହେବ। ନ୍ୟାଶନାଲ କମ୍ପାନୀ ଲ ଆପିଲେଟ୍‌ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଏଟି) ଟାଟା ଗ୍ରୁପର ପୂର୍ବତନ ଅଧ୍ୟକ୍ଷ...

Advertisement
Archives

Model This Week