Posted inଜାତୀୟ

ଗୁପ୍ତଧନ ଲାଳସାରେ ୯ବର୍ଷର ଶିଶୁକୁ ବଳି, ୪ଗିରଫ

ନାସିକ,୨୩।୭: ଅତ୍ୟଧିକ ଲୋଭ ମଣିଷକୁ ବିବେକଶୂନ୍ୟ କରିଦିଏ। ଏହି ଉଦାହରଣର ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ମହାରାଷ୍ଟ୍ରର ନାଶିକ ଜିଲାରେ। ଗୁପ୍ତଧନ ଲାଳସାରେ ୪ଜଣ ବ୍ୟକ୍ତି ୯ବର୍ଷର ଶିଶୁକୁ ବଳି ଦେଇଛନ୍ତି। ଏହି ମାମଲାରେ ପୋଲିସ ୪ଜଣଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ଜୁଲାଇ ୧୬ରେ ମାଲେଗାଓଁ ତାଲୁକାରେ ଗୁପ୍ତଧନ ପାଇବା ଲୋଭରେ ଏହି ସମ୍ବେଦନଶୀଳ ଘଟଣା ଘଟିଛି।

ପୋଲିସ ଅଧିକାରୀ କହିଛନ୍ତି ଯେ, ପୋହେନ ଶିବର ଗାଁ ପଡ଼ିଆରେ ଖେଳୁଥିବାବେଳେ ଶିଶୁଟିକୁ ଅଭିଯୁକ୍ତମାନେ ଅପହରଣ କରିଥିଲେ। ଅଭିଯୁକ୍ତ ତାର ଗଳା କାଟି ଅଧା ମୃତଦେହକୁ ଭୂମିରେ ପୋତି ଦେଇଥିଲେ। ଜୁଲାଇ ୧୮ ରେ ମୃତଦେହ ମିଳିବା ପରେ ପୋଲିସ ହତ୍ୟା ମାମଲା ରୁଜୁ କରିଛି। ସମସ୍ତ ଚାରି ଅଭିଯୁକ୍ତ ସମାନ ଗାଁର ବାସିନ୍ଦା। ଅଭିଯୁକ୍ତମାନେ ହେଲେ ଉମାଜୀ ମୋରେ (୪୨), ରୋମା ମୋରେ (୨୫), ରମେଶ ସୋନାଭାନେ (୨୧) ଏବଂ ଗଣେଶ ସୋନାଭାନେ (୧୯) ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୫।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

କବାଟ ବନ୍ଦ କରି ମିଶ୍ରଣ: ସୁଜାତା ପାଣ୍ଡିଆନ୍‌ ବିଜେଡିରେ ମିଶିବା ପଛରେ ଅଛି…

ଭୁବନେଶ୍ୱର,୨୬ା୬(ସୁନିତ୍‌ ମିଶ୍ର):ଶଙ୍ଖ ଭବନ ଅଡିଟୋରିୟମ ଭିତରେ ଖୁବ୍‌ କମ୍‌ ଲୋକଙ୍କୁ ନେଇ ଏକ କବାଟ ବନ୍ଦ ମିଶ୍ରଣ ପର୍ବ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଗୁରୁବାର…

ଧର୍ମେନ୍ଦ୍ର ପ୍ରଧାନକୁ ଜନ୍ମଦିନ ଉପହାର ପଠାଇଲେ ଅଭିଜିତ୍ ଦୀପକେ, ପ୍ଲିଜ ଆପଣ…

ନୂଆଦିଲ୍ଲୀ, ୨୬।୬: ‘କକ୍ରୋଚ୍ ଜନତା ପାର୍ଟି’ ଲଗାତାର ଷଷ୍ଠ ଦିନ ପାଇଁ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ପ୍ରତିବାଦ ଜାରି ରଖିଛି । CJP ପ୍ରତିଷ୍ଠାତା ଅଭିଜିତ୍…

ପାପ କରିନ୍ତି ଧର୍ମେନ୍ଦ୍ର ପ୍ରଧାନ, ଇସ୍ତଫା ଦିଅନ୍ତୁ: ଖେରା

ଭୁବନେଶ୍ୱର,୨୬।୬(ରବିନାରାୟଣ ଜେନା):ସାଧାରଣ ପରୀକ୍ଷା କିଭଳି କରାଯାଏ ତାହା ଜଣା ନ ଥିବା ଲୋକ ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ଜ୍ଞାନ ବାଣ୍ଟୁଛନ୍ତି। ପୁଣି ଯାହାଙ୍କ ଡିଗ୍ରୀ ଉପରେ ପ୍ରଶ୍ନବାଚୀ ଚି଼ହ୍ନ…

ମୁହଁ ଖୋଲିଲେ ସିୟା ଅଗ୍ରଓ୍ବାଲ୍‌ଙ୍କ ପିତା: ଯଦି ମୋ ଝିଅ କେତନଙ୍କୁ ମାରିଛି ତେବେ…

ପୁଣେ,୨୬।୬: ମହାରାଷ୍ଟ୍ରର ପୁଣେରେ ବ୍ୟବସାୟୀ କେତନ ଅଗ୍ରୱାଲଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହି ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ପ୍ରେମିକା ସିୟା ଗୋୟଲ ଏବଂ ତାଙ୍କ ପ୍ରେମିକ…

ବଲାଙ୍ଗୀରରେ ବଡ଼ ଧରଣର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ମାର୍କେଟ କମ୍ପ୍ଲେକ୍ସ

ବଲାଙ୍ଗୀର,୨୬ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡା ଠାରେ ଥିବା ଏକ ଘରୋଇ ମାର୍କେଟ କମ୍ପ୍ଲେକ୍ସରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ୮ରୁ ଅଧିକ…

ପଛକୁ ପଛ ୨ଟି ଘୂର୍ଣ୍ଣିବଳୟ,ଝଡବର୍ଷା ସମ୍ଭାବନା : ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୬ା୬(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲା ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିଛି। ଅପରପକ୍ଷେ ଉପକୂଳ ଓଡ଼ିଶାର କିଛି ଜିଲାରେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri