ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍‌ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ ଅତିଥିମାନେ ହେଲେ ୩ ପୁରୁଷ ଓ ୨ ମାଈକୁ ମିଶାଇ ୫ ପାଣି ଓଧ,୨ ପୁରୁଷ ଭାରତୀୟ ଧୂସର ଗଧିଆ, ୫ ପୁରୁଷ ଓ ୫ ମାଈକୁ ମିଶାଇ ୧୦ ପଥର କଇଁଛ,୧ ପୁରୁଷ ଓ ୧ ମାଈକୁ ମିଶାଇ ୨ଟି ସିଲଭର ଫିଜଣ୍ଟ ଆସିଛନ୍ତି। ଏମାନଙ୍କୁ ଖୁଆଡ଼ ମଧ୍ୟରେ ୨୦ରୁ ୩୦ ଦିନ ପାଇଁ ପୃଥକୀକରଣରେ ରଖାଯାଇ ସ୍ବାସ୍ଥ୍ୟାବସ୍ଥା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri