ଗଙ୍ଗାଜଳ ବ୍ୟବହାର କରୁଥିବା ୯୦ ପ୍ରତିଶତଙ୍କୁ ହୋଇନି କରୋନା ସଂକ୍ରମଣ: ଆମେରିକା ପତ୍ରିକା

ନୂଆଦିଲ୍ଲୀ, ୨୧।୯: ଗଙ୍ଗାଜଳ ବ୍ୟବହାର କରୁଥିବା ୯୦ ପ୍ରତିଶତ ଲୋକଙ୍କୁ କରୋନା ସଂକ୍ରମଣ ହୋଇନି। ଏନେଇ ଆମେରିକା ବିଜ୍ଞାନ ପତ୍ରିକା ଇଣ୍ଟରନ୍ୟାଶନାଲ ଜର୍ନାଲ ଅଫ୍‌ ମାଇକ୍ରୋବାୟୋଲୋଜିରେ ତଥ୍ୟ ଭିତିକ ରିପୋର୍ଟ ପ୍ରକାଶ ପାଇଛି। ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଥିଲା ଯେ, ଗଙ୍ଗାଜଳ ବ୍ୟବବହାର କରୁଥିବା ଲୋକଙ୍କ ମଧ୍ୟରୁ ୧୦ ପ୍ରତିଶତଙ୍କୁ କରୋନା ସଂକ୍ରମଣ ହୋଇଛି। ଏହି ରିପୋର୍ଟ ଏବେ ଆମେରିକା ପତ୍ରିକାରେ ପ୍ରକାଶିତ ହୋଇଥିବା ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ନ୍ୟୁରୋଲୋଜି ବିଭାଗର ମୁଖ୍ୟ ଡ. ରାମେଶ୍ୱର ଚୌରାସିଆ ଏବଂ ଡ. ବି.ଏନ୍‌. ମିଶ୍ରା ସୂଚନା ଦେଇଛନ୍ତି। ଗଙ୍ଗାଜଳରେ ଥିବା ରୋଗ ପ୍ରତିରୋଧକ ଶକ୍ତି ସମ୍ପର୍କରେ ଏହି ରିପୋର୍ଟରେ ପ୍ରକାଶ ପାଇଛି। ନିୟମିତ ଗଙ୍ଗାସ୍ନାନ ଏବଂ ଏହାର ଜଳକୁ ଦୈନଦିନ ଜୀବନରେ ବ୍ୟବହାର କରୁଥିବା ଲୋକଙ୍କଠାରେ କରୋନା ସଂକ୍ରମଣ କମ୍‌ ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ଗଙ୍ଗାକୂଳରେ ଥିବା ୪୨ ଟି ଜିଲାରେ କରୋନା ସଂକ୍ରମଣ ସମଗ୍ର ଦେଶର ସଂକ୍ରମଣ ତୁଳନାରେ ୫୦ ପ୍ରତିଶତ କମ୍‌ ରହିଥିବା ଏଥିରେ କୁହାଯାଇଛି। ଗଙ୍ଗାଘାଟରେ ୪୯ ଜଣଙ୍କ ନମୁନା ମଧ୍ୟରୁ ଜଣେ କରୋନା ଆକ୍ରାନ୍ତ ହୋଇଛନ୍ତି। ଏହି ରିପୋର୍ଟକୁ ଆଇଏମ୍‌ଏସ୍‌ ଇଥିକାଲ କମିଟି ପାଖକୁ ପଠାଯାଇଛି। ୧୨ ଜଣିଆ ଇଥିକାଲ କମିଟିର ଅନୁମୋଦନ ମିଳିଲେ ଗଙ୍ଗାଜଳକୁ ୨୫୦ ଜଣଙ୍କ ଉପରେ ପ୍ରୟୋଗ କରାଯାଇ ପରୀକ୍ଷା ନିରୀକ୍ଷା ହେବ। ଏହା ପରେ ପରୀକ୍ଷା ରିପୋର୍ଟକୁ ଆଇସିଏମ୍‌ଆର୍‌କୁ ପଠାଯିବ ବୋଲି ଡ. ବି.ଏନ୍‌. ମିଶ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri