ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍‌ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍‌ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲ ଖୋଲିବା ନିଷ୍ପତ୍ତି ଏ ଯାଏ ହୋଇନି। ଅନଲାଇନ୍‌ରେ ସ୍କୁଲ ପିଲାଙ୍କୁ ପାଠ ପଢ଼ାଯାଉଛି। ଅନ୍‌ଲାଇନ ପାଠ୍ୟକ୍ରମ ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ। ତେଣୁ ଚଳିତ ବର୍ଷ ସିଲାବସ୍‌ କମାଇବା ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଆମେରିକାକୁ ବଡ଼ ଝଟକା ଦେଲା ଇରାନ

ତେହରାନ,୪।୪: ଗତ ପାଞ୍ଚ ସପ୍ତାହ ଧରି ଚାଲିଥିବା ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ଏବେ ସବୁଠାରୁ ବିପଜ୍ଜନକ ଏବଂ ଅନିଶ୍ଚିତ ପର୍ଯ୍ୟାୟରେ ପ୍ରବେଶ କରିଛି।…

ଆମେରିକାକୁ ଦୋହଲାଇ ଦେଲା ଇରାନ: ୨୪ ଘଣ୍ଟାରେ କଲା ଏମିତି କ୍ଷତି, ଭୁଲିହେବନି

ତେହରାନ,୪।୪: ଯୁକ୍ତରାଷ୍ଟ୍ର ଆମେରିକା ପାଇଁ ଗୁଡ ଫ୍ରାଇଡେ ଏକ ‘କଳା ଦିବସ’ ପାଲଟିଛି। ଇରାନ ଅତି କମରେ ଆମେରିକାର ଦୁଇଟି ଲଢ଼ୁଆ ବିମାନ, ପାଞ୍ଚଟି ଡ୍ରୋନ ଏବଂ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri