ଫେବୃୟାରୀ ୮ରୁ ନବମ, ଏକାଦଶ ଶ୍ରେଣୀର ପାଠପଢ଼ା

ଭୁବନେଶ୍ୱର,୧।୨(ବ୍ୟୁରୋ): ଫେବୃୟାରୀ ୮ରୁ ନବମ ଏବଂ ଏକାଦଶ ଶ୍ରେଣୀର ପାଠ ପଢ଼ା ଆରମ୍ଭ ହେବ। ସୋମବାର ଏନେଇ ସରକାର ଘୋଷଣା କରିଛନ୍ତି। ଫେବୃୟାରୀ ୮ରୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ କ୍ଲାସ କରିବେ। ସୋମବାରରୁ ଶନିବାର ସକାଳ ସାଢେ ୮ଟାରୁ ପୂର୍ବାହ୍ନ ସାଢେ ୧୦ଟା ପର୍ଯ୍ୟନ୍ତ କ୍ଲାସ ହେବ। ରବିବାର ପୂର୍ବଭଳି ଛୁଟି ରହିବ। ସ୍କୁଲ ଖୋଲାହୋଇ ପୂର୍ବରୁ ଦଶମ, ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପଢ଼ା ଚାଳିଛି। ଛାତ୍ରୀଛାତ୍ରଙ୍କ ପାଠ ପଢା ବେଳେ କୋଭିଡ ନିୟମ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri