Posted inଖେଳ

ନୀରଜ ଚୋପ୍ରାଙ୍କୁ ନେଇ କୋଚ୍‌ ଦେଲେ ବଡ଼ ସୂଚନା, ଆଗାମୀ ଅଲମ୍ପିକ୍‌ରେ…

ନୂଆଦିଲ୍ଲୀ, ୨୧।୭: ଖୁବ୍‌ଶୀଘ୍ର ପ୍ୟାରିସ୍‌ ଅଲମ୍ପିକ୍‌ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଅଲମ୍ପିକ୍‌ରେ ଭାରତୀୟ କ୍ରୀଡ଼ାବିତ୍‌ମାନଙ୍କ ଠାରୁ ଦେଶ ଅଧିକରୁ ଅଧିକ ପଦକ ଆଶା କରୁଛି । ଏହି କ୍ରମରେ ଦେଶବାସୀ ଜାଭେଲିନ୍‌ ଷ୍ଟାର ତଥା ଆଥଲେଟ୍‌ ନୀରଜ ଚୋପ୍ରାଙ୍କୁ ଠାରୁ ନିଶ୍ଟିତ ପଦକ ଆଶା ରଖିଛନ୍ତି । ହେଲେ ଅଲମ୍ପିକ୍‌ ପୂର୍ବରୁ ନୀରଜଙ୍କୁ ଲାଗିଥିବା ଆଘାତ ଚିନ୍ତା ବଢ଼ାଇ ଦେଇଛି । କିନ୍ତୁ ବର୍ତ୍ତମାନ ତାଙ୍କର ଜର୍ମାନ କୋଚ କ୍ଲାଉସ ବାର୍ଟୋନିଜ ଏ ବାବଦରେ ଏକ ବଡ ଅପଡେଟ୍‌ ଦେଇଛନ୍ତି। ବାର୍ଟୋନିଜ ନୀରଜଙ୍କ ଫିଟନେସ ନେଇ କହିଛନ୍ତି ଯେ ସେ ଏବେ ସମ୍ପୂର୍ଣ୍ଣ ଠିକ୍‌ ଅଛନ୍ତି । ଆଗାମୀ ଅଲମ୍ପିକ୍ସ ପାଇଁ ସେ ଏବେ କଠିନ ପ୍ରସ୍ତୁତି ଆରମ୍ଭ କରିଛନ୍ତି ।

ନୀରଜ ତାଙ୍କ ଜଙ୍ଘରେ କିଛି ଯନ୍ତ୍ରଣା ଅନୁଭବ କରୁଥିବାରୁ ସେ ମେ ୨୮ରେ ଓଷ୍ଟ୍ରାଭା ଗୋଲଡେନ ସ୍ପାଇକ ଛାଡିବାକୁ ନିଷ୍ପତ୍ତି ନେଇଥିଲେ। ସେ ଜୁନ ୧୮ରେ ଫିନଲ୍ୟାଣ୍ଡର ପାଭୋ ନୁରମି ଗେମ୍ସରେ ୮୫.୯୭ ମିଟର ଜାଭେଲିନ୍‌ ଫିଙ୍ଗି ସୱର୍ଣ୍ଣ ପଦକ ଜିତି ପୁଣି ଫର୍ମକୁ ଫେରିଥିଲେ । ଟୋକିଓ ଅଲିମ୍ପିକ୍ସରେ ସ଼୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଥିବା ୨୬ ବର୍ଷୀୟ ନୀରଜ ପୁଣିଥରେ ଜୁଲାଇ ୨୬ ରୁ ପ୍ୟାରିସ ଅଲିମ୍ପିକ୍ସରେ ଦମ୍‌ଦାର ପ୍ରଦର୍ଶନ କରିବା ନେଇ ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କାର ଦୁର୍ଘଟଣାରେ ଆଖିବୁଜିଲେ ବନ ବିଭାଗ ଅଧିକାରୀ

କଲ୍ୟାଣସିଂହପୁର,୧୬।୧(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବନ ବିଭାଗ ଅଧିକାରୀ ଚନ୍ଦନ ଗମାଙ୍ଗଙ୍କ ଶୁକ୍ରବାର ରାତିରେ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ କଲ୍ୟାଣସିଂହପୁରରୁ ରାୟଗଡା...

ନୂଆପଡ଼ାରେ ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ

ନୂଆପଡ଼ା,୧୬ା୧ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନି। ସପ୍ତାହକ ଭିତରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ନିର୍ଯାତନାର ଶିକାର ହୋଇ...

ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ବିଭାଗ ଉପସଚିବଙ୍କ ଅଚାନକ ଗସ୍ତ

ଗଜପତି,୧୬।୧(ଗିରିଧାରୀ ପରିଛା): ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ନିର୍ଦ୍ଦେଶ କ୍ରମେ ଶୁକ୍ରବାର ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିରେ ଥିବା ଖାଉଟି...

ଦିବ୍ୟାଙ୍ଗ ପୁଅକୁ କାଠଫାଳିଆରେ ମାରୁଥିଲେ, ବାପା ବଞ୍ଚେଇବାକୁ ଯାଇ…

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗାଁର ପ୍ରକାଶ ଗୌଡ଼(୬୫) ନାମକ ଜଣେ ବୃଦ୍ଧଙ୍କୁ ଗାଁର...

ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ… 

ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ।...

ଜାତୀୟ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମ ଝିଅ:  ସାଉଣ୍ଟୁଛନ୍ତି ଗୋଟିଏ ପରେ ଗୋଟିଏ ସମ୍ମାନ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଭୁବନେଶ୍ବରସ୍ଥିତ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୩୫ତମ ଓଡ଼ିଶା ମାଷ୍ଟର୍ସ ଦୌଡରେ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ସୁପ୍ରକାଶ  ପ୍ରଧାନ କୃତିତ୍ୱ...

ଫେବୃୟାରୀରୁ ଡିସେମ୍ୱର ମଧ୍ୟରେ ବଦଳିବ ୪ରାଶିଙ୍କ ଭାଗ୍ୟ, ଅଚାନକ କୋଟିପତି ହେବେ; ତାଲିକାରେ ଅଛି କି ଆପଣଙ୍କ ରାଶି…

ସବୁଠାରୁ ପ୍ରସିଦ୍ଧ ଭବିଷ୍ୟଜ୍ଞମାନଙ୍କ ମଧ୍ୟରୁ ଜଣେ ଥିଲେ ବୁଲଗେରିଆନ୍ ବାବା ଭେଙ୍ଗା। ତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ, ବିଶ୍ୱବାସୀଙ୍କ ବିଷୟରେ ଗୋଟିଏ ପରେ ଗୋଟିଏ ଭବିଷ୍ୟବାଣୀ କରିଥିଲେ...

ଜଳିଗଲା ୫୦ ବସ୍ତା ଧାନ: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ପାରଳାଖେମୁଣ୍ଡି,୧୬ା୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଗାରାବନ୍ଧ ପଞ୍ଚାୟତ ଅକୋୟାକୋଣ୍ଡା ଗ୍ରାମର ଭେଙ୍କେଟେଶ୍ବର ଶବରଙ୍କ ଖଳାରେ ନିଆଁ ଲାଗି ୫୦ ବସ୍ତାରୁ ଊର୍ଦ୍ଧ୍ୱ ଅମଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri