Posted inଖେଳ

ନୀରଜ ନମ୍ବର ଓ୍ବାନ

ନୂଆଦିଲ୍ଲୀ, ୨୩ା୫ (ପି.ଟି.): ବିଶ୍ୱ ଆଥଲେଟିକ୍ସ ଦ୍ୱାରା ସଦ୍ୟ ପ୍ରକାଶିତ ପୁରୁଷ ଜାଭେଲିନ୍‌ ଥ୍ରୋ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ଅଲିମ୍ପିକ ଚାମ୍ପିୟନ ନୀରଜ ଚୋପ୍ରା ତାଙ୍କ କ୍ୟାରିୟରରେ ପ୍ରଥମ ଥର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ତାଲିକାରେ ଚୋପ୍ରାଙ୍କ ପଏଣ୍ଟ ସଂଖ୍ୟା ୧୪୫୫ ପଏଣ୍ଟ ଦର୍ଶାଯାଇଛି। ବର୍ତ୍ତମାନର ବିଶ୍ୱ ଚାମ୍ପିୟନ ଗ୍ରେନେଡାର ଆଣ୍ଡରସନ ପିଟର୍ସ (୧୪୩୩)ଙ୍କଠାରୁ ସେ ୨୨ ପଏଣ୍ଟ ଆଗରେ ରହିଛନ୍ତି। ଟୋକିଓ ଅଲିମ୍ପିକ୍ସର ରୌପ୍ୟ ବିଜେତା ଚେକ୍‌ ରିପବ୍ଲିକର ଜାକବ ଭାଦ୍‌ଲେଜଜ୍‌ (୧୪୧୬) ତୃତୀୟ ସ୍ଥାନରେ ଅଛନ୍ତି। ୨୫ ବର୍ଷୀୟ ଚୋପ୍ରା ଗତବର୍ଷ ଅଗଷ୍ଟ ୩୦ରେ ନମ୍ବର୨କୁ ଉନ୍ନୀତ ହୋଇଥିଲେ। ଏହାପରଠାରୁ ସେ ପିଟର୍ସଙ୍କ ପଛରେ ରହି ଆସିଥିଲେ। ଗତବର୍ଷ ସେପ୍ଟେମ୍ବରରରେ ନୀରଜ ଚୋପ୍ରା ଜୁରିଚ୍‌ଠାରେ ଡାଇମଣ୍ଡ ଲିଗ୍‌ ୨୦୨୨ ଫାଇନାଲ୍ସ ଜତି ପ୍ରଥମ ଭାରତୀୟ ଭାବେ ସମ୍ମାନଜନକ ଟ୍ରଫି ହାସଲ କରିଥିଲେ। ଚଳିତ ବର୍ଷ ମେ ୫ରେ ସିଜନ ଓପନିଂ ଦୋହା ଡାଇମଣ୍ଡ ଲିଗରେ ୮୮.୬୭ ମିଟର ଥ୍ରୋ କରି ସେ ଟାଇଟଲ ଜିତିଥିଲେ। ଆଗକୁ ସେ ନେଦରଲାଣ୍ଡ୍ସରେ ଜୁନ୍‌ ୪ରେ ହେବାକୁଥିବା ଏଫ୍‌ବିକେ ଗେମ୍ସରେ ଅଂଶଗ୍ରହଣ କରିବେ। ପରେ ସେ ଜୁନ୍‌ ୧୩ରେ ଫିନ୍‌ଲାଣ୍ଡର ତୁର୍କୁଠାରେ ପାଭୋ ନୁର୍ମି ଗେମ୍ସରେ ସେ ଭାଗ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri