‘ମଙ୍କିପକ୍ସ’କୁ ନେଇ ସର୍ଭେଲାନ୍ସ ବଢ଼ାଯିବ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର,୨୫।୭(ବ୍ୟୁରୋ): ‘ମଙ୍କିପକ୍ସ’ମାମଲାକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମଙ୍କିପକ୍ସ ନେଇ ସରକାର ପ୍ରସ୍ତୁତି ରହିଛନ୍ତି। ସମସ୍ତ ମେଡିକାଲ କଲେଜ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ବିଶେଷଜ୍ଞ ଡାକ୍ତରମାନଙ୍କୁ ମଙ୍କିପକ୍ସକୁ ନେଇ ଗାଇଡ଼ଲାଇନ୍‌ ବିଷୟରେ ଅବଗତ କରାଯାଉଛି। ଯେଉଁମାନେ ବାହାରୁ ଆସୁଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଜିଲାଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଉଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।
ଆହୁରି ମଧ୍ୟ ସେ କହିଛନ୍ତି, ଯେଉଁମାନଙ୍କର ଲକ୍ଷଣ ଥିବ ସେମାନଙ୍କୁ ପରୀକ୍ଷା କରାଯିବା ନେଇ ଆରଏମ୍‌ଆରସି ସହିତ ସ୍ବାସ୍ଥ୍ୟ ବିଭାଗ ଆଲୋଚନା କରିଛି। ସାରା ଦେଶରେ ଆରଏମ୍‌ଆରସି ସମେତ ୧୫ଟି ସ୍ଥାନରେ ମଙ୍କିପକ୍ସ ପରୀକ୍ଷା କରାଯାଉଛି । ମଙ୍କିପକ୍ସକୁ ନେଇ ସର୍ଭେଲାନ୍ସ ବଢ଼ାଯିବା ସହ ବେଡ ପ୍ରସ୍ତୁତ ରଖିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଝୁଛି ସାରା ଓଡ଼ିଶା: ସକାଳ ୮ ସୁଦ୍ଧା ତାପମାତ୍ରା ୩୪ ପାର୍‌

ଭୁବନେଶ୍ୱର,୧୬।୪(ଅସମାପିକା ସାହୁ): ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା। ଗରମ ସହ ଗୁଳୁଗୁଳିରେ ଲୋକେ ଛଟପଟ ହେଉଥିବାବେଳେ ସିଝୁଛି ସାରା ଓଡ଼ିଶା। ସକାଳ ୮ଟା ପରେ...

ପ୍ରାର୍ଥୀଙ୍କୁ ଅଡୁଆ ପ୍ରଚଣ୍ଡ ଖରା

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାସେରୁ କମ୍‌ ସମୟ ରହିଲା। ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାୟ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତା ସମସ୍ତେ ଜାଣିଛନ୍ତି: ବିଜେଡି

ଭୁବନେଶ୍ୱର,୧୬ା୪(ଅନିଲ ଦାସ):କେନ୍ଦ୍ରମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ବିଫଳତାକୁ ସମସ୍ତେ ଜାଣିଛନ୍ତି। ଢେଙ୍କାନାଳ, ଅନୁଗୋଳ ଓ ଦେବଗଡ଼ ଜିଲାରେ ସେ ଗୋଟିଏ ଜାତୀୟ ଦକ୍ଷତା ବିକାଶ କେନ୍ଦ୍ର...

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର...

ଏହି କାରଣରୁ ଅଟକିଛି ଭାଜପା ପ୍ରାର୍ଥୀ ଘୋଷଣା

ପାଟଣା,୧୬ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ବିଧାୟକ ଜଗନ୍ନାଥ ନାଏକଙ୍କୁ ବିଜେଡି ପ୍ରାର୍ଥୀ କରିଛି। କଂଗ୍ରେସ ରବିବାର ଏଠାରୁ ୫ଥର ପ୍ରତିନିଧିତ୍ୱ...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଭୋଟରଙ୍କୁ ମନ୍ଦିରରେ ଶପଥ କରାଉଛନ୍ତି ବିଜେଡି ନେତା

ଭୁବନେଶ୍ୱର, ୧୫।୪(ସୁନିତ୍‌ ମିଶ୍ର):ବିଜେଡି ଦୀର୍ଘଦିନ ଶାସନରେ ରହିବା ପରେ ମଧ୍ୟ ଭ୍ରଷ୍ଟାଚାର, ବ୍ୟଭିଚାର, ଲୋକଙ୍କ ବିଶ୍ୱାସ, ହୀନ ରାଜନୀତି କରିବାରେ ସୀମା ଉଲ୍ଲଂଘନ କରିଆସିଛି। ଏନେଇ...

ଭାଜପାର ସଂକଳ୍ପ ପତ୍ରରୁ ଓଡ଼ିଶାକୁ କ’ଣ ମିଳିବ ଲାଭ: ମନମୋହନ ଦେଲେ ଜବାବ

ଭୁବନେଶ୍ୱର, ୧୬।୪(ସୁନିତ୍‌ ମିଶ୍ର):୨୦୧୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା କ୍ଷମତାକୁ ଆସିବା ପରେ ଦେଶବାସୀଙ୍କୁ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri