ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଦାୟିତ୍ୱ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଦାୟିତ୍ୱ ବଣ୍ଟନ କରିଛନ୍ତି।

ସୂଚନାଯୋଗ୍ୟ, ଦିବଂଗତ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଦେହାନ୍ତ ପରେ ଏହି ଦାୟିତ୍ୱ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି। ଝାରସୁଗୁଡ଼ାର ବ୍ରଜରାଜନଗରର ଗାନ୍ଧିଛକରେ ରବିବାର ପୂର୍ବାହ୍ନରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୋପାଳକୃଷ୍ଣ ଦାସ ନାମକ ଜଣେ ପୋଲିସ ଏଏସ୍‌ଆଇ ଏହି ଗୁଳିମାଡ଼ କରିଥିଲେ। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅସ୍ତ୍ରୋପଚାର ପରେ ମଧ୍ୟ ପ୍ରାଣହାନି ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୭ ବିଧାୟକଙ୍କ ଡବ୍ଲ୍ୟୁଓଡିସି ପାଣ୍ଠି ବଢ଼ାଯାଉ

ଭୁବନେଶ୍ୱର,୧୯ା୪(ବ୍ୟୁରୋ): ପଶ୍ଚିମ ଓଡ଼ିଶା ଉନ୍ନୟନ କାଉନସିଲ୍‌ (ଡବ୍ଲ୍ୟୁଓଡିସି) ଅନ୍ତର୍ଗତ ସମସ୍ତ ୩୭ଟି ବିଧାନସଭା ନିର୍ବାଚନମଣ୍ଡଳୀର ବିକାଶ ପାଇଁ ନିର୍ଦ୍ଧାରିତ ଖର୍ଚ୍ଚ ସୀମା ରାଶିକୁ ବୃଦ୍ଧି କରିବା...

ରାଜ୍ୟବାସୀଙ୍କୁ ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଗୁରୁବାର ପବିତ୍ର ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏକ ଭିଡିଓ ଟୁଇଟ୍‌...

ମୁସରଙ୍ଗି ଜଙ୍ଗଲରେ୨ ଛୁଆ ସମେତ ୪ ବାଘ: ଗ୍ରାମବାସୀ ଆତଙ୍କିତ; ଗତିବିଧି ଅନୁଧ୍ୟାନ କରୁଛି ବନବିଭାଗ

ନୂଆପଡା ଅଫିସ,୯ା୮ -ସ୍ଥାନୀୟ ମୁସରଙ୍ଗି ସଂରକ୍ଷିତ ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ରହିଥିବା ଜଣାପଡ଼ିବା ପରେ ସେହି ଅଞ୍ଚଳରେ ଆତଙ୍କ ଖେଳିଯାଇଛି...

ଗାନ୍ଧିଜୀଙ୍କ ହତ୍ୟା ତଥ୍ୟ ପିଲାଙ୍କୁ ଲୁଚା ନ ଯାଉ

ଭୁବନେଶ୍ୱର, ୧୪ା୧୧(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲରେ ପିଲାଙ୍କୁ ଦିଆଯାଇଥିବା ଦୁଇ ପୃଷ୍ଠାର ଏକ ଲିଫ୍‌ଲେଟରେ ଗାନ୍ଧିଜୀଙ୍କ ବର୍ବର ହତ୍ୟାକୁ ଉଲ୍ଲେଖ ନ କରି ମିଥ୍ୟା ତଥ୍ୟ...

ସ୍ତ୍ରୀଙ୍କୁ ନେବାକୁ ଆସି ମାଡ଼ ଖାଇଲେ ସ୍ବାମୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ସ୍ତ୍ରୀଙ୍କୁ ନେବାକୁ ଆସି ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ସ୍ବାମୀ। ପୁରୁଷ ବନ୍ଧୁଙ୍କ ସହ ମିଶି ସ୍ତ୍ରୀ ମାଡ଼ ମାରି ଲହୁଲୁହାଣ କରିବା ପରେ...

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ...

ତ୍ରିକୋଣୀୟ ପ୍ରେମ: ଭଡାଘରୁ ମିଳିଲା ଯୁବତୀଙ୍କ ମୃତଦେହ

ଲୋଇସିଂହା,୨।୬: ବଲାଙ୍ଗୀର ଜିଲା ଲୋଇସିଂହା ଥାନାଠାରୁ ୨ଶହ ମିଟର ଦୂର ମଣ୍ଟୁ କଲୋନୀର ଏକ ଭଡା ଘରୁ ବୁଧବାର ଜଣେ ୧୯ ବର୍ଷୀୟା ଯୁବତୀଙ୍କ ମୃତଦେହ...

୨୬ ଜିଲାରେ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୩୦।୬(ବ୍ୟୁରୋ): ରାଜ୍ୟରେ ନିଅଣ୍ଟିଆ ବର୍ଷା ଏବଂ ଚାଷ ଖର୍ଚ୍ଚ ବୃଦ୍ଧିକୁ ନେଇ ମହାସଙ୍କଟରେ ପଡିଛନ୍ତି ଚାଷୀ। ଏପରି କି ଅନେକ ଚାଷୀ ଚାଷ କାର୍ଯ୍ୟରୁ...

Advertisement
Archives

Model This Week