ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସୂଚନାଯୋଗ୍ୟ, କୃପାସିନ୍ଧୁ ଦୀର୍ଘ ସାଢ଼େ ୧ବର୍ଷରୁ ଊର୍ଦ୍ଧ୍ୱ ହେବ ସେ ଏହି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଆଜି ଅବସର ନେଇଛନ୍ତି। ଏହି ଅବସରରେ ଲୋକ ସମ୍ପର୍କ ଭବନଠାରେ ବିଭାଗ ପକ୍ଷରୁ ତାଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କୃପାସିନ୍ଧୁଙ୍କୁ ନିରଞ୍ଜନ ସେଠୀ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ତେବେ କାର୍ଯ୍ୟକାଳ ସମୟରେ କୋଭିଡ ସୁପରିଚାଳନାରେ କୃପାସିନ୍ଧୁଙ୍କ ଉଲ୍ଲେଖନୀୟ ଅବଦାନ ରହିଛି। ଏହାପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବଙ୍ଗଗିରି ଦେଖାଇ ଫସିଲେ ପୋଲିସ ଗାଡ଼ି ଡ୍ରାଇଭର

ଝାରସୁଗୁଡା ଅଫିସ,୫ା୭- କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲାରେ କରାଯାଇଥିବା ଶଟ୍‌ଡାଉନ୍‌ର ପ୍ରଥମ ଦିନ ଶନିବାରରେ ବ୍ରଜରାଜନଗର ଥାନାର ଏକ ପାଟ୍ରୋଲିଂ ଗାଡିର ଡ୍ରାଇଭରଙ୍କ କାର୍ଯ୍ୟକଳାପ...

ତଣ୍ଟି ଚିପି ହତ୍ୟା କରି ଯୁବକଙ୍କୁ ଫିଙ୍ଗି ଦେଲେ

ଶେରଗଡ଼,୩୦।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗ୍ରାମରେ ଥିବା ମହାତ୍ମାଗାନ୍ଧୀ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆର ପଛପଟରୁ ଜଣେ ଯୁବକଙ୍କ ମୃତଦେହକୁ ପୋଲିସ ଜବତ କରିଛି। ମୃତ...

ଓଟ ପିଠିରେ ବସି ପ୍ରଚାର

ବାରିପଦା ଅଫିସ,୧୨ା୨: କରୋନା କଟକଣାକୁ ଦୃଷ୍ଟିରେ ରଖି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଏକାଧିକ ଲୋକଙ୍କୁ ନେଇ ସଭାସମିତି ଓ ରାଲିକୁ ବାରଣ କରାଯାଇଛି। ଫଳରେ ପ୍ରାର୍ଥୀମାନେ...

ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ପ୍ରାଣୀ ଚିକିତ୍ସକ

ଭୁବନେଶ୍ୱର, ୨୨ା୩ (ବ୍ୟୁରୋ):କାର୍ଯ୍ୟରତ ପ୍ରାଣୀ ଚିକିତ୍ସକମାନଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ତୁରନ୍ତ ଆଇନ ପ୍ରଣୟନ ସମେତ ବିଭିନ୍ନ ଦାବି ନେଇ ସୋମବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା...

ପତ୍ର ହଲିଲେ ପାଓ୍ବାର ଛୁ’

ଗଁଦିଆ, ୧୭।୯ ପତ୍ର ହଲିଲେ ଚାଲିଯାଉଛି ପାଓ୍ବାର। ଘଣ୍ଟା ଘଣ୍ଟା ଧରି ବିଜୁଳିର ଦେଖାମିଳୁନି। ବିଭାଗୀୟ ଦୁର୍ବଳତା ଲୁଚାଇବାକୁ କେତେବେଳେ ପୁରୁଣା ତାର, ଯନ୍ତ୍ରାଂଶ ତ...

ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଆଜି ହେଉଛି ପଣାସଂକ୍ରାନ୍ତି ବା ଓଡ଼ିଆ ନବବର୍ଷ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ଏହି ବାର୍ତ୍ତାରେ...

କୁଣ୍ଢେଇଗୋଳା-ବୁଢାପାଳ ଯୋଗାଯୋଗ ବିଚ୍ଛିନ୍ନ

ଦେବଗଡ,୨୮ା୮(ଡ଼ି.ଏନ୍‌.ଏ.) ଲଗାଣ ବର୍ଷା ଯୋଗୁ ଦେବଗଡ ରିଆମାଳ ବ୍ଲକ ଅନ୍ତର୍ଗତ କୁଣ୍ଢେଇଗୋଳା ଗ୍ରାମ ନିକଟରେ ଟିକିରା ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି ା ଫଳରେ...

୧୬ରୁ ଘରୋଇ ବସ୍‌ ଧର୍ମଘଟ ଚେତାବନୀ

ଭୁବନେଶ୍ୱର,୨୭।୭(ଅନିଲ ଦାସ)ମୋ ବସ୍‌ ଚଳାଚଳକୁ ନେଇ ଘରୋଇ ବସ୍‌ ମାଲିକ ଚିନ୍ତାରେ ପଡ଼ିଛନ୍ତି। ସହରାଞ୍ଚଳ ଛାଡି ବିଭିନ୍ନ ସ୍ଥାନକୁ ମୋ ବସ୍‌ ସେବା ଯୋଗାଇ ଦିଆଯିବା...

Advertisement
Archives

Model This Week