ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ: ନିରଞ୍ଜନ

ଭୁବନେଶ୍ୱର,୯।୭(ବ୍ୟୁରୋ): ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଅବସରପ୍ରାପ୍ତ ଆଇଏଏସ୍‌/ଓଏଏସ୍‌ଙ୍କୁ ପୁନଃ ନିଯୁକ୍ତି ଦେବାରେ ସରକାର ସିଦ୍ଧହସ୍ତ। ଚାକିରି ନାହିଁ କହି ସରକାର ଇତି ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ପୁନଃ ନିଯୁକ୍ତି ଦେଲେଣି। କେବଳ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ୯ଜଣ ନିଯୁକ୍ତି ପାଇଛନ୍ତି। ସତେ ଯେପରି ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ। ବେକାର ଯୁବକଙ୍କ ପାଇଁ ଚିନ୍ତା ନାହିଁ, କେବଳ ପୁନଃନିଯୁକ୍ତି ପାଇଁ ବ୍ୟସ୍ତ ବୋଲି ନିରଞ୍ଜନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କୁଚିତ ହେଉଛି ପୁରୁଣାକଟକ-ସମ୍ବଲପୁର ରାସ୍ତା: ବଢୁଛି ଦୁର୍ଘଟଣା

ଭାପୁର, ୨୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲାର ଅନ୍ୟତମ ବ୍ୟସ୍ତବହୁଳ ପୁରୁଣା କଟକ-ସମ୍ବଲପୁର ରାସ୍ତା ଦିନକୁ ଦିନ ସଙ୍କୁଚିତ ହୋଇପଡୁଛି। ରାସ୍ତାର ପ୍ରମୁଖ ଜନଗହଳିପୂର୍ଣ୍ଣ ସ୍ଥାନ ଜବରଦଖଲକାରୀଙ୍କ କବ୍‌ଜାରେ ରହିଛି।...

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା...

ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ

ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର...

ସ୍ନେହର ଲୁହରେ ଭିଜିଲା ହବିଷିଆଳି ଆଶ୍ରୟସ୍ଥଳୀ

ପୁରୀ ଅଫିସ,୧୨ା୧୧: ସରିଯାଇଛି ଧର୍ମ ମାସ କାର୍ତ୍ତିକ। ଏହି ପୁଣ୍ୟ ମାସର ପୂର୍ଣ୍ଣମୀ ତିଥିରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀ ଓ ପବିତ୍ର ମହୋଦଧିରେ ଡଙ୍ଗା...

ଅପରାହ୍ନରେ ଗଣମାଧ୍ୟମ ସମ୍ମିଳନୀ କରିବେ ଏସ୍‌ଆରସି

ଭୁବନେଶ୍ୱର,୩୧।୭(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଓଡ଼ିଶାରେ ଦୈନିକ ସଂକ୍ରମଣ ୨ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଚିନ୍ତା...

ଖୋର୍ଦ୍ଧାରେ ଲଗାଣ ବର୍ଷା: ୨୫ ତାରିଖ ସ୍କୁଲ ଛୁଟି ଘୋଷଣା

ଖୋର୍ଦ୍ଧା ଅଫିସ,୨୪।୧୦: ଲଗାଣ ବର୍ଷା ଯୋଗୁ ଖୋର୍ଦ୍ଧା ଜିଲାର ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଛୁଟି ଘୋଷଣା କରାଯାଇଛି। ଗୁରୁବାର ଅପରାହ୍ନ ୧ଟାରୁ ସ୍କୁଲ ଛୁଟିକରି...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ନବମ ଦିବସ:ଗୁଡ୍‌ମର୍ନିଂ କ୍ଲବ ୨-୧ ଗୋଲରେ ବିଜୟୀ

ଭବାନୀପାଟଣା,୨୪।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସୋମବାର ନବମ ମ୍ୟାଚ୍‌ ଗୁଡ୍‌ମର୍ନିଂ କ୍ଲବ...

୨୦୧୭ରେ ଓଡ଼ିଶାକୁ ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ପୁରସ୍କାର

ଭୁବନେଶ୍ୱର, ୧୫।୨ (ବ୍ୟୁରୋ): ୨୦୧୭ ମସିହା ପାଇଁ ଓଡ଼ିଶାର ୫ ହସ୍ତଶିଳ୍ପୀ ରାଷ୍ଟ୍ରୀୟ ପୁରସ୍କାର ଓ ୩ ଜଣ ରାଷ୍ଟ୍ରୀୟ ମେରିଟ୍‌ ସାର୍ଟିଫିକେଟ୍‌ ପାଇଁ ଯୋଗ୍ୟ...

Advertisement
Archives

Model This Week