ରାଜ୍ୟ ସଭା ଏମ୍‌ପି ଭାବେ ଶପଥ ନେଲେ ନିରଞ୍ଜନ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୬: ରାଜ୍ୟ ସଭା ଏମ୍‌ପି ଭାବେ ଶୁକ୍ରବାର ନିରଞ୍ଜନ ବିଶି ଶପଥ ନେଇଛନ୍ତି। ତାଙ୍କୁ ଏହି ଶପଥପାଠ କରାଇଛନ୍ତି ଗୃହର ଅଧ୍ୟକ୍ଷ ଭେଙ୍କେୟା ନାଇଡୁ। ରାଜ୍ୟ ସଭା ଚାମ୍ବରରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲି ହୋଇଥିବା ରାଜ୍ୟ ସଭା ଆସନର ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ଭାବେ ନିରଞ୍ଜନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri