ଇସ୍ତଫା ଦେବେ କି ନିରଞ୍ଜନ!

ଭୁବନେଶ୍ୱର,୧୬ା୩(ବ୍ୟୁରୋ): କଂଗ୍ରେସ ୫ ରାଜ୍ୟର ବିଧାନସଭା ନିର୍ବାଚନରେ ଅମାନତ ହାରିବା ପରେ ଆକ୍ସନ ମୋଡ୍‌କୁ ଆସିଛି ଏଆଇସିସି। ଏହି ରାଜ୍ୟଗୁଡ଼ିକର ସଭାପତିମାନେ ଇସ୍ତଫା ଦେବାକୁ ଏଆଇସିସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପଞ୍ଜାବ ପିସିସି ସଭାପତି ନବଜ୍ୟୋତି ସିଂ ସିଦ୍ଧୁ ଇସ୍ତଫା ଦେଇ ସାରିଛନ୍ତି। ଏହି କ୍ରମରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପାଖକୁ ମଧ୍ୟ ଏଆଇସିସିର ଚିଠି ଆସିଛି। ଏହାକୁ ନେଇ ଏବେ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ପିସିସି ସଭାପତି ପଦ ଛାଡ଼ିବେ କି ନିରଞ୍ଜନ ବୋଲି କଥା ଉଠିଛି।

ଚିଠି ଆସିଥିବା ନେଇ ନିଜେ ନିରଞ୍ଜନ ସୂଚନା ଦେଇଛନ୍ତି । ହାଇକମାଣ୍ଡଙ୍କ ପାଖରୁ ଚିଠି ଆସିଥିବା ସେ କହିଛନ୍ତି। ତେବେ ଏଥିରେ କ’ଣ ଉଲ୍ଲେଖ ରହିଛି ତାହା ସେ ସ୍ପଷ୍ଟ କରିନାହାନ୍ତି। ଦେଖାଯାଉ ଆଗକୁ କ’ଣ ଘଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri