ଷଷ୍ଠ ଥର ପାଇଁ ବିଜୟୀ ହେଲେ ନିରଞ୍ଜନ

ସୋନପୁର,୪।୬(ମୃତ୍ୟୁଞ୍ଜୟ ଶତପଥୀ): ସରକାର ପରିବର୍ତ୍ତନ ହାଓ୍ବା ସତ୍ତ୍ୱେ ବିଜେଡିର ହେବିଓ୍ବେଟ୍‌ ନେତା ତଥା ପ୍ରାକ୍ତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ ସୋନପୁର ବିଧାନସଭା ଆସନରୁ ବିଜୟୀ ହୋଇଛନ୍ତି। ସେ କ୍ରମାଗତ ଭାବେ ଷଷ୍ଠ ଥର ପାଇଁ ବିଜୟୀ ହୋଇ ରେକର୍ଡ ସୃଷ୍ଟି କରିଛନ୍ତି। ବିଜେଡି ବିଧାୟକ ପ୍ରାର୍ଥୀ ନିରଞ୍ଜନ ପୂଜାରୀଙ୍କୁ ୯୭ହଜାର ୫୪୦ଖଣ୍ଡ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରାର୍ଥୀ ଭାଜପାର ପ୍ରମୋଦ ମହାପାତ୍ରଙ୍କୁ ୮୨ହଜାର ୪୧୯ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ପ୍ରାର୍ଥୀ ପ୍ରିୟବ୍ରତ ସାହୁ ୨୦ହଜାର ୧୩୧ଖଣ୍ଡ ଭୋଟ ପାଇଛନ୍ତି। ନିରଞ୍ଜନ ୧୫ହଜାର ୧୨୧ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ନିରଞ୍ଜନଙ୍କୁ ଡୁଙ୍ଗୁରିପାଲି ବ୍ଲକରେ ଅପେକ୍ଷାକୃତ କମ ଭୋଟ ମିଳିଥିବା ବେଳେ ସୁବର୍ଣ୍ଣପୁର ସହର, ତରଭା ଓ ସୋନପୁର ବ୍ଲକରେ ଅଧିକ ଭୋଟ ମିଳିଛି। ବିଜୟ ପରେ ନିରଞ୍ଜନ ଜିଲାର ଇଷ୍ଟଦେବୀ ମା’ ସୁରେଶ୍ୱରୀଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି। ଅନ୍ୟପକ୍ଷେ ଭାଜପା ଏମ୍‌ପି ପ୍ରାର୍ଥୀନୀ ସଙ୍ଗୀତା କୁମାରୀ ସିଂହଦେଓଙ୍କୁ ସୁବର୍ଣ୍ଣପୁର ଜିଲାରୁ ଅଧିକ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri