ନିରଞ୍ଜନୀ ଆଖଡାର ସଚିବ ରବିନ୍ଦ୍ର ପୁରୀ କରୋନା ପଜିଟିଭ୍‌: ୧୭ରେ ଶେଷ ହେବ କୁମ୍ଭମେଳା

ହରିଦ୍ୱାର,୧୬।୪: କରୋନା ପ୍ରକୋପ ମଧ୍ୟରେ ଉତ୍ତରାଖଣ୍ଡ ହରିଦ୍ୱାରରେ ମହାକୁମ୍ଭ ମେଳା ଆୟୋଜିତ ହୋଇଛି। ସାହି ସ୍ନାନ ସମୟରେ ଲକ୍ଷାଧିକ ସାଧୁ ସନ୍ଥ ଏକାଠି ହୋଇଥିବା ବେଳେ କେତେଜଣ କରୋନାରେ ଆକ୍ରାନ୍ତ ମଧ୍ୟ ହୋଇସାରିଛନ୍ତି। ଏହିକ୍ରମରେ କୁମ୍ଭମେଳାରେ ସାମିଲ ହୋଇଥିବା ନିରଞ୍ଜନୀ ଆଖଡାର ସଚିବ ରବିନ୍ଦ୍ର ପୁରୀ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ହରିଦ୍ୱାରରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପୁଥିବାରୁ ଶୁକ୍ରବାର ପଞ୍ଚାୟତି ଆଖଡାର ସାଧୁ ଶ୍ରୀ ନିରଞ୍ଜନୀ ଏପ୍ରିଲ ୧୭ରେ ଏହି କୁମ୍ଭ ମେଳା ସମାପନ କରିବାକୁ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶ ପାଇଁ ସବୁଠାରୁ ବଡ ବିପଦ ଚାଇନା ସୀମାରେ: ସିଡିଏସ ଅନୀଲ ଚୌହ୍ବାନ…

ନୂଆଦିଲ୍ଲୀ,୧୭।୧୨ : ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦ ନେଇ ସିଡିଏସ ଜେନେରାଲ ଅନୀଲ ଚୌହ୍ବାନ କହିଛନ୍ତି ଯେ ଦେଶ ପାଇଁ ସବୁଠାରୁ ବଡ...

ଏଏପିର ତ୍ରିରଙ୍ଗା ଯାତ୍ରା

ନୂଆଦିଲ୍ଲୀ,୨୯ ।୮: ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) ଦେଶ ସ୍ୱାଧିିନତାର ୭୫ ବର୍ଷ ପୁତ୍ତି ଉପଲକ୍ଷେ ଅଯୋଧ୍ୟା, ଲକ୍ଷ୍ନୌ ଓ...

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୩।୧୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣିଥରେ ମୋଦି ସରକାରଙ୍କ ନିୟମକୁ ମାନିବେ ନାହିଁ ବୋଲି କହିଛନ୍ତି। ରାଜ୍ୟରେ ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜେନ୍ସ(ଏନ୍‌ଆର୍‌ସି) ଲାଗୁ...

ରକ୍ତ ଚାହେଁ ଏ ଜମି, ବିବାଦୀୟ ସାଇନ ବୋର୍ଡ ଭାଇରାଲ…

ଭୋପାଳ, ୧୨।୫ : ମଧ୍ୟପ୍ରଦେଶର ଛତ୍ରପୁର ଜିଲାର ଏକ ଛୋଟ ଗାଁରେ ଲଗାଯାଇଥିବା ବିବାଦୀୟ ସାଇନ ବୋର୍ଡକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଏହି...

ସରକାରୀ ବିଦ୍ୟାଳୟରେ ରହିବ ପ୍ଲେ ସ୍କୁଲ

ନୂଆଦିଲ୍ଲୀ, ୫ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଶିକ୍ଷା ଯୋଜନା ୨.୦ ଲାଗୁ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି। ୧...

୪୦ ଫୁଟ ଉଚ୍ଚତାରୁ ଝୁଲି ରହି ମନ୍ତ୍ରୀ ଦେଲେ ଫିଟ୍‌ ରହିଥିବାର ସଙ୍କେତ

ଭୋପାଳ,୪।୧୨: ମଧ୍ୟପ୍ରଦେଶର ଖେଳ ଓ ଯୁବ କଲ୍ୟାଣ ମନ୍ତ୍ରୀ ଜିତୁ ପଟଓ୍ବାରୀ ନିଜେ ଫିଟ୍‌ ରହିଥିବା ନେଇ ଏକ ନିଆରା ଢ଼ଙ୍ଗରେ ସଙ୍କେତ ଦେଇଛନ୍ତି। ସେ...

ଚୌଦ୍ୱାର ପୌରାଞ୍ଚଳର ସମସ୍ତ ନମୁନା ନେଗେଟିଭ୍‌

ଚୌଦ୍ୱାର,୧୧ା୭(ଡି.ଏନ୍‌.ଏ.): ଚୌଦ୍ୱାର ପୌର ଅଧିବାସୀଙ୍କ ପାଇଁ ଆଶ୍ୱସ୍ତି ଖବର ଆସିଛି। ଗତ ୮ ତାରିଖରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୌରପାଳିକାର ସଙ୍ଗରୋଧ କେନ୍ଦ୍ର ଓ ହୋମ୍‌...

କର୍‌ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଲେ ଭାଜପା ବିଧାୟକ

ଲକ୍ଷ୍ନୌ,୧୩।୧୦: କର୍‌ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଇଛନ୍ତି ଭାଜପା ବିଧାୟକ ବିକ୍ରମ ସଇନି। ସେ କହିଛନ୍ତି, ମେହେନ୍ଦୀ...

Advertisement
Archives

Model This Week