ରାଜ୍ୟ ସରକାରଙ୍କ ଭୁଲ ଯୋଗୁ ପରିବାଦର ଏବେ ଆକାଶଛୁଆଁ: ନିରଞ୍ଜନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଦରଦାମ ବୃଦ୍ଧିକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ପ୍ରତିବାଦ ପ୍ରସଙ୍ଗରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ବିଜେଡି ପରିବା ଦରକୁ ନେଇ ପ୍ରତିବାଦ କରିବା ଏକ ହାସ୍ୟାସ୍ପଦ କଥା। ଏ ପ୍ରତିବାଦ ବିଜେଡି କେବଳ ରାଜନୈତିକ ଫାଇଦା ପାଇଁ କରୁଛି । ବିଜେଡି ପ୍ରଥମେ ସ୍ପଷ୍ଟ କରିବାର ଅଛି ସେ ୨୧ ବର୍ଷ ଭିତରେ କେତୋଟି ଶୀତଳ ଭଣ୍ଡାର ର୍ନିମାଣ କରିଛି । ଆଉ ଯଦି ବି କୋଲ୍ଡ ଷ୍ଟୋରେଜ ନିର୍ମାଣ କରିଛି ସେଥିରୁ କେତୋଟି କାମ କରୁଛି ବୋଲି ନିରଞ୍ଜନ ପ୍ରଶ୍ନ କରିବା ସହ ରାଜ୍ୟ ସରକାରଙ୍କ ଭୁଲ ପାଇଁ ଆଜି ରାଜ୍ୟରେ ପରିବା ଦର ଆକାଶ ଛୁଆଁ ହୋଇଛି ବୋଲି ସେ କହିଛନ୍ତି। ଏହାସହ ବଜେଡି ଲୋକଙ୍କୁ ଭୁଆଁ ବୁଲଉଛି । ତେବେ କଂଗ୍ରେସ ଦର ଦାମ ବୃଦ୍ଧିକୁ ନେଇ ସବୁବେଳେ ପ୍ରତିବାଦ କରି ଆସିଛି । ଆଉ ଆଗକୁ ମଧ୍ୟ ପ୍ରତିବାଦ ଜାରି ରଖିବ ବୋଲି କହିଛନ୍ତି ପିସିସି ସଭାପତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ହାଇକୋର୍ଟରେ ୩ ବିଚାରପତି ନିଯୁକ୍ତ

କଟକ ଅଫିସ,୧୧ା୨: ଓଡ଼ିଶା ହାଇକୋର୍ଟ ପାଇଁ ୩ ନୂଆ ବିଚାରପତି ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଭି. ନରସିଂହ, ବିରଜା ପ୍ରସନ୍ନ ଶତପଥୀ ଏବଂ ରମଣ...

ବୃନ୍ଦାବନରେ ଫସି ରହିଛନ୍ତି ୬୦ ଓଡ଼ିଆ ତୀର୍ଥଯାତ୍ରୀ

ଅମରପାଲି, ୨୬ା୩(ଡି.ଏନ.ଏ.): ତୀର୍ଥ କରିବାକୁ ଯାଇଥିବା ସୁବର୍ଣ୍ଣପୁର, ବୌଦ୍ଧ ଓ ଦେବଗଡ଼ ଜିଲାର ୬୦ ଜଣ ତୀର୍ଥଯାତ୍ରୀ ଏବେ ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଛନ୍ତି। ସେମାନଙ୍କ...

ବିଭୁ ରାଉତରାୟ ହାଇକୋର୍ଟ ବିଚାରପତି ନିଯୁକ୍ତ: ଆଜି ନେବେ ଶପଥ

କଟକ ଅଫିସ, ୮-୧୧:ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ବ୍ରହ୍ମପୁର ଜିଲା ଦୌରାଜଜ୍‌ ଥିବା ବିଭୁ ପ୍ରସାଦ ରାଉତରାୟ ଶୁକ୍ରବାର ଶପଥ ଗ୍ରହଣ କରିବେ। କେନ୍ଦ୍ର...

ଖୁବ୍‌ଶୀଘ୍ର ଘୋଷଣା ହେବ ପୌର ନିର୍ବାଚନ ତାରିଖ

ଭୁବନେଶ୍ୱର,୨୩।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପରେ ହେବ ପୌର ନିର୍ବାଚନ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ତେବେ ନିର୍ବାଚନ ତାରିଖ ଯେକୌଣସି...

ଜିଲାପାଳଙ୍କ ନାଁରେ ଜାଲ୍‌ ଆକାଉଣ୍ଟ

କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ...

ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ହଲ୍‌କୁ ମୋବାଇଲ ଫୋନ୍‌ ମନା; ପ୍ରଶ୍ନପତ୍ର ଲିକ୍‌, କପି ରୋକିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୨(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷାକୁ ପୂର୍ଣ୍ଣ ଶୃଙ୍ଖଳିତ କରିବା ନିମନ୍ତେ ବ୍ୟାପକ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି। ଏଥିନିମନ୍ତେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ...

ଆଜି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ ମୃତକ କେଉଁ ଜିଲାର

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଥିବା ରାଜ୍ୟ...

ତଥ୍ୟ ଲିକ୍‌ ଘଟଣା: ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ

ବାଲେଶ୍ୱର ଅଫିସ, ୧୮।୯: ବାଲେଶ୍ୱର ଚାନ୍ଦିପୁର ଡିଆରଡିଓରେ ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ପୂର୍ବରୁ ରିମାଣ୍ଡରେ ନେବା ପାଇଁ...

Advertisement
Archives

Model This Week