ନିର୍ଗୁଣ୍ଡି ଡବଲ ମର୍ଡର: ଧରାପଡ଼ିଲେ ଆଉ ୨ ଅଭିଯୁକ୍ତ

ଚୌଦ୍ୱାର,୫।୧: କଟକ ଜିଲା ନିର୍ଗୁଣ୍ଡି ଡବଲ ମର୍ଡର ମାମଲାରେ ଟାଙ୍ଗୀ ଥାନା ପୋଲିସ ସୋମବାର ଆଉ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ପୂର୍ୱରୁ ଏହି ମାମଲାରେ ୩ଜଣଙ୍କୁ ଗିରଫ କରିଥିଲେ। ହେଲେ ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ୨ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ପୋଲିସ ତଦନ୍ତ ପରେ ବିଭିନ୍ନ ସ୍ଥାନରେ ଚଢାଉ କରି ଫେରାର ୨ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ବର୍ତ୍ତମାନ ନିର୍ଗୁଣ୍ଡି ଡବଲ ମର୍ଡର ମାମଲାରେ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି।

ସୂଚନା ଯୋଗ୍ୟ, ଅଭିଯୁକ୍ତମାନେ ଗତ ୩୦ ତାରିଖରେ ୨ ଜଣଙ୍କୁ ପିଟିପିଟି ହତ୍ୟା କରିଥିଲେ। ଏହି ଘଟଣାର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମରୀଚିକା ପାଲଟିଛି କଳାହାଣ୍ଡିରେ ଟେକ୍ସଟାଇଲ ପାର୍କ: ବନ୍ଦ ପଡିଛି କେସିଙ୍ଗା ଜିନିଂ ମିଲ

ଭବାନୀପାଟଣା, ୨୪ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଟେକ୍ସଟାଇଲ ପାର୍କ ଏବେ ମରୀଚିକା ପାଲଟିଛି। ସମଗ୍ର ଓଡିଶାରେ କଳାହାଣ୍ଡି ଜିଲା କପା ଉତ୍ପାଦନରେ ପ୍ରଥମ ସ୍ଥାନରେ ରହିଥିବାବେଳେ…

ପଶ୍ଚିମ ଓଡ଼ିଶାରେ ଝିପିଝିପି ବର୍ଷା ସାଙ୍ଗକୁ କୁଆପଥର ମାଡ଼, ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪।୨(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନଠାରୁ…

୨ ଦିନରେ ୨ କିଡ୍‌ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା

ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା…

ମହାନଦୀ ଗର୍ଭରେ ଲୀନ ହେଉଛି ବାହାକୁଦ କାଜୁ ଜଙ୍ଗଲ

ମହାକାଳପଡ଼ା,୨୪ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ସାମୁଦ୍ରିକ ଢେଉ ଯୋଗୁ କାଜୁ ଜଙ୍ଗଲରୁ ୫ ଶହ ଗଛ ମହାନଦୀ ଗର୍ଭରେ ଲୀନ ହୋଇଗଲାଣି।…

ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି: ତଳିଆ କର୍ମଚାରୀ ବହିଷ୍କୃତ, ଖସିଗଲେ ବଡ଼ବଡ଼ିଆ

ବରଗଡ଼,୨୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରିକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ବିକ୍ରି ପାଇଁ ମଣ୍ଡିକୁ ଆସିଥିବା ଧାନ ମାସମାସ ଧରି ମଣ୍ଡିରେ ପଡ଼ି…

ଓ୍ବେଷ୍ଟଇଣ୍ଡିଜ୍‌ର ବୃହତ ବିଜୟ

ମୁମ୍ବାଇ,୨୩ା୨: ଶିମରନ ହେଟମେୟର ଓ ରବମାନ ପାଓ୍ବେଲଙ୍କ ବିସ୍ଫୋରକ ବ୍ୟାଟିଂ ଓ ପରେ ଗୁଦାକେଶ ମୋତିଙ୍କ ଜବରଦସ୍ତ ବୋଲିଂ ବଳରେ ଏଠାରେ ସୋମବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର…

ଝାଡ଼ଖଣ୍ଡରେ ଏୟାର ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ, ଯାଉଥିଲେ ୭ଜଣ

ରାଞ୍ଚି,୨୩।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚି ବିର୍ସାମୁଣ୍ଡା ବିମାନବନ୍ଦରରୁ ଉଡ଼ାଣ ଭରୁଥିବା ଏକ ଏୟାର ଆମ୍ବୁଲାନ୍ସ ବିମାନ ସୋମବାର ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଡ଼ାଣ ଭରିବାର କିଛି ସମୟ…

ଖୋଲିଲା ହରିଶଙ୍କର ମନ୍ଦିର ହୁଣ୍ଡି

ଖପ୍ରାଖୋଲ, ୨୩।୨(ଅଭୟ ତ୍ରିପାଠୀ)-ବଲାଙ୍ଗୀର ଜିଲା ଖପ୍ରାଖୋଲର ପ୍ରମୁଖ ପୁଣ୍ୟ କ୍ଷେତ୍ର ହରିଶଙ୍କର ମନ୍ଦିରର ଦାନ ହୁଣ୍ଡି ମନ୍ଦିର ପ୍ରଶାସନ ପକ୍ଷରୁ ସୋମବାର ଖୋଲାଯାଇଛି। ମନ୍ଦିର ମଧ୍ୟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri