ବଜେଟରେ କୌଣସି କବି ବା କବିତାର ଉଲ୍ଲେଖ କଲେ ନାହିଁ ନିର୍ମଳା

ନୂଆଦିଲ୍ଲୀ,୨।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ଲୋକସଭାରେ ତାଙ୍କର ଲଗାତାର ନବମ ବଜେଟ ଉପସ୍ଥାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୀତାରମଣଙ୍କ ପ୍ରାୟ ୮୫ ମିନିଟର ବଜେଟ ଭାଷଣକୁ ‘ଐତିହାସିକ ଏବଂ ଭବିଷ୍ୟତମୁଖୀ’ ବୋଲି ବର୍ଣ୍ଣନା କରିଛନ୍ତି। ଭାଷଣ ଗୁରୁ ରବିଦାସଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଏବଂ ମାଘ ପୂର୍ଣ୍ଣିମାର ଉଲ୍ଲେଖ ସହିତ ଆରମ୍ଭ ହୋଇଥିଲା। ତଥାପି, ଅର୍ଥମନ୍ତ୍ରୀଙ୍କ ବଜେଟ ଭାଷଣରେ ତାମିଲ କବି ତିରୁଭଲ୍ଲୁର ଏବଂ କନ୍ନଡ ସନ୍ଥ ବାସଭାନ୍ନାଙ୍କ ବିଷୟରେ କୌଣସି କବିତା କିମ୍ବା କବିଙ୍କର ଉଲ୍ଲେଖ ନଥିଲା, ଯାହା ତାଙ୍କ ପୂର୍ବ ବଜେଟ ଭାଷଣରେ ଉଲ୍ଲେଖ କରାଯାଇଛି। ଏଥର ଅର୍ଥମନ୍ତ୍ରୀଙ୍କ ଧ୍ୟାନ ନିବେଶ ଏବଂ ଅଭିବୃଦ୍ଧି ଉପରେ ଥିଲା।

ସୂଚନାଯୋ୍ୟ, ପ୍ରତିବର୍ଷ ବଜେଟରେ ଦେଶର ଧ୍ୟାନ କେବଳ ଆର୍ଥିକ ତଥ୍ୟ ଉପରେ ନୁହେଁ ବରଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ଙ୍କ ଆଉ କିଛି ପାରମ୍ପରିକ ଶୈଳି ଉପରେ ରହିଥାଏ। ଯେମିତିକି ତାଙ୍କର ପାରମ୍ପରିକ ପୋଷାକ ଉପରେ କେତେକଙ୍କ ଧ୍ୟାନ ମଧ୍ୟ କେନ୍ଦ୍ରିତ ଥାଏ। ସେହିପରି ତାଙ୍କର କବି ବା କବିତାକୁ ନେଇ ମଧ୍ୟ ଖୁବ ଆଲୋଚନା ହୁଏ। ଏଥର କିନ୍ତୁ ଏଥିରେ ସାମାନ୍ୟ ବ୍ୟତିକ୍ରମ ଦେଖିବାକୁ ମିଳିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୬ ତାରିଖ ପର୍ଯ୍ୟନ୍ତ କୁହୁଡ଼ି: ଏସବୁ ଜିଲାକୁ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨ା୨(ବନ୍ଦନା ସେଠୀ): ରାଜ୍ୟରେ ଏବେ ରାତି ତାପମାତ୍ରା ବୃଦ୍ଧି ପାଇଥିବାରୁ ଶୀତ ପ୍ରକୋପ ହ୍ରାସ ପାଇଛି। ତେବେ ଅତ୍ୟଧିକ କୁହୁଡି ପାଇଁ ଜନଜୀବନ ପ୍ରଭାବିତ ହେଉଛି। ସୋମବାର…

କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ…

ହେବ ତୃତୀୟ ବିଶ୍ୱ ଯୁଦ୍ଧ! କାହିଁକି ଉଠୁଛି ଭାରତ-ପାକିସ୍ତାନ ନାମ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୨: ୨୦୨୬ ମସିହାର ପ୍ରଥମ ମାସରେ, ବିଶ୍ୱର ଅଧିକାଂଶ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ଇରାନ ଉପରେ ଆମେରିକାର ସମ୍ଭାବ୍ୟ ଆକ୍ରମଣର ଭୟ ସମଗ୍ର ପଶ୍ଚିମ ଏସିଆରେ ଘୂରି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ିଗାର୍ଡ ହାତରେ ଥିବା Briefcase କ’ଣ? ଜାଣନ୍ତୁ ଏହା ପଛର କାହାଣୀ

ନୂଆଦିଲ୍ଲୀ,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତେବେଳେ କୌଣସି ସାର୍ବଜନୀନ କାର୍ଯ୍ୟକ୍ରମରେ କିମ୍ବା ବିଦେଶ ଗସ୍ତରେ ଯୋଗ ଦିଅନ୍ତି, ତାଙ୍କ ସହିତ କଳା ସୁଟ ଏବଂ କଳା ଚଷମା…

ଅନ୍ଧ, ମୂକ, ବଧିର ବିଦ୍ୟାଳୟରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ, ଅଭିଯୋଗ ଆଣିବାରୁ…

ଭବାନୀପାଟଣା,୨।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟରୁ ଆସିଛି ସାଂଘାତିକ ଅଭିଯୋଗ । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ…

ଭାରତର ମ୍ୟାଚ ବୟକଟକୁ ନେଇ ବଡ଼ କଥା କହିଲେ ପାକିସ୍ତାନୀ ଅଧିନାୟକ? ଜାଣନ୍ତୁ ଏହାର ମୁଖ୍ୟ ଉଦ୍ଦେଶ୍ୟ କ’ଣ

ନୂଆଦିଲ୍ଲୀ,୨।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ ମ୍ୟାଚ ବର୍ଜନ କରିବା ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରତିକ୍ରିୟା ଦେଇଛନ୍ତି। ପାକିସ୍ତାନ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି।…

ଏଇ ଭାରତରେ

ପଶ୍ଚିମବଙ୍ଗ ବାଙ୍କୁଡ଼ା ସେନଜୁତି ମାହାତୋ ଓ ଅଭିଷେକ ଚୌଧୁରୀ ସେହି ଅଞ୍ଚଳର ଖଜୁରି ଗୁଡ଼ ଉତ୍ପାଦନ କରି ସେଠାକାର ଏହି ପାରମ୍ପରିକ ଉତ୍ପାଦକୁ ବଞ୍ଚାଇ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri