ଆମେରିକାରେ ନିର୍ମଳା ସୀତାରମଣ: ଓ୍ବାଲର୍‌ଡ ବ୍ୟାଙ୍କ-ଆଇଏମଏଫ ବୈଠକରେ ଯୋଗଦେବେ…

ଓ୍ବାଶିଂଟନ,୯।୪ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନ୍ୟୁୟର୍କର ଜେଏଫକେ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ଭାରତର କନସୁଲ ଜେନେରାଲ ରଣଧିର ଜୟୱାଲ ସ୍ବାଗତ କରିଥିଲେ।

ଏହି ଗସ୍ତ ସମୟରେ ଅର୍ଥମନ୍ତ୍ରୀ ଓ୍ବାଲର୍‌ଡ ବ୍ୟାଙ୍କ ଗ୍ରୁପ, ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ ) ଏବଂ ୱାଶିଂଟନ ଡିସିରେ ହେବାକୁ ଥିବା ଅନ୍ୟାନ୍ୟ ଜି-୨୦ ବୈଠକରେ ଯୋଗଦେବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri