ଦେଶରେ ମୁସଲମାନଙ୍କ ସ୍ଥିତିକୁ ନେଇ ବିଶ୍ୱକୁ ଆଇନା ଦେଖାଇଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୧।୪: ଆମେରିକାର ଓ୍ବାଶିଂଟନ ଡିସିରେ ସ୍ଥିତ ଆମେରିକି ଥିଙ୍କ ଟେକ ପିଟରସନ ଇନଷ୍ଟିଚ୍ୟୁଟ ଫର ଇଣ୍ଟରନ୍ୟାଶନାଲ ଇକୋନମିକ୍ସ(ପିଆଇଆଇଇ)ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଭାରତର ନକରାତ୍ମକ ପଶ୍ଚିମ ‘ଧାରଣ’ର କଡା ଜବାବ ଦେଇଛନ୍ତି। ସେଠାରେ ସେ ଭାରତୀୟ ଅର୍ଥବ୍ୟବସ୍ଥାର ସ୍ଥିରତା ଓ ଅଭିବୃଦ୍ଧି ଉପରେ ଆଲୋଚନା କରିଥିଲେ। କରୋନା ମହାମାରୀ ପରେ ଭାରତୀୟ ଅର୍ଥନୀତିର ପୂର୍ନଜୀବନ ଉପରେ ନିର୍ମଳା ସୀତାରମଣ କହିଛନ୍ତି ଯେ ଏହା ଭାରତୀୟଙ୍କ ସ୍ଥାଣୁତା ଯେ ସେମାନେ ଏହାକୁ ପୂରଣ କରିବାକୁ ଦେଇ ନାହାନ୍ତି। ଲୋକେ ଏହାକୁ ଏକ ଆହ୍ବାନ ଭାବେ ଗ୍ରହଣ କରିଥିଲେ ଏବଂ ଘରେ ଅସୁବିଧା ସତ୍ତ୍ୱେ ସେମାନଙ୍କ ବ୍ୟବସାୟ ପାଇଁ ବାହାରକୁ ଆସିଛନ୍ତି।

ପଶ୍ଚିମ ଗଣମାଧ୍ୟମରେ ବିରୋଧୀ ସାଂସଦମାନଙ୍କ ସଦସ୍ୟତା ହରାଇବା ଏବଂ ଭାରତରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ହିଂସା ଘଟାଇଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ଖବର ବିଷୟରେ ପୋସେନ ସୀତାରମଣଙ୍କୁ ପ୍ରଶ୍ନ କରିଥିଲେ। ଅର୍ଥମନ୍ତ୍ରୀ କହିଛନ୍ତି, ଭାରତରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ମୁସଲମାନ ଜନସଂଖ୍ୟା ରହିଛି, ଏହା ଏବେ ମଧ୍ୟ ବୃଦ୍ଧି ପାଉଛି। ଯଦି କୌଣସି ଧାରଣା ରହିଛି ବା ବାସ୍ତବରେ ସେମାନଙ୍କ ଜୀବନ କଷ୍ଟସାଧ୍ୟ ହୋଇଛି, ଅବା ସରକାରଙ୍କ ସମର୍ଥନରେ କଷ୍ଟସାଧ୍ୟ ହୋଇପଡିଛି, ଯେମିତି ଅଧିକାଂଶ ଲେଖାରେ ଲେଖାଯାଇଛି। ଏବେ ସୀତାରମଣ ପ୍ରଶ୍ନ କରିଛନ୍ତି କି ୧୯୪୭ ତୁଳନାରେ ଯେତେବେଳେ ମୁସଲମାନ ଜନସଂଖ୍ୟା ବୃଦ୍ଧି ହେଉଛି, ସେତେବେଳେ ଏହି ଅର୍ଥରେ ଭାରତ ବିଷୟରେ କହିବା ଠିକ କି। ଅନ୍ୟପକ୍ଷରେ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି ଏବଂ ସେମାନଙ୍କ ସଂଖ୍ୟା ଦିନକୁ ଦିନ କମ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁରେ ତୁଣ୍ଡି ବାନ୍ଧି ଦେଇଛନ୍ତି ୩ ଦଳ: ସିଜିମାଳି ଘଟଣାରେ ସମସ୍ତେ ନୀରବ

ଭୁବନେଶ୍ୱର,୧୧।୪(ସୁନିତ୍‌ ମିଶ୍ର): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ର ସିଜିମାଳି ବକ୍ସାଇଟ୍‌ ଖଣିକୁ ୨୦୨୩ ଫେବୃଆରୀ ୨୧ରେ ବେଦାନ୍ତ ଲିଜ୍‌ ନେଇଥିଲା। ସେବେଠାରୁ ଏହାକୁ ସ୍ଥାନୀୟ ଆଦିବାସୀ ଲୋକମାନେ…

ଛେଲବାହାଲ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ: ବାଲିଘାଟ ଲିଜ୍‌ ଋଦ୍ଦ ଦାବି

ଲୋଇସିଂହା,୧୧।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ବ୍ୟାହତ ଯୋଗୁ ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲ ବାଲିଘାଟ ଲିଜ୍‌କୁ ରଦ୍ଦ କରିବାକୁ ଛେଲବାହାଲ ଗ୍ରାମବାସୀ ସ୍ଥାନୀୟ ବିଧାୟକ…

ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ସ୍ତ୍ରୀ, ଏମିତି ରଚିଥିଲେ ଷଡ଼ଯନ୍ତ୍ର

ଭୋପାଳ,୧୧ା୪: ରୋମାଞ୍ଚକର କ୍ରାଇମ୍‌ ଥ୍ରିଲର ଭଳି ଲାଗୁଥିବା ଏକ ସତ୍ୟ ଘଟଣା ମଧ୍ୟପ୍ରଦେଶର ଧର୍‌ ଅଞ୍ଚଳରେ ସାମନାକୁ ଆସିଛି, ଯାହା ପଛରେ ପ୍ରତାରଣା, ଅପମାନ ଓ ସୁଚିନ୍ତିତ…

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri