ଦେଶରେ ମୁସଲମାନଙ୍କ ସ୍ଥିତିକୁ ନେଇ ବିଶ୍ୱକୁ ଆଇନା ଦେଖାଇଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୧।୪: ଆମେରିକାର ଓ୍ବାଶିଂଟନ ଡିସିରେ ସ୍ଥିତ ଆମେରିକି ଥିଙ୍କ ଟେକ ପିଟରସନ ଇନଷ୍ଟିଚ୍ୟୁଟ ଫର ଇଣ୍ଟରନ୍ୟାଶନାଲ ଇକୋନମିକ୍ସ(ପିଆଇଆଇଇ)ରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଭାରତର ନକରାତ୍ମକ ପଶ୍ଚିମ ‘ଧାରଣ’ର କଡା ଜବାବ ଦେଇଛନ୍ତି। ସେଠାରେ ସେ ଭାରତୀୟ ଅର୍ଥବ୍ୟବସ୍ଥାର ସ୍ଥିରତା ଓ ଅଭିବୃଦ୍ଧି ଉପରେ ଆଲୋଚନା କରିଥିଲେ। କରୋନା ମହାମାରୀ ପରେ ଭାରତୀୟ ଅର୍ଥନୀତିର ପୂର୍ନଜୀବନ ଉପରେ ନିର୍ମଳା ସୀତାରମଣ କହିଛନ୍ତି ଯେ ଏହା ଭାରତୀୟଙ୍କ ସ୍ଥାଣୁତା ଯେ ସେମାନେ ଏହାକୁ ପୂରଣ କରିବାକୁ ଦେଇ ନାହାନ୍ତି। ଲୋକେ ଏହାକୁ ଏକ ଆହ୍ବାନ ଭାବେ ଗ୍ରହଣ କରିଥିଲେ ଏବଂ ଘରେ ଅସୁବିଧା ସତ୍ତ୍ୱେ ସେମାନଙ୍କ ବ୍ୟବସାୟ ପାଇଁ ବାହାରକୁ ଆସିଛନ୍ତି।

ପଶ୍ଚିମ ଗଣମାଧ୍ୟମରେ ବିରୋଧୀ ସାଂସଦମାନଙ୍କ ସଦସ୍ୟତା ହରାଇବା ଏବଂ ଭାରତରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଲୋକେ ହିଂସା ଘଟାଇଥିବା ନେଇ ଗଣମାଧ୍ୟମରେ ପ୍ରକାଶିତ ଖବର ବିଷୟରେ ପୋସେନ ସୀତାରମଣଙ୍କୁ ପ୍ରଶ୍ନ କରିଥିଲେ। ଅର୍ଥମନ୍ତ୍ରୀ କହିଛନ୍ତି, ଭାରତରେ ବିଶ୍ୱର ଦ୍ୱିତୀୟ ବୃହତ୍ତମ ମୁସଲମାନ ଜନସଂଖ୍ୟା ରହିଛି, ଏହା ଏବେ ମଧ୍ୟ ବୃଦ୍ଧି ପାଉଛି। ଯଦି କୌଣସି ଧାରଣା ରହିଛି ବା ବାସ୍ତବରେ ସେମାନଙ୍କ ଜୀବନ କଷ୍ଟସାଧ୍ୟ ହୋଇଛି, ଅବା ସରକାରଙ୍କ ସମର୍ଥନରେ କଷ୍ଟସାଧ୍ୟ ହୋଇପଡିଛି, ଯେମିତି ଅଧିକାଂଶ ଲେଖାରେ ଲେଖାଯାଇଛି। ଏବେ ସୀତାରମଣ ପ୍ରଶ୍ନ କରିଛନ୍ତି କି ୧୯୪୭ ତୁଳନାରେ ଯେତେବେଳେ ମୁସଲମାନ ଜନସଂଖ୍ୟା ବୃଦ୍ଧି ହେଉଛି, ସେତେବେଳେ ଏହି ଅର୍ଥରେ ଭାରତ ବିଷୟରେ କହିବା ଠିକ କି। ଅନ୍ୟପକ୍ଷରେ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି ଏବଂ ସେମାନଙ୍କ ସଂଖ୍ୟା ଦିନକୁ ଦିନ କମ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ଳୀଳ ଭିଡିଓ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ଫେରାର

ବେଙ୍ଗାଲୁରୁ,୨୯ା୪:ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବେଗୌଡ଼ାଙ୍କ ନାତି ତଥା ହାସନ ଏମ୍‌ପି ପ୍ରଜ୍ୱଳ ରେଭନ୍ନାଙ୍କ କେତେକ ଅଶ୍ଳୀଳ ଭିଡିଓ...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri