Posted inଜାତୀୟ

ଯୁବବର୍ଗଙ୍କ ମୁହଁରେ ହସ ଫୁଟାଇଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟରେ ସର୍ବାଧିକ ଫୋକସ୍‌ ଯୁବବର୍ଗଙ୍କୁ ଦେଇଛନ୍ତି। ପ୍ରଥମ ଥର ଚାକିରି ପାଇଥିବା ଲୋକଙ୍କୁ ସରକାର ୨ ବର୍ଷ ପର୍ଯ୍ୟନ୍ତ ପ୍ରତି ମାସରେ ୩୦୦ ଟଙ୍କା ଅତିରିକ୍ତ ପିଏଫ୍‌ ଦେବେ ବୋଲି ଘୋଷଣା କରିଛନ୍ତି। ଏହାସହ ସ୍ଥାନୀୟ ଅନୁଷ୍ଠାନରେ ଅଧ୍ୟୟନ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅନ୍‌ସିକ୍ୟୋଡ୍‌ ଏଜୁକେଶନ୍‌ ଲୋନ୍‌ ଉପଲବ୍ଧ ହେବ। ଯୁବକମାନଙ୍କୁ ଦକ୍ଷତା ତାଲିମ ଦିଆଯିବ। ୩୦ ଲକ୍ଷ ଯୁବକ ତାଲିମ ପାଇବେ।
ଏଥିପାଇଁ ବଜେଟରେ ୨ ଲକ୍ଷ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରାଯାଇଛି। ୪.୧ କୋଟି ଯୁବକଙ୍କୁ ନିଯୁକ୍ତି ପାଇଁ କେନ୍ଦ୍ର ସରକାର ପାଞ୍ଚଟି ଯୋଜନା ଆଣିବେ। ଆସନ୍ତା ୫ ବର୍ଷରେ ସରକାର ୨ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ॥ ସରକାର ଆସନ୍ତା ୫ ବର୍ଷରେ ୧ କୋଟି ଯୁବକଙ୍କୁ ଇଣ୍ଟର୍ନସିପ ପ୍ରଦାନ କରିବେ। ଗୋଟିଏ ବର୍ଷ ଇଣ୍ଟର୍ନସିପ ସମୟରେ ପ୍ରତି ମାସରେ ୫୦୦୦ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

ୟୁ ଟର୍ନ ପାର୍ଟ ୨! ବିଶ୍ୱକପରୁ ବାହାରି ଯିବାକୁ ନେଇ ବାଂଲାଦେଶ ଦେଲା ବଡ଼ ବୟାନ, ଖେଳାଳିଙ୍କ ଉପରେ ଲଗାଇଲା ‘ଅଭିଯୋଗ’

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି୨୦ ବିଶ୍ୱକପରୁ ବାଂଲାଦେଶର ଓହରିଯିବା ପ୍ରସଙ୍ଗ ଏବେ କେବଳ କ୍ରୀଡା ପର୍ଯ୍ୟନ୍ତ ସୀମିତ ନୁହେଁ, ବରଂ ରାଜନୈତିକ ବୟାନବାଜିର ରୂପ ନେଇଛି। ସଦ୍ୟତମ ଘଟଣାକ୍ରମରେ,…

ବାଂଲାଦେଶ ନିର୍ବାଚନରେ ପୁରୁଣା ହୋଇଗଲା ‘ବ୍ୟାଟେଲ ଅଫ ବେଗମ୍ସ’, ଏବେ ରହମାନଙ୍କ ମଧ୍ୟରେ ସିଧା ଟକ୍କର

ଢାକା,୧୧।୨: ବାଂଲାଦେଶରେ ଫେବୃଆରୀ ୧୨, ୨୦୨୬ ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥର, ପାରମ୍ପରିକ ‘ଦୋ ବେଗମ’ ରାଜନୀତି ପରିବର୍ତ୍ତେ, ଦୁଇ ରହମାନଙ୍କ ମଧ୍ୟରେ…

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri