Posted inଜାତୀୟ

ମନମୋହନଙ୍କୁ ଟାର୍ଗେଟ କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୮ ।୨: ଦେଶର ଅର୍ଥ ବ୍ୟବସ୍ଥାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଟାର୍ଗେଟ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ । ସେ କହିଛନ୍ତି ମନହୋନ ସିଂ ଦେଶକୁ ଦୁର୍ବଳ କରିଦେଇଛନ୍ତି । ଏହାସହ ତାଙ୍କ ସମୟରେ ଭିଷଣ ମହଙ୍ଗା ମାଡକୁ ନେଇ ମନମୋହନଙ୍କୁ ମନେପକାଯାଇପାରେ ବୋଲି ବି ନିର୍ମଳା କହିଛନ୍ତି । କୋଭିଡ ମହାମାରୀ ମଧ୍ୟରେ ଦେଶ ଆଗକୁ ବଢୁଥିବା ବେଳେ ରାଜନୀତି କାରଣରୁ ମନମୋହନ ଏହାକୁ ପଛକୁ ଟାଣିବାକୁ ପ୍ରୟାସ କରୁଛନ୍ତି । ମନମୋହନଙ୍କ ଉଦ୍ଦେଶ୍ୟରେ ନିର୍ମଳା ଆହୁରି ମଧ୍ୟ କହିଛନ୍ତି, ମୁଁ ଆପଣଙ୍କୁ ବହୁତ ସମ୍ମାନ କରେ, ହେଲେ ମୁଁ ଆପଣଙ୍କ ନିକଟରୁ ଏହା ଆଶା କରୁ ନଥିଲି । ତେବେ ପଞ୍ଜାବ ନିର୍ବାଚନକୁ ଆଖିଆଗରେ ରଖି ସେ ଏପରି କରୁ ନାହାନ୍ତିତ ବୋଲି ପ୍ରଶ୍ନ ଉଠାଇଛନ୍ତି ନିର୍ମଳା ।
ସୂଚନାଯୋଗ୍ୟ, ମନମୋହନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ କହିଥିଲେ କି ଭାରତୀୟ ଜନତା ପାର୍ଟି(ଭାଜପା) ଗତ ୭ ବର୍ଷରୁ ଅଧିକ ସମୟ ଧରି ଶାସନ କ୍ଷମତାରେ ରହିଛି । ହେଲେ ଲୋକଙ୍କ ସମସ୍ୟା ନ ବୁଝି ଏବେବି ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କୁ ଦୋଷୀ ବୋଲି କହୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri