Posted inଖେଳ

ଭାରତକୁ ଦ୍ୱିତୀୟ ରୌପ୍ୟ ଦେଲେ ନିଷାଦ

ନୂଆଦିଲ୍ଲୀ,୨୯।୮: ଚଳିତ ଟୋକିଓ ଅଲିମ୍ପିକ୍ସରେ ରବିବାର ଭାରତକୁ ମିଳିଛି ଦ୍ୱିତୀୟ ରୌପ୍ୟ ପଦକ। ନିଷାଦ କୁମାର ପୁରୁଷ ହାଇଜମ୍ପ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ହାତେଇଛନ୍ତି। ସେ ତାଙ୍କର ୮ମ ଉଦ୍ୟମରେ ୨.୦୬ ମିଟର ଉଚ୍ଚତା ହାସଲ କରିଥିଲେ। ଏଥିସହ ସେ ନୂଆ ଏସିଆନ୍‌ ରେକର୍ଡ ପ୍ରତିଷ୍ଠା କରିଛନ୍ତି। ତାଙ୍କ ପୂର୍ବରୁ ଟେବୁଲ ଟେନିସ ଖେଳାଳି ଭାବିନାବେନ ପଟେଲ ଭାରତକୁ ଦେଇଥିଲେ ପ୍ରଥମ ପଦକ।

ନିଷାଦଙ୍କ ଏଭଳି ସଫଳତା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। “ଟୋକିଓରୁ ଆହୁରି ଭଲ ଖବର ଆସିଛି। ନିଶାଦ କୁମାର ପୁରୁଷ ହାଇଜମ୍ପ ଟି୪୭ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବାରୁ ଖୁବ୍‌ ଆନନ୍ଦିତ। ସେ ଜଣେ ଉଲ୍ଲେଖନୀୟ ଆଥ୍‌ଲେଟ ଓ ତାଙ୍କ ନିକଟରେ ଚମତ୍କାର ଦକ୍ଷତା ରହିଛି। ତାଙ୍କୁ ଅନେକ ଅନେକ ଶୁଭେଚ୍ଛା” ବୋଲି ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ସେପ୍ଟେମ୍ୱର ୧୭ରେ ବଦଳିବ ବୁଧଙ୍କ ଚଳନ, ୪ ରାଶିର ଭାଗ୍ୟ ଚମକିବ, ଆଲମାରୀରେ ଭର୍ତ୍ତି ହୋଇଯିବ ଟଙ୍କା!

୨୦୨୬ ମସିହା ସେପ୍ଟେମ୍ୱର ୧୭ ତାରିଖରେ ବିଶ୍ୱକର୍ମା ପୂଜା ପାଳନ କରାଯିବ। ଏହି ଦିନ ବୁଧ ଗ୍ରହ ନିଜର ଦିଗ ପରିବର୍ତ୍ତନ କରୁଛନ୍ତି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ,…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri