Posted inଜାତୀୟ

ଜାତୀୟ ପତାକା ନୁହେଁ ଧାର୍ମିକ ପତାକା

ନୂଆଦିଲ୍ଲୀ, ୨୭।୧: କୃଷି ଆଇନକୁ ବିରୋଧ କରି ଆନ୍ଦୋଳନକାରୀଙ୍କ ପକ୍ଷରୁ ଜାନୁଆରୀ ୨୬ ଦିନ  ଦିଲ୍ଲୀରେ ଟ୍ରାକ୍ଟର ରାଲି ହୋଇଥିଲା। କେତେକ ଆନ୍ଦୋଳନକାରୀ ଲାଲ୍‌ କିଲ୍ଲାରେ ପ୍ରବେଶ କରି ପତାକା ଉଡାଇଥିଲେ। ପ୍ରକୃତରେ ଏହା ଜାତୀୟ ପତାକା ନ ଥିଲା, ଏହା ଥିଲା ଗୁରୁଦ୍ୱାରାରେ ଉଡୁଥିବା କେଶର ରଙ୍ଗର ପତାକା ‘ନିଶାନ ସାହିବ’। ତେବେ ମଙ୍ଗଳବାର ଲାଲ୍‌ କିଲ୍ଲାରେ ଉଡାଯାଇଥିବା ଏହି ପତାକାକୁ ନେଇ ବିବାଦ ଉପୁଜିଥିଲା।

ସୂଚନାଯୋଗ୍ୟ, ଜାନୁଆରୀ ୨୬ ତାରିଖରେ  ଭୁଲବଶତଃ ‘ଲାଲକିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କଲେ ଅନ୍ନଦାତା’ ଶୀର୍ଷକ ଖବର ଧରିତ୍ରୀ ୱେବ ପୋର୍ଟାଲରେ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି…

ପୁଣି ଆଜିଠୁ ଜୋର୍‌ଦାର ଆନ୍ଦୋଳନ: ଜନ୍ତର-ମନ୍ତରରେ ପହଞ୍ଚୁଛନ୍ତି ଶତାଧିକ ଲୋକ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୧।୮: ଦିଲ୍ଲୀରେ ପେପର ଲିକ୍‌କୁ ନେଇ ହୋଇଥିବା ଛାତ୍ର ଆନ୍ଦୋଳନ ପରେ ଏବେ ‘ସଂରକ୍ଷଣ ହଟାଅ ଆନ୍ଦୋଳନ’ ଜୋର ଧରିଛି। ସଂରକ୍ଷଣ ବ୍ୟବସ୍ଥା ହଟାଇବା ଦାବିରେ…

ଆଜି ଗ୍ରହ ସଂଯୋଗ ଆଣିବ ୫ ରାଶିଙ୍କ ପାଇଁ ବଡ଼ ପରିବର୍ତ୍ତନ, ଅଚାନକ ଘଟିବ ଏଭଳି, ଯାହା କେବେ…

ଜ୍ୟୋତିଷ ଦୃଷ୍ଟିରୁ ୨୧ ଅଗଷ୍ଟ ଦିନଟି ଅନେକ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ରହିପାରେ। ଗ୍ରହମାନଙ୍କର ସ୍ଥିତି ଅନୁଯାୟୀ ଏହି ଦିନ କ୍ୟାରିୟର, ବ୍ୟବସାୟ ଓ ଆୟ କ୍ଷେତ୍ରରେ…

ଭୁତକୋଠି ସାଜିଛି କଲ୍ୟାଣ ମଣ୍ଡପ: ୧୦ ବର୍ଷ ହେଲା ହୋଇପଡିଛି ଅକାମୀ

କେସିଙ୍ଗା,୨୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କନ୍ତେଶିର ଗ୍ରାମ ପଞ୍ଚାୟତରୁ ପ୍ରାୟ ୫୦୦ ମିଟରରେ ଗ୍ରାମ ପଞ୍ଚାୟତ ପକ୍ଷରୁ ଗୋଦାମ ଗୃହ ଗତ ୨୦୧୬-୧୭…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୩ ମାସର ଶିଶୁ କନ୍ୟାଙ୍କୁ ତେଲ ମାଲିସ୍‌ବେଳେ ହେଲା ହାକୁଡ଼ି…ପରେ ଘଟିଲା ଅସ୍ବାଭାବିକ ଘଟଣା

ଦେବଗଡ,୨୧।୮(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅଞ୍ଚଳର ରୁକୁମା ଗ୍ରାମର ଜଣେ ୩ ମାସର ଶିଶୁ କନ୍ୟାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ସୂଚନା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri