Posted inଜାତୀୟ

ଟଙ୍କା ନେଇ ଲୋକ ସଭାରେ ପ୍ରଶ୍ନ କରୁଛନ୍ତି ଟିଏମସି ନେତା ମହୁଆ! ନିଶିକାନ୍ତ ଦୁବେଙ୍କ ଗୁରୁତର ଅଭିଯୋଗ

ନୂଆଦିଲ୍ଲୀ,୧୫।୧୦:  ଭାରତୀୟ ଜନତା ପାର୍ଟି (ଭାଜପା) ଏମପି ନିଶିକାନ୍ତ ଦୁବେ ଲୋକ ସଭା ବାଚସ୍ପତି ଓମ ବିର୍ଲାଙ୍କୁ ଚିଠି ଲେଖି ତ୍ରୁଣମୁଳ କଂଗ୍ରେସ (ଟିଏମସି) ନେତା ମହୁଆ ମୋଇତ୍ରାଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଏଥିସହ ନିଶିକାନ୍ତ ଦୁବେ ସୁପ୍ରିମକୋର୍ଟର ଓକିଲ ଜୟ ଅନନ୍ତ ଦେହଦ୍ରାଇଙ୍କ ଚିଠିକୁ ଦର୍ଶାଇ ତଦନ୍ତ ଦାବି କରିଛନ୍ତି।

ଓମ ବିର୍ଲାଙ୍କୁ ଲେଖାଯାଇଥିବା ଚିଠିରେ ଭାଜପା ଏମପି ଟିଏମସି ଏମପି ମହୁଆ ମୋଇତ୍ରାଙ୍କୁ ଲୋକ ସଭାରେ ପ୍ରଶ୍ନ ପଚରାଯିବା ନାମରେ ଲାଞ୍ଚ ନେଇଥିବା ଅଭିଯୋଗ କରିଛନ୍ତି। ସେ ଲେଖିଛନ୍ତି ଯେ ଏହା ଗୃହକୁ ଅବମାନନା କରୁଛି। ଏହାର ତୁରନ୍ତ ଯାଞ୍ଚ କରାଯିବା ଉଚିତ।

ଏହି ଚିଠିରେ ସେ କହିଛନ୍ତି ଯେ ମୁଁ ଆଡଭୋକେଟ ଜୟ ଅନନ୍ତ ଦେହାଦ୍ରାଇଙ୍କଠାରୁ ଏକ ଚିଠି ପାଇଛି ଯେଉଁଥିରେ ସେ ମହୁଆଙ୍କୁ ପ୍ରଶ୍ନ ବଦଳରେ ଲାଞ୍ଚ ନେଇଥିବାର ଅଭିଯୋଗ କରିଛନ୍ତି। ଭାଜପା ଏମପି ଚିଠିରେ ଲେଖିଛନ୍ତି ଯେ ଜଣେ ପ୍ରସିଦ୍ଧ ବ୍ୟବସାୟୀ ଦର୍ଶନ ହିରାନନ୍ଦାନୀଙ୍କ ବ୍ୟବସାୟିକ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରଶ୍ନ ପଚରାଯାଇଥିଲା।
ନିଶିକାନ୍ତ ଦୁବେ ଚିଠିରେ ଲେଖିଛନ୍ତି ଯେ, ମହୁଆଙ୍କ ନିକଟରେ ହୋଇଥିବା ୬୧ ଟି ପ୍ରଶ୍ନ ମଧ୍ୟରୁ ୫୦ ଟି ଏପରି ପ୍ରଶ୍ନ ଥିଲା ଯାହାକି ଦର୍ଶନ ହିରାନନ୍ଦାନୀ ଏବଂ ତାଙ୍କ କମ୍ପାନୀର ବ୍ୟବସାୟିକ ସ୍ବାର୍ଥର ସୁରକ୍ଷା କିମ୍ବା ଲାଭ ପାଇଁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri