Posted inଜାତୀୟ

କେନ୍ଦ୍ରୀୟ ସିଟ୍‌ ଆବଣ୍ଟନ ପ୍ରକ୍ରିୟା ପରିଚାଳନା କରିବ ରାଉରକେଲା ଏନ୍‌ଆଇଟି :ଏନ୍‌ଆଇଟି, ଆଇଆଇଆଇଟିରେ ୟୁଜି ନାମଲେଖା

ନୂଆଦିଲ୍ଲୀ,୧୨।୯(ପି.ଟି.): ଚଳିତ ବର୍ଷ ଦେଶର ବିଭିନ୍ନ ଏନ୍‌ଆଇଟି, ଆଇଆଇଇଏସ୍‌ଟି, ଆଇଆଇଆଇଟି ଏବଂ ସ୍କୁଲ୍‌ ଅଫ୍‌ ପ୍ଲାନିଂ ଆଣ୍ଡ ଆର୍କିଟେକ୍ଚରରେ ବିଭିନ୍ନ ଅଣ୍ଡରଗ୍ରାଜୁଏଟ୍‌ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ରାଉରକେଲାର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି (ଏନ୍‌ଆଇଟି) କେନ୍ଦ୍ରୀୟ ସିଟ୍‌ ଆବଣ୍ଟନ ପ୍ରକ୍ରିୟାର ପରିଚାଳନା କରିବ। ଉକ୍ତ ଶିକ୍ଷାନୁଷ୍ଠାନ ମଧ୍ୟ ମିଳିତ ସିଟ୍‌ ଆବଣ୍ଟନ କର୍ତ୍ତୃପକ୍ଷ (ଜେଓଏସ୍‌ଏଏ)ର କୋ-ହୋଷ୍ଟ ଭାବେ ୬ ପର୍ଯ୍ୟାୟ ସିଟ୍‌ ଆବଣ୍ଟନକୁ ପରିଚାଳନା କରିବ ବୋଲି ଜଣେ ପଦାଧିକାରୀ କହିଛନ୍ତି। ଆସନ୍ତା ୧୨ ତାରିଖରୁ ଜେଓଏସ୍‌ଏଏ ସିଟ୍‌ ଆବଣ୍ଟନ ପାଇଁ ପଞ୍ଜୀକରଣ ଆରମ୍ଭ ହେବ।

ଜେଓଏସ୍‌ଏଏ ରାଉଣ୍ଡ ପରେ ସିଏସ୍‌ଏବି ସ୍ବତନ୍ତ୍ର ପର୍ଯ୍ୟାୟ ଅକ୍ଟୋବର ୨୪ରେ ଅନୁଷ୍ଠିତ ହେବ। ନଭେମ୍ବର ୬ ସୁଦ୍ଧା ସମ୍ପୂର୍ଣ୍ଣ କାଉନସେଲିଂ ପ୍ରକ୍ରିୟା ଶେଷ ହେବ। ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ଚଳିତ ବର୍ଷ କାଉନସେଲିଂ ପ୍ରକ୍ରିୟାରେ କେତେକ ପରିବର୍ତ୍ତନ କରାଯାଇଥିବା ସ୍ଥାନୀୟ ଆୟୋଜନ କମିଟି ଅଧ୍ୟକ୍ଷ ମୁକେଶ କେ. ଗୁପ୍ତା କହିଛନ୍ତି। ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକଙ୍କୁ ସ୍ଥାନୀୟ ଭାଷାରେ କାଉନସେଲିଂ ପ୍ରକ୍ରିୟାରେ ସହାୟତା ଲାଗି ସିଏସ୍‌ଏବି ହିନ୍ଦୀ, ଇଂଲିଶ, ଓଡ଼ିଆ, ବଙ୍ଗଳା, ମରାଠୀ, ତାମିଲ, ତେଲୁଗୁ, କନ୍ନଡ ଏବଂ ମାଲୟାଲମ ଭାଷାର ଟେଲିଫୋନ୍‌ ଲାଇନ ସ୍ଥାପନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ସୁସ୍ଥ ରହିବେ ବୟସ୍କ ବ୍ୟକ୍ତି

ଦଶ ବର୍ଷ ପୂର୍ବେ ମନୁଷ୍ୟର ହାରାହାରି ଜୀବନକାଳ ପ୍ରାୟ ୬୩ ବର୍ଷ ଥିଲା। ଡାକ୍ତରୀ ବ୍ୟବସ୍ଥାର ସୁବ୍ୟବସ୍ଥା ଏବଂ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗୁଁ ଆମର ହାରାହାରି ବୟସ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଅପମାନିତ ହେଲା ପାକିସ୍ତାନ: PSLରେ ବଲ ଟ୍ୟାମ୍ପରିଂ? ଫଖର ଜମାନଙ୍କ କାର୍ଯ୍ୟ କ୍ୟାମେରାରେ କଏଦ

ଇସଲାମାବାଦ,୩୦।୩: ପାକିସ୍ତାନ ସୁପର ଲିଗ (PSL 2026) ଆରମ୍ଭ ହେବାର ମାତ୍ର କିଛି ଦିନ ହେଲାଣି, ତଥାପି ଏହା ମଧ୍ୟରେ ଏକ ବଡ଼ ବିବାଦ ଦେଖାଦେଇଛି। ମ୍ୟାଚରେ…

ହୋଟେଲ କିମ୍ବା ରେଷ୍ଟୁରାଣ୍ଟରେ ଆପଣଙ୍କ ବିଲରେ LPG ଦେୟ ଯୋଡୁଥିଲେ ତୁରନ୍ତ କରିପାରିବେ ଅଭିଯୋଗ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୩୦।୩: ଗ୍ରାହକମାନଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ, କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (CCPA) ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକୁ ସ୍ପଷ୍ଟ ନିର୍ଦ୍ଦେଶନାମା ଜାରି କରିଛି, ସେମାନଙ୍କୁ ଗ୍ରାହକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri