Odisha Elections 2024

ଭାଜପାରୁ ଇସ୍ତଫା ଦେଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ

ଭୁବନେଶ୍ୱର,୨୯।୪: ଭାଜପା ଛାଡ଼ିଲେ ସମ୍ବଲପୁର ଏମ୍‌ପି ନୀତେଶ ଗଙ୍ଗଦେବ। ସୋମବାର ନୀତେଶ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଏମ୍‌ପି ନୀତେଶ ଏହି ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଦର୍ଶାଇ ଭାଜପା ଛାଡ଼ିଥିବା ସେ ଉଲ୍ଲେଖ କରିଛନ୍ତି। ନୀତେଶ ୨୦୧୯ରେ ସମ୍ବଲପୁର ଏମ୍‌ପି ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ବିଜେଡି ଜିତିଲେ ନବୀନ ନୁହନ୍ତି, ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ’

ଭୁବନେଶ୍ୱର,୧୬।୫: ବିଜେଡି ଉପରେ ଭାଜପା ପ୍ରାର୍ଥୀ ତଥା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଢଙ୍ଗୀ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ଆଉ ବିଜୁ ଜନତା ଦଳ ହୋଇ...

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା: ଫୁଟିଲା ଗୁଳି, ଜଣେ ଗୁରୁତର

ପୋଲସରା,୧୬।୫: ନିର୍ବାଚନ ଭିତରେ ତେଜୁଛି ନିର୍ବାଚନୀ ହିଂସା। ଖଲ୍ଲିକୋଟ ଭଳି ପୋଲସରାରେ ବି ଦେଖିବାକୁ ମିଳିଛି ରାଜନୈତିକ ହିଂସା । ପୋଲସରାରେ ବି ଫୁଟିଛି ଗୁଳି...

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ, ଲାଠି ଚାର୍ଜ କଲା ପୋଲିସ

ଖଲ୍ଲିକୋଟ,୧୬।୫: ଗଞ୍ଜାମ ଖଲ୍ଲିକୋଟ ହିଂସାକାଣ୍ଡକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ...

ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର...

ନିର୍ଦ୍ଧାରିତ ସମୟ ପୂର୍ବରୁ କେରଳରେ ମୌସୁମୀର ଏଣ୍ଟ୍ରି, IMD ଦେଲା ସୂଚନା

ନୂଆଦିଲ୍ଲୀ,୧୬।୫: ଦକ୍ଷିଣ-ପଶ୍ଚିମ ମୌସୁମୀ ସମୟ ପୂର୍ବରୁ କେରଳ ପହଞ୍ଚିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ ମେ ୩୧ ତାରିଖ ପାଖାପାଖି ମୌସୁମୀ କେରଳ...

ଅନୁଭବଙ୍କୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୬।୫: ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି । କେନ୍ଦ୍ରାପଡା ଏମପି ତଥା ଭାଜପା ନେତା ଅନୁଭବ ମହାନ୍ତିଙ୍କୁ ବଡ ଆଶ୍ବସ୍ତି ମିଳିଛି । ଆଉ ଗିରଫ...

ଖଲ୍ଲିକୋଟ ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀଙ୍କ ନିନ୍ଦା, ସୋସିଆଲ ମିଡିଆରେ ଲେଖିଲେ ଏମିତି

ଗଞ୍ଜାମ,୧୬ା୫: ଗଞ୍ଜାମ ଖଲ୍ଲିକୋଟରେ ହୋଇଥିବା ନିର୍ବାଚନୀ ହିଂସାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିନ୍ଦା କରିଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଖଲ୍ଲିକୋଟ ଅଞ୍ଚଳରେ ଘଟିଥିବା...

ରୋଡ ଶୋ’ବେଳେ ସାଂଘାତିକ କଥା କହିଦେଲେ ନଡ୍ଡା, ନବୀନବାବୁ…

ଭୁବନେଶ୍ୱର,୧୬।୫: ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କ ନଜରରେ ଓଡ଼ିଶା। ରାଜ୍ୟକୁ ଦଖଲ କରିବା ପାଇଁ ବାରବାର ଓଡିଶା ଗସ୍ତ କରୁଛନ୍ତି ଦଳର ଶୀର୍ଷ ନେତା। ବିଜେଡି ନେତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri