Posted inଖେଳ

ପାରାଲିମ୍ପିକ୍ସ: ବ୍ୟାଡମିଣ୍ଟନରେ ସ୍ବର୍ଣ୍ଣ ପଦକ ଜିତିଲେ ନୀତେଶ କୁମାର

ପ୍ୟାରିସ,୨।୯: ପାରାଲିମ୍ପିକ୍ସ ୨୦୨୪ରେ ନୀତେଶ କୁମାର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ସିଙ୍ଗଲ୍ସ ଏସ୍‌ଏଲ୍‌୩ ବର୍ଗରେ ବ୍ୟାଡମିଣ୍ଟନରେ ଗ୍ରେଟ୍‌ ବିଟ୍ରେନର ଡାନିୟଲ ବେଥେଲଙ୍କୁ ୨୧-୧୪, ୧୮-୨୧, ୨୩-୨୧ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ରେ ସ୍ବର୍ଣ୍ଣ ପଦକ ଜିତିଥିବା ଦ୍ୱିତୀୟ ଭାରତୀୟ ଆଥଲେଟ ହୋଇଛନ୍ତି। ମୋଟ ଉପରେ ୨୦୨୪ ପାରାଲିମ୍ପିକ ଗେମ୍ସରେ ଏହା ହେଉଛି ଭାରତର ନବମ ପଦକ।

ନୀତେଶ ପ୍ରଥମ ଥର ପାଇଁ ପାରାଲିମ୍ପିକ ଗେମ୍ସରେ ଅଂଶଗ୍ରହଣ କରିଥିଲେ ଏବଂ ପ୍ରଥମ ପ୍ରୟାସରେ ସ୍ବର୍ଣ୍ଣ ପଦକ ହାସଲ କରି ସେ ଇତିହାସ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ପାରାଲିମ୍ପିକ୍ସର ବ୍ୟାଡମିଣ୍ଟନ ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ଜିତିଥିବା ତୃତୀୟ ଭାରତୀୟ ଆଥଲେଟ ହୋଇପାରିଛନ୍ତି। ତାଙ୍କ ପୂର୍ବରୁ ପ୍ରମୋଦ ଭଗତ ଏବଂ କୃଷ୍ଣ ନାଗର ଟୋକିଓ ପାରାଲିମ୍ପିକ୍ସରେ ପୁରୁଷ ଏକକ ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଥିଲେ।

ପ୍ୟାରିସ ପାରାଲିମ୍ପିକ୍ସରେ ଭାରତ ଏପର୍ଯ୍ୟନ୍ତ ମୋଟ ୯ ପଦକ ଜିତିଛି। ସାମ୍ପ୍ରତିକ ଗେମ୍ସରେ ନୀତେଶ କୁମାର ବ୍ୟାଡମିଣ୍ଟନରେ ପଦକ ଜିତିଥିବା ପ୍ରଥମ ଆଥଲେଟ ହୋଇଛନ୍ତି। ଶୁଟିଂରେ ଏପର୍ଯ୍ୟନ୍ତ ୪ଟି ପଦକ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପୂର୍ବରୁ ଅଚାନକ ରିଟାୟର ଘୋଷଣା କଲେ ଏହି ଖେଳାଳି, କ୍ରିକେଟ ଜଗତରେ ହଇଚଇ!

ନୂଆଦିଲ୍‌ଲୀ,୮।୩: ନ୍ୟୁଜିଲାଣ୍ଡର ଷ୍ଟାର ଫାଷ୍ଟ ବୋଲର ଲିଆ ତାହୁହୁ ODI ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ କିୱି ଦଳର ଜଣେ ସଫଳ ଫାଷ୍ଟ ବୋଲର। ୨୦୨୬ରେ…

ଇରାନ ଯୁଦ୍ଧକୁ ନେଇ ଭାରତର ବଡ଼ ନଷ୍ପତ୍ତି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୮।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀକୁ ନେଇ ଚାଲିଥିବା ସଙ୍କଟ ମଧ୍ୟରେ, ଭାରତ ସରକାର ପାରସ୍ୟ ଉପସାଗରରେ ଫସି ରହିଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଟି-୨୦ ଫାଇନାଲ ଭାରତୀୟ ଅଧିନାୟକଙ୍କ ପାଇଁ ସତର୍କ ଘଣ୍ଟି! ସୂର୍ଯ୍ୟଙ୍କ ଶେଷ ହୋଇଯିବ…

ନୂଆଦିଲ୍‌ଲୀ,୮।୩: ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ, ଟିମ ଇଣ୍ଡିଆ ଇତିହାସ ରଚିବାଠାରୁ ମାତ୍ର ଗୋଟିଏ ପାଦ ଦୂରରେ ଅଛି। ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ଫାଇନାଲ…

IND VS NZ: ଫାଇନାଲ ମ୍ୟାଚ ଉପରେ ୪,୫୦୦ ପୋଲିସ କର୍ମଚାରୀଙ୍କ ସହ ନଜର ରଖିବ ୩୦୦ ସିସିଟିଭି କ୍ୟାମେରା

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ୨୦୨୬ର ଫାଇନାଲ ମ୍ୟାଚ ୮ ମାର୍ଚ୍ଚରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ନରେନ୍ଦ୍ର ମୋଦି ଷ୍ଟାଡିୟମ…

ସଫଳ ହେଲା ଜୟଶଙ୍କରଙ୍କ କୂଟନୀତି, ଇରାନ ଦେଖାଇଲା ଉଦାରତା

ନୂଆଦିଲ୍ଲୀ,୭।୩: ରବିବାର ନବମ ଦିନ ପାଇଁ ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି। ଉପସାଗରରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଦୁଇଟି ଭାରତୀୟ ମାଲବାହୀ…

ବରୁଣ ଚକ୍ରବର୍ତ୍ତୀ ନୁହେଁ, ଫାଇନାଲରେ ଖେଳିବେ ଏହି ଖେଳାଳି! ପ୍ଲେଇଂ ଇଲେଭେନର ନୂଆ ଅପଡେଟ କରୁଛି ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୩: ଫାଇନାଲରେ ବରୁଣ ଚକ୍ରବର୍ତ୍ତୀ ଖେଳିବେ କି ନାହିଁ ତାହା ଏକ ପ୍ରମୁଖ ପ୍ରଶ୍ନ ହୋଇ ରହିଛି। ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ସେ ଚାରି ଓଭରରେ ୬୪ରନ…

ଭେନେଜୁଏଲା-ଇରାନ ପରେ, ଆମେରିକାର ଟାର୍ଗେଟରେ ଏବେ କେଉଁ ଦେଶ? ଟ୍ରମ୍ପ ଦେଲେ ସ୍ପଷ୍ଟ ଉତ୍ତର

ଓ୍ବାଶିଂଟନ,୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶନିବାର ରାତିରେ (ମାର୍ଚ୍ଚ ୭, ୨୦୨୬) ଇରାନ ଉପରେ ଏକ ବଡ଼ ଆକ୍ରମଣ ଧମକ ଦେଇଥିଲେ। ସେ ଆମେରିକାର ସାମରିକ…

ଭିଡିଓ ବାର୍ତ୍ତା ମାଧ୍ୟମରେ ଇରାନକୁ କଡ଼ା ବାର୍ତ୍ତା ଦେଲେ ନେତାନ୍ୟାହୁ, ଜାଣନ୍ତୁ କ’ଣ କହିଲେ

ଜେରୁଜେଲମ,୭।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶନିବାର (ମାର୍ଚ୍ଚ ୭, ୨୦୨୬) ଜେରୁଜେଲମରେ ଏକ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧିତ କରି ଇସ୍ରାଏଲୀ ଲୋକଙ୍କ ସାହସ ଏବଂ ଏକତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri