ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତି ଆୟୋଗ ଟିମ୍‌

ପୁରୀ ଅଫିସ, ୧୬।୧୨(ଡି.ଏନ୍‌.ଏ.): ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏବଂ ତାଙ୍କ ଟିମ ଗୁରୁବାର ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ସେମାନେ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଐତିହ୍ୟ କରିଡର ବୁଲି ଦେଖିଥିଲେ । ରାଜୀବ କୁମାର, ତାଙ୍କ ପରିବାର ଏବଂ ନୀତି ଆୟୋଗ ଟିମକୁ ଜିଲାପାଳ ସ୍ବାଗତ କରିଥିଲେ । ପରେ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ । ଦର୍ଶନ ସରିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ପ୍ରଶାସକ ମହାପ୍ରଭୁଙ୍କ ଫଟୋ ଓ ରଥ ଦଉଡ଼ି, ବାନା ଓ ନିର୍ମାଲ୍ୟ ପ୍ରଦାନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ ସହ ଐତିହ୍ୟ କରିଡର କାର୍ଯ୍ୟ ଦେଖି ବେଶ ଖୁସି ପ୍ରକଟ କରିଛନ୍ତି ନୀତି ଆୟୋଗ ଟିମ । ପରେ କୋଣାର୍କ, ଚିଲିିକା ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡି ଅନିୟମିତତା, ୨ ସମ୍ପାଦକଙ୍କ ନାମରେ ଏତଲା

କେନ୍ଦ୍ରାପଡା ଅଫିସ, ୨୧ା୩: କେନ୍ଦ୍ରାପଡା ଜିଲାର ପଟ୍ଟାମୁଣ୍ଡାଇ ଓ ରାଜନଗର ବ୍ଲକରେ ଧାନ ମଣ୍ଡିରେ ସମବାୟ ସମିତି ସମ୍ପାଦକ ଅନିୟମିତତା ଘଟଣାରେ ୨ ସମ୍ପାଦକଙ୍କ ନାମରେ...

ବଲାଣିରୁ ଚାଲିବ ଟାଟା-ବଡବିଲ ପାସେଞ୍ଜର: ଦକ୍ଷିଣ-ପୂର୍ବ ରେଳପଥର ମହାପ୍ରବନ୍ଧକଙ୍କ ବଲାଣି ପରିଦର୍ଶନ

କେନ୍ଦୁଝର , ୯ା୮ (ସ୍ବ.ପ୍ର) – ଅନେକ ବର୍ଷ ପରେ ବଲାଣି ବାସୀଙ୍କର ସ୍ବପ୍ନ ସାକାର ହେବାକୁ ଯାଉଛି। ଟାଟା- ବଡବିଲ ପାସେଞ୍ଜର ଟ୍ରେନ୍‌ ଅଳ୍ପ...

ବାଲିଗୁଡ଼ାରେ ୩ଦିନ ହେଲା ବନ୍ଦ ରହିଛି ଜଳ ଯୋଗାଣ, ଲୋକେ ହନ୍ତସନ୍ତ

ବାଲିଗୁଡ଼ା,୨୪।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଅଧିକାଂଶ ସମୟରେ ଜଳ ସମସ୍ୟା ଦେଖିବାକୁ ମିଳୁଛି। ଖରା, ବର୍ଷା, ଶୀତ ସବୁବେଳେ ଏହି ସମାନ...

୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଜର୍ଦ୍ଦା ଜବତ, ଜଣେ ଅଟକ

ଭଦ୍ରକ ଅଫିସ, ୨୦।୨: ଭଦ୍ରକ ପୁରୁଣାବଜାର ଥାନା ଅଧୀନ କାଜିସାହିରେ ପୋଲିସ ସୋମବାର ଚଢ଼ାଉ କରି ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ଜର୍ଦ୍ଦା ଓ...

ବର୍ଷା, କୁଆପଥର ମାଡ଼: ପରିବା ଚାଷ ନଷ୍ଟ ଆଶଙ୍କା

ଭଦ୍ରକ ଅଫିସ/ବାସୁଦେବପୁର,୧୯।୩(ଡି.ଏନ୍‌.ଏ.): ପଶ୍ଚିମା ଝଡ଼ ପ୍ରଭାବରେ ଭଦ୍ରକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସାଙ୍ଗକୁ କେତେକ ସ୍ଥାନରେ କୁଆପଥର ମାଡ଼ ହୋଇଛି। ବର୍ଷା ପାଣି କ୍ଷେତରେ...

ହଜାରେ ବଦଳରେ ରାଶନକାର୍ଡ ହିତାଧିକାରୀଙ୍କୁ ୯ଶହ ଟଙ୍କା

ପାତ୍ରପୁର,୧୭ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ କେନ୍ଦ୍ର ଓ ରାଜ୍ୟ ସରକାର ରାଶନ କାର୍ଡ଼ ହିତାଧିକାରୀଙ୍କୁ ଆଗୁଆ ୩ମାସର ରାଶନ ସହ ହଜାରେ ଟଙ୍କା ଦେବାକୁ ଘୋଷଣା କରିଥିଲେ।...

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।...

କଟକ ସହରରୁ ୯୩ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୧୦-କଟକ ସହରରୁ ସୋମବାର ମୋଟ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬...

Advertisement
Archives

Model This Week