Posted inଜାତୀୟ

ବୈଠକରେ କୌଣସି ରାଜ୍ୟ ଉଠାଇଲେ ନାହିଁ କୃଷି ଆଇନ କଥା!

ନୂଆଦିଲ୍ଲୀ,୨୧ ।୨: କେନ୍ଦ୍ର ସରକାରଙ୍କ ୩ କୃଷି ଆଇନକୁ ବାହାରେ ବିରୋଧୀ ଖୁବ୍ ବିରୋଧ କରୁଥିଲେ ବି ଭିତରେ ଚୁପ୍ ରହିବା ଏବେ ଆଲୋଚନା ପରିସରକୁ ଆସିଛି । ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର୍‌୍ର ମୋଦି କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରୁଥିଲେ ସେତେବେଳେ କେହି କୃଷି ଆଇନକୁ ନେଇ କଥା ଉଠାଇ ନ ଥିଲେ । ନୀତି ଆୟୋଗର ଉପାଧ୍ୟକ୍ଷ ରାଜୀବ କୁମାର କହିଛନ୍ତି ଗଭର୍ନିଙ୍ଗ କାଉନସିଲର ଷଷ୍ଠ ବୈଠକରେ ସାମିଲ ହୋଇଥିବା କେହି ଜଣେ ହେଲେ ବି ନୂଆ କୃଷି ଅଇନ କଥା ଉଠାଇ ନ ଥିଲେ । ତେବେ ଅଧିକାଂଶ ମୁଖ୍ୟମନ୍ତ୍ରୀ ବିକାଶର ଏଜେଣ୍ଡା ଓ ଅନ୍ୟ ପରିଯୋଜନାକୁ ସମୟ ଅନୁଯାୟୀ ପୂରଣ କରିବା ଉପରେ ଗୁରୁତ୍ୱ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨ କୋଟି ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ଦିନକରେ ୩.୫୭ ଲକ୍ଷ ସଂକ୍ରମିତ, ୩,୪୪୯ ମୃତ

ନୂଆଦିଲ୍ଲୀ,୪।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ...

ଯେସାକୁ ତେସା ରାଜନୀତି କଲେ ସିଦ୍ଧୁ

ନୂଆଦିଲ୍ଲୀ,୫।୧୨: ପଞ୍ଜାବ ରାଜନୀତିରେ ନିଜ ପାଇଁ ବଡ଼ ସମ୍ଭାବନା ଖୋଜୁଥିବା ଅରବିନ୍ଦ କେଜ୍‌ରିୱାଲଙ୍କୁ ରବିବାର ଦିଲ୍ଲୀରେ କଂଗ୍ରେସ ଘେରିଛି। କେଜ୍‌ରିୱାଲ ଯେଉଁ ପ୍ରସଙ୍ଗରେ ପଞ୍ଜାବରେ ନିଜର...

୨୦୦ ମାଓବାଦୀ କରୋନାରେ ଆକ୍ରାନ୍ତ: ୧୦ ଜଣଙ୍କର ଘଟିଲାଣି ମୃତ୍ୟୁ…

ବସ୍ତର,୧୧।୫: ଜଙ୍ଗଲରେ ବିନା ସ୍ବାସ୍ଥ୍ୟ ସୁରକ୍ଷାରେ ଥିବା ମାଓବାଦୀଙ୍କ ମଧ୍ୟରୁ ପ୍ରାୟ ୨୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବସ୍ତର ଜିଲାର ଏସ୍‌ପି ଅଭିଷେକ ପଲ୍ଲବ...

ଭାଜପା ନେତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଗୁରଗାଓଁ,୧୦ା୨(ପି.ଟି.): ଅନ୍ୟ ଜଣକ ସହ ଅନୈତିକ ସମ୍ପର୍କ ରଖିବା ସନ୍ଦେହରେ ଉତ୍ତରପ୍ରଦେଶର ଗୁରଗାଓଁରେ ଜଣେ ଭାଜପା ନେତ୍ରୀଙ୍କୁ ତାଙ୍କ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଭାଜପା...

କମଲ ହାସନଙ୍କୁ ମିଳିଲା ଆଗୁଆ ଜାମିନ

ଚେନ୍ନାଇ,୨୦।୫: ଅଭିନେତାରୁ ରାଜନେତା ହୋଇଥିବା କମଲ ହାସନ କିଛିଦିନ ହେବ ବିବାଦ ଘେରରେ ରହିଛନ୍ତି। ମାହତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ ପ୍ରଥମ ହିନ୍ଦୁ ଆତଙ୍କବାଦୀ...

ସହରୀ ମାଓବାଦ-ଜେହାଦ୍‌ ସମ୍ପର୍କର ପର୍ଦ୍ଦାଫାଶ୍‌: ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ

ନୂଆଦିଲ୍ଲୀ, ୧୫।୧୦: ସହରୀ ମାଓବାଦ ଏବଂ ଜେହାଦ୍‌ ମଧ୍ୟରେ ଥିବା ସମ୍ପର୍କର ପର୍ଦ୍ଦାଫାଶ୍‌ ହୋଇଛି। ଏନେଇ ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ସହରୀ ମାଓବାଦକୁ ଜେହାଦୀ...

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ରାୟପୁର,୨୪।୪: ଛତିଶଗଡ଼ ରାୟପୁର ସ୍ଥିତ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଅମ୍ବର ବ୍ୟାସ୍‌ଙ୍କୁ ଚର୍ମ କର୍କଟ ଉପରେ ଗବେଷଣା ପାଇଁ ୮୧ ଲକ୍ଷ...

ଫୋନ୍‌ ଟ୍ୟାପିଂ ଅଭିଯୋଗ ଆଣିଲେ ଚନ୍ଦ୍ରାବାବୁ

ଅମରାବତି, ୧୮ା୮: ଆନ୍ଧ୍ରପ୍ରଦେଶରେ ରାଜନୈତିକ ଫାଇଦା ହାସଲ କରିବା ଲାଗି ଶାସକ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ବେଆଇନ ଭାବେ ଫୋନ୍‌ ଟ୍ୟାପିଂ କରୁଛି ବୋଲି ପୂର୍ବତନ...

Advertisement
Archives

Model This Week