Posted inଜାତୀୟ

ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନୀତୀଶ, ସନ୍ଧ୍ୟାରେ ଭେଟିବେ ରାଜ୍ୟପାଳଙ୍କୁ

ପାଟନା,୨୭।୧: ବିହାରରେ ଦ୍ରୁତ ଗତିରେ ବଦଳୁଥିବା ରାଜନନୈତିକ ସମିକରଣ ମଧ୍ୟରେ ଖବର ଅଛି ଯେ ଆସନ୍ତାକାଲି ଅର୍ଥାତ୍‌ ରବିବାର ଅପରାହ୍ନ ୩ ଟାରେ ଭାଜପା-ଜେଡିୟୁର ନୂତନ ମିଳିତ ସରକାର ଶପଥ ଗ୍ରହଣ କରିବେ। ଏହି ସୂଚନା ପ୍ରଦାନ କରୁଥିବାବେଳେ ସୂତ୍ରରୁ ପ୍ରକାଶ ଯେ ଭାଜପା ଏବଂ ଜେଡିୟୁ ମଧ୍ୟରେ ଚୁକ୍ତିନାମାର ସମୀକରଣ ଚୂଡାନ୍ତ ହୋଇଛି। ଏହି ଅନୁଯାୟୀ ନୀତୀଶ କୁମାର ରାଜ୍ୟ ମୁଖ୍ୟମନ୍ତ୍ରୀ ରହିବେ। ସେଠାରେ ଭାଜପାର ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ରହିବେ। ଏହା ବ୍ୟତୀତ ବାଚସ୍ପତି ମଧ୍ୟ ଭାଜପାରୁ ଆସିବେ।
ବିହାରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ନୀତୀଶ କୁମାର ଆଜି ନିଜେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇପାରନ୍ତି। ସୂତ୍ରରୁ ପ୍ରକାଶ ଯେ ସିଏମ ନୀତୀଶ ଆଜି ସା ୭ ଟାରେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ଦାଖଲ କରିପାରିବେ। ଆହୁରି ମଧ୍ୟ ଖବର ଅଛି ଯେ ନୀତୀଶ କୁମାର ଆସନ୍ତାକାଲି ଅର୍ଥାତ୍‌ ରବିବାର ଭାଜପା ସହିତ ମିଳିତ ସରକାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍‌ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି

ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍‌ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍‌ ଆମଦାନୀରେ…

ଭୟଙ୍କର ଯୁଦ୍ଧ: ସ୍କୁଲ ଛୁଟି ଘୋଷଣା , ଓ଼୍ବାର୍କ ଫର୍ମ ହୋମ୍‌ ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ!

ନୂଆଦିଲ୍ଲୀ,୧୫।୩: ଇରାନ ସହିତ ଜଡିତ ସଂଘର୍ଷ ଏସୀୟ ରାଷ୍ଟ୍ରଗୁଡ଼ିକର କାର୍ଯ୍ୟ ଉପରେ ବ୍ୟାପକ ପ୍ରଭାବ ପକାଇଛି। ଅଧିକାଂଶ ଦେଶରେ, ତୈଳ ଯୋଗାଣ ବନ୍ଦ ହୋଇଯାଇଛି କିମ୍ୱା ବହୁଳ…

ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି

ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି…

ଇଚ୍ଛାମୃତ୍ୟୁ ପାଇଁ ଅନୁମତି: ଔଷଧି ଧରି ଆସିଲେ ବାବା, ଦାବି କଲେ ହରିଶଙ୍କୁ ସୁସ୍ଥ କରିବେ, ଛଅ ଘଣ୍ଟା ଧରି ଫାଟକରେ ଅପେକ୍ଷା କଲେ

ଗାଜିଆବାଦ,୧୪।୩: ରାଜସ୍ଥାନର ଭିଲୱାଡ଼ାର ବାସିନ୍ଦା ସ୍ବାମୀ ଅଖଣ୍ଡାନନ୍ଦ ଶୁକ୍ରବାର ହରିଶ ରାଣାଙ୍କୁ ଭେଟିବା ପାଇଁ ରାଜ ଏମ୍ପାୟାର ସୋସାଇଟିରେ ପହଞ୍ଚିଥିଲେ। ସେ ଦାବି କରିଥିଲେ ଯେ ସେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ: ସେନା ପଠାଇବ ଚାଇନା, ଥରିଲାଣି ଆମେରିକା!

ନୂଆଦିଲ୍ଲୀ,୧୫।୩: ଆମେରିକା ବର୍ତ୍ତମାନ ଇରାନ ସହିତ ଯୁଦ୍ଧକୁ ଜୋରଦାର କରିଛି। ଏହି ସଂଘର୍ଷ 15 ଦିନ ଧରି ଚାଲିଛି। ଆମେରିକା ଦ୍ରୁତ ଗତିରେ ପଶ୍ଚିମ ଏସିଆ ଆଡକୁ…

ପାକିସ୍ତାନ-ବାଂଲାଦେଶକୁ ଟାର୍ଗେଟ କରିଥିଲେ ଜୟ ଶାହା? କହିଛନ୍ତି: ‘କୌଣସି ଦଳ ଅନୁଷ୍ଠାନଠାରୁ ବଡ଼ ନୁହେଁ…’

ନୂଆଦିଲ୍ଲୀ,୧୪।୩: ICC ସଭାପତି ଜୟ ଶାହା ସ୍ପଷ୍ଟ ଭାବରେ ନାମ ନ ନେଇ ପାକିସ୍ତାନ ଏବଂ ବାଂଲାଦେଶ ଉପରେ କଟାକ୍ଷ କରି କହିଛନ୍ତି ଯେ କୌଣସି ଗୋଟିଏ…

ଏହି ପନିପରିବା, ଫଳକୁ ଏକାଠି ରଖୁଛନ୍ତି କି? ଜାଣି ରଖନ୍ତୁ ଏହା ଦ୍ୱାରା କ’ଣ ଘଟେ…

ଲୋକମାନେ ପ୍ରାୟତଃ ବଜାରରୁ ବହୁ ପରିମାଣର ଫଳ ଏବଂ ପନିପରିବା କିଣି କିଛି ଦିନ ପାଇଁ ଫ୍ରିଜରେ ରଖନ୍ତି। କିଛି ଦିନ ମଧ୍ୟରେ ସେଗୁଡ଼ିକ ନଷ୍ଟ ହୋଇଯାଏ।…

ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍‌ କୋର୍ଟ ପରିସରରେ ଜିଲା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri