Posted inଜାତୀୟ

ନୀତୀନ ଅଗ୍ରଓ୍ବାଲ ବିଏସ୍‌ଏଫ୍‌ ଡିଜି

ନୂଆଦିଲ୍ଲୀ,୧୨ା୬: କେରଳ କ୍ୟାଡର ୧୯୮୯ ବ୍ୟାଚ୍‌ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଧିକାରୀ ନୀତୀନ ଅଗ୍ରଓ୍ବାଲଙ୍କୁ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ମହାନିର୍ଦ୍ଦେଶକ (ଡିଜି) ଭାବେ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ସେ କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌) ମୁଖ୍ୟାଳୟରେ ଅପରେଶନ୍ସ ଅତିରିକ୍ତ ଡିଜି ଭାବେ ଅବସ୍ଥାପିତ ଅଛନ୍ତି। ତାଙ୍କ ନୂଆ ନିଯୁକ୍ତି ସମ୍ପର୍କରେ ନିଯୁକ୍ତି ସମ୍ପର୍କିତ କ୍ୟାବିନେଟ୍‌ କମିଟି (ଏସିସି) ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ବିଏସ୍‌ଏଫ୍‌ ଡିଜି ଭାବେ ସେ ୩୧.୭.୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟ କରି ଅବସର ନେବେ। ୨୦୨୨ ଡିସେମ୍ବର ୩୧ରେ ବିଏସ୍‌ଏଫ୍‌ ଡିଜି ପଙ୍କଜ କୁମାର ସିଂ ଅବସର ନେବା ପରଠୁ ଏହି ପଦବୀ ଖାଲି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରୁ ଉଦ୍ଧାର ହେଲା ଅତି ବିରଳ ସାପ: ଚିକିତ୍ସା ପାଇଁ ଯିବ ନନ୍ଦନକାନନ

ବନ୍ତ,୧୮।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ହରିଜନ ସାହିରୁ ଏକ ଅତି ବିରଳ ରଙ୍ଗର ସାପକୁ ଶୁକ୍ରବାର ଅପରାହ୍ନରେ ଉଦ୍ଧାର କରାଯାଇଛି। ହଳଦିଆ…

ଇରାନ ସହ କଥା ହେବା ମଧ୍ୟରେ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ ବୁଧବାର ସୁଦ୍ଧା ଡିଲ ନ ହେଲେ…

ଓ୍ବାଶିଂଟନ,୧୮।୪: ଇରାନ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସଙ୍କେତ ଦେଇଛନ୍ତି ଯେ ବର୍ତ୍ତମାନର ଯୁଦ୍ଧବିରତି ଅଧିକ ଦିନ ପର୍ଯ୍ୟନ୍ତ ରହିପାରିବ…

ପ୍ରାଇଭେଟ୍‌ ଚାକିରିଆଙ୍କ ପାଇଁ ଦୁଃଖ ଖବର! ନୂଆ ଲେବର କୋଡ୍‌ ଯୋଗୁ ଦରମାରୁ କଟିଯିବ ଏତେ ଟଙ୍କା…

ନୂଆଦିଲ୍ଲୀ,୧୮।୪: କେନ୍ଦ୍ର ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା ନୂଆ ଲେବର କୋଡ୍ (New Labour Code) ଅଧୀନରେ ବେସରକାରୀ କ୍ଷେତ୍ରର କର୍ମଚାରୀଙ୍କ ପାଇଁ ଅନେକ ନୂତନ ନିୟମ…

ମାଙ୍କଡ଼ ଆତଙ୍କ: ସିଧା ଆସି ଧରିଲା ଅଣ୍ଟାକୁ …

ବନ୍ତ,୧୮।୦୪(କିଶୋର କୁମାର ସେଠୀ): ମାଙ୍କଡ଼ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। ଆହତ ବ୍ୟକ୍ତିଜଣକ ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ତାଳପଦା ଗ୍ରାମର ଦାମୋଦର ବାରିକ…

ଗୋଟିଏ ଦିନ ପୂର୍ବରୁ ଜଣା ନ ଥିଲା କ’ଣ ହେବ, ହେଲେ ହୋଇଛି ଗଣତନ୍ତ୍ରର ବଡ଼ ବିଜୟ: ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀ ଶନିବାର ସକାଳେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି କାର୍ଯ୍ୟକ୍ରମ ସମୟରେ, ସେ କହିଥିଲେ ଯେ ଶୁକ୍ରବାର ଯାହା ଘଟିଲା…

ପଥରରେ ଛେଚି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ: ଥାନାରେ ପହଞ୍ଚି ସତ ବଖାଣିଲେ ପୁଅ

ସୁନ୍ଦରଗଡ,୧୮।୪(ଜୟ ନାରାୟଣ ମେଣ୍ଡୁଳି): ପାରିବାରିକ କଳହକୁ କେନ୍ଦ୍ର କରି ପଥରରେ ଛେଚି ସ୍ତ୍ରୀକୁ ହତ୍ୟା କଲେ ସ୍ବାମୀ। ଏପରି ଏକ ହତ୍ୟାକାଣ୍ଡ ଘଟିଛି ସୁନ୍ଦରଗଡ ଜିଲା ତଳସରା…

ଅକ୍ଷୟ ତୃତୀୟାର ଦିନକ ପୂର୍ୱରୁ ଏତେ କମିଗଲା ସୁନାଦର! ଦେଖନ୍ତୁ ଆପଣଙ୍କ ସହରର ଲାଟେଷ୍ଟ ରେଟ୍‌…

ନୂଆଦିଲ୍ଲୀ,୧୮।୪: ଆଜି, ଶନିବାର, ୧୮ ଏପ୍ରିଲ, ୨୦୨୬ ଅକ୍ଷୟ ତୃତୀୟା (୧୯ ଏପ୍ରିଲ) ର ମାତ୍ର ଗୋଟିଏ ଦିନ ପୂର୍ୱରୁ; ସୁନା ବଜାରରେ କାର୍ଯ୍ୟକଳାପ ତୀବ୍ର ହେବାରେ…

IPL 2026ରେ ଏତେ ଲକ୍ଷ ଟଙ୍କାର ଗାଡ଼ି ଉପରକୁ ଛକା ମାରିଲେ ଏହି ଖେଳାଳି ହୋଇଗଲା…

ନୂଆଦିଲ୍ଲୀ,୧୮।୪: IPL ମ୍ୟାଚଗୁଡ଼ିକରେ, ଚୌକା ଏବଂ ଛକାର ଏକ ସାଧାରଣ ଘଟଣା ହୋଇଥିଲେ ମଧ୍ୟ, କେତେକ ସମୟରେ ଏକ ନିର୍ଦ୍ଦିଷ୍ଟ ସଟ ଏତେ ସ୍ପଷ୍ଟ ଭାବରେ ଦେଖାଯାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri