Posted inଜାତୀୟ

ଫଡନଭିସଙ୍କୁ ‘କଳଙ୍କ’ କହିବାରୁ ଉଦ୍ଧବ ଠାକରେଙ୍କୁ ଉପଦେଶ ଦେଲେ ଗଡକରୀ

ନୂଆଦିଲ୍ଲୀ,୧୧।୭: ଶିବସେନା(ଉଦ୍ଧବ-ବାଲାସାହେବ)ର ନେତା ଉଦ୍ଧବ ଠାକରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ କରିଥିବା ଟିପ୍ପଣିକୁ ନେଇ ରାଗି ଯାଇଛନ୍ତି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ।ସୋମବାର ଉଦ୍ଦବ ଠାକରେ ଫଡନଭିସଙ୍କ ଉଦ୍ଦେଶ୍ୟରେ ଯେଉଁ ‘କଳଙ୍କ’ ଶବ୍ଦ ବ୍ୟବହାର କରିଥିଲେ ତାକୁ ନେଇ ଗଡକରୀ ଉଦ୍ଧବଙ୍କୁ ସମାଲୋଚନା କରଛନ୍ତି। ସେ କହିଛନ୍ତି ଯେ ଏଭଳି ନିମ୍ନ ସ୍ତରର ବ୍ୟକ୍ତିଗତ ମତ ମହାରାଷ୍ଟ୍ରର ରାଜନୈତିକ ସଂସ୍କୃତିକୁ ନେଇ ଶୋଭା ପାଉନାହିଁ।
ସୂଚନାଯୋଗ୍ୟ, ଉଦ୍ଦବ ଠାକରେ ନିକଟରେ ଫଡନଭିସଙ୍କ ଘର ନାଗପୁରରେ କର୍ମୀଙ୍କୁ ସମ୍ବୋଧିତ କରି କହିଥିଲେ କି ଭାଜପା ନେତା ନାଗପୁର ପାଇଁ ‘କଳଙ୍କ’। କାରଣ ସେ ଏନସିପି ସହ ମେଣ୍ଟ କରିବେ ନାହିଁ। ହେଲେ ସେମାନେ ଏମିତି କରିଛନ୍ତି।
ଠାକରେ ଫଡନଭିସଙ୍କର ଏକ ପୁରୁଣା ଅଡିଓ କ୍ଲିପ ପ୍ଲେ କରିଥିଲେ ଯେଉଁଥିରେ କୁହାଯାଇଥିଲା କି ସେ କେବେବି ଏନସିପି ସହିତ ହାତ ମିଳାଇବେ ନାହିଁ। ଏହି ଭିଡିଓ ପ୍ଲେ ହେବାବେଳେ ଠାକରେ କହିଥିଲେ ଯେ ଭାଜପା ନେତାଙ୍କ ନାଁର ଅର୍ଥ ହେଉଛି ହଁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ସାହାଯ୍ୟ ମାଗିଲା ଇରାନ, ଏହି ବ୍ୟକ୍ତି ବଢାଇଲେ ଏମିତି ସହଯୋଗର ହାତ ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୬।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ସାରା ବିଭିନ୍ନ ରାଜ୍ୟର ଲୋକମାନେ ଯୁଦ୍ଧ ଦ୍ୱାରା ପ୍ରଭାବିତ ଇରାନୀ ନାଗରିକମାନଙ୍କୁ ସହାୟତା…

ପରିବେଶ ନିୟମ ଉଲ୍ଲଂଘନ, ସିପିସିବି ନିର୍ଦ୍ଦେଶରେ ରେଙ୍ଗାଲି ଶ୍ୟାମ ମେଟାଲିକ୍ସ ସିଲ୍

ସମ୍ବଲପୁର/ରେଙ୍ଗାଲି,୬୲୪(ପ୍ରମୋଦ ବହିଦାର/ଦେବବ୍ରତ ପଣ୍ଡା): ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ପାଣ୍ଡଲୋଇ ସ୍ଥିତ ଶ୍ୟାମ ମେଟାଲିକ୍ସ ଏଣ୍ଡ ଏନର୍ଜି ଲିମିଟେଡ ବିରୋଧରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

ଖାଦ୍ୟ ଯୋଗାଣ ବିଭାଗର ବଡ଼ ଘୋଷଣା, ୫ କେଜି ଗ୍ୟାସ୍ କିଣିବାକୁ ହେଲେ…

ଭୁବନେଶ୍ବର,୬।୪: ରାଜ୍ୟରେ ଗ୍ୟାସ୍ ସଙ୍କଟକୁ ନେଇ ଚିନ୍ତାରେ ରହିଛନ୍ତି ଖାଉଟି । ଏହାରି ଭିତରେ  ୫ କେଜି ଗ୍ୟାସ୍ ବିକ୍ରିକୁ ନେଇ ସ୍ପଷ୍ଟୀକରଣ ଦେଇଛନ୍ତି ଖାଦ୍ୟ ଯୋଗାଣ…

ଦୁଇ ପ୍ରକାର କଥା କହୁଛନ୍ତି ଟ୍ରମ୍ପ, ଗୋଟିଏ ପଟେ ଆକ୍ରମଣର ଚେତାବନୀ, ଅନ୍ୟପଟେ ଚୁକ୍ତି କଥା ବି ଉଠାଇଛନ୍ତି

ଓ୍ବାଶିଂଟନ,୬।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆକ୍ରମଣ ପାଇଁ ସମୟ ସୀମାକୁ – ହରମୁଜ ପ୍ରଣାଳୀକୁ ପୁନଃ ଖୋଲିବା ସମ୍ପର୍କରେ – ଆହୁରି ୨୪…

ଆମେରିକା-ଇରାନ ମଧ୍ୟରେ ହେବ ୪୫ ଦିନ ଯୁଦ୍ଧ ବିରତି! ଟ୍ରମ୍ପଙ୍କ ଧମକ ପରେ ଆସିଲା ଆଶ୍ଚର୍ଯ୍ୟଜନକ ରିପୋର୍ଟ

ଓ୍ବାଶିଂଟନ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ପାଇଁ ଏକ ସମୟସୀମା ଧାର୍ଯ୍ୟ କରି ଇରାନକୁ ଏକ ଅଲଟିମେଟମ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ତେହରାନ…

ପ୍ରଥମେ ଜୟଶଙ୍କରଙ୍କ ସହ କଥା ହୋଇ ପୁଣି ରୁଷିଆକୁ ଫୋନ ଲଗାଇଲା ଇରାନ, ବିଶ୍ୱକୁ ଦେଲା କେଉଁ ବିପଦର ଚେତାବନୀ? ଟ୍ରମ୍ପଙ୍କ ଧମକ ପରେ…

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ସହିତ ବିବାଦ ମଧ୍ୟରେ, ଇରାନର ବୈଦେଶିକ ମନ୍ତ୍ରୀ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ ରୁଷିଆର ବୈଦେଶିକ ମନ୍ତ୍ରୀ ଲାଭରୋଭଙ୍କ ସହ ଟେଲିଫୋନ…

ଆଦର୍ଶ ବଜାରରୁ ବି ଉଠିପାରିଲାନି ଧାନ: କାଳବୈଶାଖୀ ମାଡ଼ି ଆସୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ଚାଷୀ

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ): ଆଉ ପ୍ରାୟ ମାସକ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ମାତ୍ର ବିଡ଼ମ୍ବନାର ବିଷୟ ଏପର୍ଯ୍ୟନ୍ତ ବରଗଡ଼ ଜିଲାରେ ରହିଥିବା ବିଭିନ୍ନ ଧାନକ୍ରୟ କେନ୍ଦ୍ର(ମଣ୍ଡି)ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri