Posted inଜାତୀୟ

ରାଜନୀତିରୁ ଅବସର ଗୁଜବକୁ ପ୍ରତ୍ୟାଖାନ କଲେ ନୀତିନ ଗଡକରୀ

ନୂଆଦିଲ୍ଲୀ, ୩୧।୩: କେନ୍ଦ୍ର ସଡ଼କ ଏବଂ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ରାଜନୀତିରୁ ଅବସର ନେବା ନେଇ ଚର୍ଚ୍ଚା ହେଉଥିଲା। ଯାହାକୁ ନେଇ ମନ୍ତ୍ରୀ ନିଜେ ପ୍ରତିକ୍ରିୟା ରଖିଛନ୍ତି। ମହାରାଷ୍ଟ୍ରର ରତ୍ନଗିରିଠାରେ ଏକ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ରାଜନୀତିରୁ ଅବସର ନେବାକୁ ମୋର କୌଣସି ଉଦ୍ଦେଶ୍ୟ ନାହିଁ। ଏଥିସହ ଗଣମାଧ୍ୟମକୁ ଦାୟିତ୍ୱବାନ ରହିବାକୁ ନିବେଦନ କରିଛନ୍ତି।

ଏହାପୂର୍ବରୁ ଗୁରୁବାର କେନ୍ଦ୍ର ମନ୍ତ୍ରୀ ମୁମ୍ବାଇ-ଗୋଆ ରାଜପଥର ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ। ମହାରାଷ୍ଟ୍ରର ଶିଳ୍ପ ମନ୍ତ୍ରୀ ଉଦୟ ସାମନ୍ତ ମଧ୍ୟ ଉପସ୍ଥିତ ଥିଲେ ବୋଲି ସଡକ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ଏକ ପ୍ରେସ ବିଜ୍ଞପ୍ତିରେ କୁହାଯାଇଛି। କେନ୍ଦ୍ର ମନ୍ତ୍ରୀ ଗଡକରୀ କହିଛନ୍ତି ଯେ, ମୁମ୍ବାଇ-ଗୋଆ ଜାତୀୟ ରାଜପଥ ନଂ ୬୬ର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ସୁଦ୍ଧା ଶେଷ ହେବ ଏବଂ ଜାନୁୟାରୀ ୨୦୨୪ରେ ଏହା ଖୋଲିଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

ଭାରତରୁ ପାକିସ୍ତାନ ଯିବାକୁ ଖର୍ଚ୍ଚ ହୁଏ କେତେ ଟଙ୍କା? ଜାଣିଲେ ଉଡିବ ହୋସ୍‌

ଭାରତ ଏବଂ ପାକିସ୍ତାନ ପଡ଼ୋଶୀ ରାଷ୍ଟ୍ର ହୋଇଥିଲେ ମଧ୍ୟ, ଦୁଇ ଦେଶ ମଧ୍ୟରେ ଯାତ୍ରା କରିବା ଲୋକମାନେ ପ୍ରାୟତଃ ଭାବୁଥିବା ପରି ସରଳ ନୁହେଁ। ଯଦି ଆପଣ…

ଇଣ୍ଡକ୍ସନ କୁକଟପ୍‌କୁ ନେଇ ବଡ଼ ଘୋଷଣା କରିବେ ସରକାର, ସିଲିଣ୍ଡର ବ୍ୟବହାରକାରୀ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୪: ପଶ୍ଚିମ ଏସିଆର ସଙ୍କଟ ମଧ୍ୟରେ ଘରୋଇ ଉତ୍ପାଦନକୁ ବୃଦ୍ଧି କରିବା ଏବଂ ମୂଲ୍ୟ ବୃଦ୍ଧିର ମୁକାବିଲା କରିବା ପାଇଁ ସରକାର ଇଣ୍ଡକ୍ସନ କୁକଟପ ପାଇଁ ଗୁରୁତ୍ୱପୂର୍ଣ୍ଣ…

୨୫ରୁ ଝଡ଼ବର୍ଷା ଆଲର୍ଟ, IMD କହିଲା ବଢିପାରେ ପବନର ବେଗ!

ନୂଆଦିଲ୍ଲୀ,୨୨।୪: ଉତ୍ତର-ପଶ୍ଚିମ ଭାରତରେ ପ୍ରବଳ ଗରମ ଆରମ୍ଭ ହୋଇଥିବାବେଳେ, ଉତ୍ତର-ପୂର୍ୱ ଭାରତରେ ପ୍ରବଳ ବର୍ଷାର ପ୍ରକୋପ ଜାରି ରହିଛି। ପାଣିପାଗ ବିଭାଗ ଏପର୍ଯ୍ୟନ୍ତ ୧୩ଟି ରାଜ୍ୟ ପାଇଁ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri