Posted inଜାତୀୟ

ବର୍ଷେ ଭିତରେ ହଟିବ ସବୁ ଟୋଲ୍‌ ପ୍ଲାଜା

ନୂଆଦିଲ୍ଲୀ,୧୮।୩: କେନ୍ଦ୍ର ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀ ଗୁରୁବାର ସଂସଦରେ ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ସରକାର ଆଗାମୀ ଗୋଟିଏ ବର୍ଷ ମଧ୍ୟରେ ସମସ୍ତ ଟୋଲ ପ୍ଲାଜାଗୁଡିକ ହଟାଇବାର ଯୋଜନା କରୁଛନ୍ତି। ଆଗାମୀ ଦିନରେ ନୂଆ ଟେକ୍ନୋଲୋଜି ପ୍ରୟୋଗ କରି ଟୋଲ୍‌ ଆଦାୟ ହେବ। ପୂର୍ବ ସରକାର ସମୟରେ ସହରାଞ୍ଚଳର ଅନେକ ସ୍ଥାନରେ ଟୋଲ ତିଆରି କରାଯାଇଥିଲା ଯାହା ଭୁଲ ଏବଂ ଅନ୍ୟାୟ ଅଟେ ଏବଂ ଏକ ବର୍ଷ ମଧ୍ୟରେ ଅପସାରଣ କାର୍ଯ୍ୟ ଶେଷ ହେବ। ଏବେ ଗାଡିରେ ଜିପିଏସ ସିଷ୍ଟମ ଲଗାଯିବ, ଯାହା ସାହାଯ୍ୟରେ ଟୋଲ ଚାର୍ଜ ପ୍ରଦାନ କରାଯାଇପାରିବ ବୋଲି ସେ କହିଛନ୍ତି। ଲୋକ ସଭାର ପ୍ରଶ୍ନକାଳ ସମୟରେ ଗୃହର ସଦସ୍ୟ ଗୁରୁଜିତ୍‌ ଔଜଲା, ଦୀପକ ବାଜ ଏବଂ କୁନୱାର୍‌ ଡାନିଶ ଅଲି ସପ୍ଲିମେଣ୍ଟାରୀ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ଏହି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବର୍ଜ୍ୟ ପରିଚାଳନାରେ ବେଙ୍ଗାଲୁରୁର ବ୍ରିଗେଡ ମିଡୋଜ କଲୋନି ଏକ ଉଦାହରଣ ସୃଷ୍ଟି କରିଛି। ଏହି କଲୋନିର ଆପାର୍ଟମେଣ୍ଟଗୁଡ଼ିକରେ ପାଖାପାଖି ୭,୦୦୦ ପରିବାର ରହୁଛନ୍ତି। ସେମାନେ ଏକ ସୋସାଇଟି…

ଚାଲ ଦୁଷ୍ଟାମି କରିବା

ପିଲା ଜନ୍ମ ହେଲା। ଘରେ ମିଠା ବଣ୍ଟାଗଲା। ଫୋନ୍‌ରେ ଫଟୋ ଉଠିଲା। ସୋସିଆଲ ମିଡିଆରେ ପୋଷ୍ଟହେଲା ‘ଆମ ଘରକୁ ନୂଆ ଅତିଥି ଆସିଲା।’କେହି କହିଲେ ‘ଲକ୍ଷ୍ମୀ ଆସିଛି।’…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri