Odisha Elections 2024

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି। କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ଭାଜପାର ଦୁଇ ହେଭିୱେଟ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା।

ଗଡ଼କରୀ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ କୃଷ୍ଣପ୍ରସାଦ ଓ ପିପିଲିରେ ଜନସଭାକୁ ସମ୍ବୋଧନ କରିବାକୁ ଯିବେ। ସେହିପରି ହିମନ୍ତ ବିଶ୍ୱଶର୍ମା ମାଲକାନଗିରି, ଚିତ୍ରକୋଣ୍ଡା ଓ ଖଲ୍ଲିକୋଟରେ ପ୍ରଚାର କରିବେ। ସୂଚନାଥାଉ କି, ଶୁକ୍ରବାର ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି।...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri