Posted inଫୁରସତ

୨୧ ବର୍ଷ ଧରି କରିଥିଲେ ଭାରତ ମା’ର ସେବା, ଏବେ ମଡେଲିଂରେ ଟକ୍କର ଦେଉଛନ୍ତି ଏହି ଅଫିସର

କାହାର ନିଶା ତ କାହାର ପେସା ମଡେଲିଂ। ଏଥିପାଇଁ ଆବଶ୍ୟକ ପଡ଼ିଥାଏ ସୁନ୍ଦର ଚେହେରା ସାଙ୍ଗକୁ ବ୍ୟକ୍ତିତ୍ୱ। ମଡେଲିଂରେ ସଫଳ ହେବା ପାଇଁ ଅନେକ ସଘର୍ଷ କରିଥାନ୍ତି। ହେଲେ ଏବେ ଜଣେ ଅବସର ପରେ ମଡେଲିଂକୁ ନେଇ ଚର୍ଚ୍ଚାରେ। ସେ ହେଲେ ନିତୀନ ମେହତା। ଭାରତୀୟ ସେନାରେ ଦୀର୍ଘ ୨୧ ବର୍ଷ ଧରି କାମ କରିବା ପରେ ଏବେ ସେ ମଡେଲିଂରେ ବଡ-ବଡ ମଡେଲଙ୍କୁ ଟକ୍କର ଦେଉଛନ୍ତି।

ସେନା ଅଫିସର ନିତୀନ ୨୦୧୬ରେ ଅବସର ନେଇଥିଲେ। ଏହାପରେ ସେ ମଡେଲିଂରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ଏବେ ସେ ଜଣେ ପେସାଦାର ମଡେଲ ପାଲଟିଛନ୍ତି। ନିଜର ଇନ୍‌ଷ୍ଟାଗ୍ରାମରେ ସେ ଲେଖିଛନ୍ତି, ୨୧ ବର୍ଷ ସେନାରେ ଦେଶକୁ ସେବା ଦେବା ପରେ ମେ‘ ୨୦୧୬ରେ ଛାଡ଼ିଦେଇଛି। ଜୀବନରେ କିଛି ନୂଆ ବାଛିଛନ୍ତି। ଗତ ୩ ବର୍ଷ ମଧ୍ୟରେ ସେ ନିଜ ପରିବାର ଏବଂ ବନ୍ଧୁମାନଙ୍କ ସମର୍ଥନ ଲାଗି ନୂଆ ଅଧ୍ୟାୟ ଆରମ୍ଭ କରିବାକୁ ଯାଉଛି। ସମସ୍ତଙ୍କୁ ଧନ୍ୟବାଦ ବୋଲି ସେ କହିଛନ୍ତି।

 

View this post on Instagram

 

A post shared by Niitin Mehta (@niitinmehtaofficial)

ନିତୀନ ଦିପିକାଙ୍କ ସହ ତନିସ୍କର ଅଳଙ୍କାର ବିଜ୍ଞାପନରେ ଆସିଛନ୍ତି। ଏହାଛଡ଼ା ଅନେକ ବ୍ରାଣ୍ଡ ପାଇଁ ସେ ମଡେଲ ଭାବେ କାମ କରୁଛନ୍ତି। ଆର୍ମୀରେ ସେ ବିନା ଦାଢ଼ିରେ ରହୁଥିବା ବେଳେ ଏବେ ସେ ଦାଢ଼ୀ ରଖୁଛନ୍ତି। ଏହାଛଡ଼ା ସେ ଫିଟ୍‌ନେସକୁ ନେଇ ବେଶ୍‌ ସଚେତନ ରହିଥାନ୍ତି। ଜିମ୍‌ରେ ବ୍ୟାୟାମ କରିବା ସମୟର ଏକାଧିକ ଭିଡିଓ ସେ ଶେୟାର କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଆଇ କାର୍ଯ୍ୟାଳୟର ପାଚେରି ଭାଙ୍ଗିଲା, ସୁରକ୍ଷା ନେଇ ଚିନ୍ତା

କର୍ଲାମୁଣ୍ଡା,୧୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ରାଜସ୍ବ  ନିରୀକ୍ଷକ (ଆର୍‌.ଆଇ.) କାର୍ଯ୍ୟାଳୟର ପାଚେରିର ଏକ ବଡ଼ ଅଂଶ ଭାଙ୍ଗିପଡ଼ିଛି। ଫଳରେ କାର୍ଯ୍ୟାଳୟ ପରିସରର…

ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’

ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ…

ଆରମ୍ଭ ହୋଇଛି କି ‘ଅପରେଶନ ଟାଇଗର-୩’? ଉଦ୍ଧବ ଗୋଷ୍ଠୀର ୧୦ ବିଧାୟକ ଶିନ୍ଦେ ଗୋଷ୍ଠୀରେ ଯୋଗ ଦେଇପାରନ୍ତି

ମୁମ୍ବାଇ,୧୧।୦୭: ମହାରାଷ୍ଟ୍ରରେ ଏକ ବଡ଼ ରାଜନୈତିକ ଘଟଣାକ୍ରମକୁ ନେଇ କଳ୍ପନାଜଳ୍ପନା ପୁଣି ଥରେ ତୀବ୍ର ହୋଇଛି। ଏକନାଥ ଶିନ୍ଦେଙ୍କ ନେତୃତ୍ୱରେ ଶିବସେନା ଗୋଷ୍ଠୀ ‘ଅପରେଶନ ଟାଇଗର-୩’ ପାଇଁ…

ଯନ୍ତ୍ରଣା ବଖାଣିଲେ ଦୀପିକା: ବାଥରୁମ୍‌ ପର୍ଯ୍ୟନ୍ତ ଯିବାକୁ…

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ଆଜିକାଲି ଗର୍ଭବତୀ ଅଛନ୍ତି। ଖୁବ୍‌ଶୀଘ୍ର ସେ ଦ୍ୱିତୀୟ ସନ୍ତାନ ଜନ୍ମଦେବାକୁ ଯାଉଛନ୍ତି। ଦୀପିକା ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ। ନିୟମିତ ଭାବରେ…

ଆସୁଛି ପୁଣି ଲଘୁଚାପ: ପ୍ରବଳ ବର୍ଷିବ, ଆଲର୍ଟ ଜାରି

ଭୁବନେଶ୍ୱର,୧୧।୬: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ…

ସୁପ୍ରିମକୋର୍ଟରେ କାଗଜପତ୍ର ଫିଙ୍ଗିଥିବା ବ୍ୟକ୍ତିଙ୍କ ବିରୋଧରେ ନିଆଯିବନି କୌଣସି କାର୍ଯ୍ୟାନୁଷ୍ଠାନ: CJI ନେଲେ ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୧।୭: ସୁପ୍ରିମକୋର୍ଟ ଖଣ୍ଡପୀଠ ସମ୍ମୁଖରେ କାଗଜ ଫିଙ୍ଗିଥିବା ଏବଂ ଅପମାନଜନକ ଭାଷା ବ୍ୟବହାର କରିଥିବା ଆବେଦନକାରୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ ମୁଖ୍ୟ ବିଚାରପତି…

କ୍ୟାଶ୍, ନା କ୍ରେଡିଟ୍ କାର୍ଡ! ଜାଣନ୍ତୁ ବିଦେଶ ଗସ୍ତରେ କେମିତି ପେମେଣ୍ଟ କରନ୍ତି ପିଏମ ମୋଦି?

ନୂଆଦିଲ୍ଲୀ,୧୧।୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟତଃ ବିଦେଶ ଗସ୍ତରେ ରହିଥାନ୍ତି। ଏହି ସମୟରେ ମଧ୍ୟ ପିଏମ ତିନୋଟି ଦେଶର ଯାତ୍ରାରେ ଅଛନ୍ତି। ବର୍ତ୍ତମାନ ସେ ଏହି…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri