ଓଡ଼ିଶା ଆସିବେ ନୀତିନ ନବୀନ

ଭୁବନେଶ୍ୱର,୧୦ା୧: ଖୁବଶୀଘ୍ର ଓଡ଼ିଶା ଆସିବେ ଭାଜପା କାର୍ଯ୍ୟକାରୀ ସଭାପତି ନୀତିନ ନବୀନ। ଏନେଇ ସୂଚନା ଦେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦୀର୍ଘ ସମୟ ରାଷ୍ଟ୍ରୀୟ ସଭାପତିଙ୍କ ସହ ଆଲୋଚନା ହୋଇଥିଲା। ରାଜ୍ୟ ବିଷୟରେ ତାଙ୍କୁ ଅବଗତ କରିଥିଲ। ନିଗମ ବୋର୍ଡ ନେଇ ଆଲୋଚନା ହୋଇଛି, ଖୁବ୍‌ଶୀଘ୍ର ଘୋଷଣା ହେବ।

Dharitri – Odisha’s No.1 Odia Daily

Share