Posted inଜାତୀୟ

ଆସୁଛି ବଜେଟ୍‌, ୪୮ ହଜାର କୋଟି ଟଙ୍କା ଦାବି କଲେ ନୀତିଶ-ନାଇଡ଼ୁ !

ନୂଆଦିଲ୍ଲୀ, ୦୮।୦୭: ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଚଳିତ ବଜେଟ୍‌କୁ ନେଇ ଆଶାବାଦି ଅଛନ୍ତି । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ଼୍ବାଧୀନ ଏନ୍‌ଡିଏ ସରକାରର ପ୍ରଥମ ବଜେଟ୍‌ ଆସିବାକୁ ଯାଉଛି । ଏଥିପାଇଁ ଦୁଇ ନେତା ସେମାନଙ୍କ ଇଚ୍ଛାପତ୍ର ଅର୍ଥମନ୍ତ୍ରୀଙ୍କୁ ପଠାଇ ଦେଇଛନ୍ତି । ଟିଡିପି ଏବଂ ଜେଡିୟୁ ୨୩ ଜୁଲାଇରେ ଉପସ୍ଥାପନ ହେବାକୁ ଯାଉଥିବା ବଜେଟ୍‌ରେ ୫.୭ ଆରବ ଡଲାର ଅର୍ଥାତ ପାଖାପାଖି ୪୮ ହଜାର କୋଟି ଟଙ୍କା ଦାବି କରିଥିବା ଜଣାପଡ଼ିଛି ।

ରିୟଟର୍ସର ଏକ ରିପୋର୍ଟ ଅନୁସାରେ ଆନ୍ଧ୍ରପ୍ରଦେଶ ଏବଂ ବିହାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସରକାର ଆଗରେ ଅନେକ ଦାବି ରଖିଛନ୍ତି । ଋଣକୁ ଦୁଇଗୁଣା କରି ପାଖାପାଖି ୧ ଲକ୍ଷ କୋଟି ଟଙ୍କା କରିବାକୁ ସେମାନେ ଦାବି କରିଛନ୍ତି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri