Posted inଜାତୀୟ

ନୀତୀଶଙ୍କ ଉପରକୁ ପିଆଜ ମାଡ଼

ପାଟନା,୪।୧୧: ବିହାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ଶେଷ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଉପରକୁ ପିଆଜ ମାଡ଼ କରାଯାଇଛି। ମଧୁବଣିର ହରଲାଖିରେ ଏକ ନିର୍ବାଚନୀ ସଭାରେ ନୀତୀଶ ରାଜ୍ୟର ଯୁବକଙ୍କ ପାଇଁ ନିଯୁକ୍ତି ସୃଷ୍ଟି ସମ୍ପର୍କରେ କହୁଥିବାବେଳେ ଭିଡ଼ ମଧ୍ୟରେ କେହିଜଣେ ପିଆଜମାଡ଼ କରିଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ବିରକ୍ତ ହୋଇ ଫିଙ୍ଗ, ଆହୁରି ଫିଙ୍ଗ, ଫିଙ୍ଗିବା ଜାରି ରଖ କିନ୍ତୁ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି କହିଥିଲେ। ନୀତୀଶଙ୍କୁ ସୁରକ୍ଷାକର୍ମୀମାନେ ଘେରି ରହିଯାଇଥିଲେ। ଏହାପରେ ସେ ନିଜର ବକ୍ତବ୍ୟ ଶେଷ କରିଥିଲେ। ପିଆଜ ଫିଙ୍ଗିଥିବା ବ୍ୟକ୍ତିଙ୍କୁ ସୁରକ୍ଷାକର୍ମୀମାନେ ଧରିଥିବାବେଳେ ନୀତିଶ ତାଙ୍କୁ ଛାଡ଼ିଦିଅ ବୋଲି କହିଥିଲେ। ବିରୋଧୀ ଦଳଙ୍କ ପକ୍ଷରୁ ଜାଣିଶୁଣି ଏଭଳି କରାଯାଉଥିବା ମନ୍ତ୍ରୀ ସଞ୍ଜୟ କୁମାର ଝା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ମୃତ୍ୟୁ କ୍ଷତିପୂରଣ ମିଥ୍ୟା ଦାବି ନେଇ ଚିନ୍ତା ପ୍ରକଟ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୩ : କରୋନା ମୃତ୍ୟୁ କ୍ଷତିପୂରଣ କ୍ଷେତ୍ରରେ ନକଲି ମେଡ଼ିକାଲ ପ୍ରମାଣ ପତ୍ର ଦାଖଲକୁ ନେଇ ସୋମବାର ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। କୋର୍ଟ କହିଛନ୍ତି...

ଟ୍ରମ୍ପ୍‌ଙ୍କ ଦୁଇଦିନିିଆ ଭାରତ ଗସ୍ତ ଶେଷ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦୁଇଦିନିଆ ଭାରତ ଗସ୍ତ ଶେଷ ହୋଇଛି। ଦ୍ୱିତୀୟ ଦିନରେ ସେ ଭାରତ ସହ ବାଣିଜି୍ୟକ ଆଲୋଚନା, ପ୍ରତିରକ୍ଷା...

ୟୁପିରେ ପ୍ରିୟଙ୍କା ଗାନ୍ଧୀ କାହିଁକି ଲଢୁ ନାହାନ୍ତି ନିର୍ବାଚନ

ନୂଆଦିଲ୍ଲୀ,୧୨ ।୨: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନକୁ ନେଇ ଏବେ ସେଠାରେ ରାଜନୀତି ହୋଇଛି ସରଗରମ । ପ୍ରଚାର ଯୋରସୋରରେ ହେଉଥିବା ବେଳେ ଶାସକ ଓ...

କରୋନା ଆମକୁ ଆଧୁନିକ କରିଛି: ସିଜେଆଇ…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନ ବିଚାରପତି ୟୁ ୟୁ ଲଲିତ ଶନିବାର ଓଡିଶାର ୩୦ ଟି ଜିଲ୍ଲାରେ କାଗଜବିହୀନ କୋର୍ଟର ଉଦଘାଟନ କରିଛନ୍ତି। ଏହି ଅବସରରେ...

ଭିଡ଼ହିଂସାରୁ ବର୍ତ୍ତିବା ଲାଗି : ନାମ ବଦଳାଇବେ ମୁସଲ୍‌ମାନ ଅଧିକାରୀ

ଭୋପାଳ,୮ା୭: ଦେଶରେ ଭିଡ଼ହିଂସା ବଢିବାରେ ଲାଗିଛି। ଏଭଳି ହିଂସାକାଣ୍ଡରୁ ନିଜକୁ ରକ୍ଷାକରିବା ଲାଗି ମଧ୍ୟପ୍ରଦେଶର ଜଣେ ମୁସଲମାନ ସମ୍ପ୍ରଦାୟର ସରକାରୀ ଅଧିକାରୀ ନିଜ ନାମ ବଦଳାଇ...

ଏପ୍ରିଲ ୫ ରାତି ୯ଟାରେ ୯ ମିିନିଟ୍‌ ପାଇଁ ଘରର ଲାଇଟ୍‌ ବନ୍ଦ କରିବାକୁ ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩ା୪ : କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ଉପରେ କଡ଼ା ନଜର ରଖିଛନ୍ତି। ପ୍ରଧାନମନ୍ତ୍ରୀ...

ମୋର୍‌ବି ଦୁର୍ଘଟଣା ପରେ ଯୋଗୀ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୟୁପିର ସମସ୍ତ ପୋଲର ହେବ ଯାଞ୍ଚ

ଲକ୍ଷ୍ନୌ,୩୧।୧୦: ଗୁଜୁରାଟର ମୋର୍‌ବି ସ୍ଥିତ ମାଛୁ ନଦୀ ବ୍ରିଜ ଉପରେ ଥିବା ଝୁଲାପୋଲ ଦୁର୍ଘଟଣା ପରେ ଯୋଗୀ ସରକାର ଏବେ ଆକ୍ସନ ମୁଡରେ ଆସିଯାଇଛନ୍ତି। ଏହି...

ମାୟାବତୀଙ୍କୁ ଭେଟିଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୪ ।୧୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ବିଏସ୍‌ପି ସୁପ୍ରିମୋ ମାୟାବତୀଙ୍କୁ ତାଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଭେଟିଛନ୍ତି । ଶନିବାର ମାୟାବତୀଙ୍କ...

Advertisement
Archives

Model This Week