Posted inଜାତୀୟ

ଲାଲୁଙ୍କ ଅଫରକୁ ନେଇ କ୍ଲିୟର କଲେ ନୀତୀଶ

ମୁଜାଫରପୁର,୫।୧: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଗତି ଯାତ୍ରା ସମୟରେ ମୁଜାଫରପୁରରେ ପହଞ୍ଚିଥିଲେ। ଏହି ସମୟରେ ସେ ଇଣ୍ଡିଆ ଆଲାଇନ୍ସରେ ଯୋଗଦେବା ପ୍ରସ୍ତାବକୁ ନେଇ ଜବାବ ଦେଇଥିଲେ। ସାମ୍ବାଦିକମାନଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ସେ ଅନ୍ୟ କୌଣସି ସହଯୋଗୀ ଦଳ ସହ ଯିବେ ନାହିଁ। ସେ କେବଳ ଏନଡିଏ ସହିତ ରହିବେ।
ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେବାବେଳେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସ୍ପଷ୍ଟ କରିଛନ୍ତି ଯେ ସେ କୌଣସି ସ୍ଥାନକୁ ଯାଉନାହାଁନ୍ତି। ସେ କେବଳ ଏନଡିଏରେ ରହିବେ। ସେ ଅନ୍ୟ ଏକ ମେଣ୍ଟର ଏହି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି।
ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ରାମଦାଲୁରେ ନିର୍ମିତ ଆରଓବିର ନିରିକ୍ଷଣ କରିଥିଲେ। ଏହା ବ୍ୟତୀତ ଅରାଇର ବାଗମାଟି ଉପରେ ନିର୍ମାଣ କରାଯାଉଥିବା ସେତୁ ଏବଂ ଗରହା-ହଟୌରୀ-ଅତରାର-ଭନଙ୍ଗାମା-ଅରାଇର କାର୍ଯ୍ୟ ମାନଚିତ୍ରରୁ ଅବଲୋକନ କରିଥିଲେ। ଏହା ପରେ, ମୁଜାଫରପୁର-ବାରୁନି ଫୋର ଲେନ୍‌ ସାଇଟ ନିରିକ୍ଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଉପସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ କଡ଼ା ବାର୍ତ୍ତା, G7 ଶିଖର ସମ୍ମିଳନୀରେ ଉଠାଇଲେ ଭାରତୀୟ ନାବିକଙ୍କ ମୃତ୍ୟୁ ପ୍ରସଙ୍ଗ, କହିଲେ…

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ଫ୍ରାନ୍ସର ବିଆରଟିଜ୍ ସହରରେ ଅନୁଷ୍ଠିତ G-7 ସମ୍ମିଳନୀରେ ଯୋଗ ଦେଇଥିଲେ। G7 ନେତାଙ୍କ ସରକାରୀ ଗୋଷ୍ଠୀ ଫଟୋଗ୍ରାଫରେ ପ୍ରଧାନମନ୍ତ୍ରୀ…

ବିଜ୍ଞାନର ଆଶ୍ଚର୍ଯ୍ୟଜନକ ଚମତ୍କାର! କେବଳ ରକ୍ତ ପରୀକ୍ଷାରୁ ଜଣାପଡ଼ିବ ଆପଣଙ୍କ କେଉଁ ଅଙ୍ଗ କେତେ ବୟସ୍କ, ରୋଗ ହେବା ପୂର୍ବରୁ ମିଳିବ ସୂଚନା

ନୂଆଦିଲ୍ଲୀ,୧୭।୬(ପି.ଟି.): ମଣିଷର ପ୍ରକୃତ ବୟସ ତୁଳନାରେ ତା’ ଶରୀରର ଭିତର ଅଙ୍ଗଗୁଡ଼ିକ ଭିନ୍ନ ଭିନ୍ନ ଗତିରେ ବୃଦ୍ଧ ହୋଇଥାନ୍ତି। ଏହି ଜୈବିକ ବୟସକୁ ମାପିବା ପାଇଁ ବୈଜ୍ଞାନିକମାନେ…

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri