Posted inଜାତୀୟ

ଝିଟିପିଟି ଭଳି ରଙ୍ଗ ବଦଳାଇବା ଭଲ ଭାବେ ଜାଣନ୍ତି ନୀତୀଶ: କଂଗ୍ରେସ…

ପାଟନା,୨୮।୧ : ବିହାରର ମୁଖ୍ୟମନ୍ତ୍ରୀ ପଦରୁ ନୀତୀଶ କୁମାରଙ୍କ ଇସ୍ତଫା ପରେ କଂଗ୍ରେସ ଦଳ ତାଙ୍କୁ ଝିଟିପିଟି ସହିତ ତୁଳନା କରିଛି ଏବଂ ତାଙ୍କ ବିରୋଧରେ ବିଶ୍ୱାସଘାତକତା ଅଭିଯୋଗ କରିଛି । ଝିଟିପିଟି ଭଳି ରଙ୍ଗ ବଦଳାଇବା ନୀତୀଶ ଭଲ ଭାବେ ଜାଣନ୍ତି । କଂଗ୍ରେସ କହିଛି ରାଜ୍ୟବାସୀ ତାଙ୍କୁ କେବେବି କ୍ଷମା କରିବେ ନାହିଁ। ଏହି ରାଜନୈତିକ ପଦକ୍ଷେପ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରା ବିରୋଧରେ ଲୋକଙ୍କୁ ଭ୍ରମିତ କରିବା ପାଇଁ ସୃଷ୍ଟି ହୋଇଥିବା ଏକ ନାଟକ।

ରାଜନୈତିକ ସହଭାଗୀମାନଙ୍କୁ ବାରମ୍ବାର ପରିବର୍ତ୍ତନ କରୁଥିବା ନୀତୀଶ କୁମାର ରଙ୍ଗ ବଦଳାଇବାରେ ଝିଟିପିଟିକୁ ମଧ୍ୟ ପଛରେ ପକାଇ ଦେବେ ବୋଲି କଂଗ୍ରେସ କହିଛି। ଏଥିରୁ ସ୍ପଷ୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ଭାରତ ଯୋଡୋ ନ୍ୟାୟ ଯାତ୍ରାକୁ ଡରୁଛନ୍ତି । ତେଣୁ ଏସବୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଞ୍ଚଳ ପରିଦର୍ଶନବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଆକ୍ରମଣ କଲେ ଲୋକେ, ଭିଡିଓ ଭାଇରାଲ…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଭୟଙ୍କର ବନ୍ୟାରେ ଲୋକଙ୍କ ଘରଦ୍ୱାର ଭାଙ୍ଗି ଜୀବନଜୀବିକା ଉଜୁଡ଼ିଯାଇଛି। ହେଲେ ବନ୍ୟା ବିପନ୍ନ ଲୋକେ ପାଣିଘରରେ…

ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଗଞ୍ଜାମ ଜିଲାରେ ୧୦ ଅଧିକାରୀ ନିଯୁକ୍ତ

ଛତ୍ରପୁର,୩୧ା୧୦(ଦିଲ୍ଲୀପ ସାମଲ): ‘ଅର୍ଣ୍ଣବ’ ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ…

ବନ୍ୟାଞ୍ଚଳ ସ୍ଥିତି ପରଖିଲେ ଜଳସମ୍ପଦ ପ୍ରମୁଖ ସଚିବ, ବିପର୍ଯ୍ୟସ୍ତର ବାସ୍ତବ ଚିତ୍ର ଦେଖି…

ପୁରୁଷୋତ୍ତମପୁର,୩୧ା୧୦(ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ଋଷିକୁଲ୍ୟା ନଦୀରେ ପ୍ରଳୟଙ୍କରୀ ବନ୍ୟା ଆସି କୂଳ ଲଂଘନ ସହ ବନ୍ଧ ଭାଙ୍ଗିଯିବା ଫଳରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ…

ସୃଷ୍ଟି ହେଲା ଅବପାତ: IMD ଡିଜି କହିଲେ ଆଜି ରାତି ସୁଦ୍ଧା ଗଭୀର ଅବପାତ, ଆସନ୍ତାକାଲି ବାତ୍ୟା, ପବନର ବେଗ ରହିବ…

ଭୁବନେଶ୍ୱର,୩୧ା୧୦: ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ କ୍ଷୟକ୍ଷତି ହୋଇଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହୋଇଛି ଆଉ ଏକ ଅବପାତ। ଏନେଇ IMD ଡିଜି ମୃତ୍ୟୁଞ୍ଜୟ…

ସଫଳତା ପାଇବା ପାଇଁ ହେଲେ ମଣିଷକୁ ହରିଣ ଶିକାରୀ ପରି ହେବା ଉଚିତ୍‌, ଜାଣନ୍ତୁ ଏପରି ରହସ୍ୟ କଥା କାହିଁକି କହିଛନ୍ତି ଚାଣକ୍ୟ…

ଜଣେ ବ୍ୟକ୍ତି ଯେତେବେଳେ ନିଜର କାର୍ଯ୍ୟ ଏବଂ ଲକ୍ଷ୍ୟରେ ସଫଳ ହୁଏ, ସେତେବେଳେ ହିଁ ଏକ ସୁଖୀ ଜୀବନ ସମ୍ଭବ ହୋଇଥାଏ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ…

ଅପରାଧ ନିୟନ୍ତ୍ରଣ ପାଇଁ କଡ଼ା ପଦକ୍ଷେପ, ଫୋନ୍‌ କଲ୍‌ ପ୍ରତି…

ପାଟଣା,୩୧ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଶନିବାର ‘ଆମ ପୋଲିସ’ ସମିତି, ନିଶାମୁକ୍ତ ଭାରତ ପାଇଁ ଶପଥ ପାଠ, ରାଷ୍ଟ୍ରୀୟ ଏକତା ଦିବସ…

ରିଲିଜ ପୂର୍ବରୁ ରେକର୍ଡ ଭାଙ୍ଗିଲା ଶାହରୁଖଙ୍କ ‘କିଙ୍ଗ’, ବଢୁଛି ଉତ୍ସାହ

ମୁମ୍ବାଇ: ବଲିଉଡ୍‌ର ବାଦଶାହ ଶାହରୁଖ ଖାନଙ୍କ ଆଗାମୀ ଫିଲ୍ମ ‘କିଙ୍ଗ’କୁ ନେଇ ଏବେଠାରୁ ଜୋରଦାର ଚର୍ଚ୍ଚା। ଫିଲ୍ମ ରିଲିଜ ହେବା ପୂର୍ବରୁ ହିଁ ଏହା ଏକ ବଡ଼…

ପୁଣି ଆସୁଛି ବାତ୍ୟା! ୬ ଘଣ୍ଟାରେ ଅବପାତ, ୨୪ ଘଣ୍ଟାରେ ନେଇପାରେ ବାତ୍ୟାର ରୂପ

ଭୁବନେଶ୍ୱର,୩୧।୧୦: ପୁଣି ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ଦେଖାଯାଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଉପରେ କେନ୍ଦ୍ରୀଭୂତ ଆଉଏକ ଲଘୁଚାପ ବଙ୍ଗୋପସାଗରରେ ଅବପାତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?