Posted inଜାତୀୟ

ନିର୍ବାଚନକୁ ନେଇ ଚଳଚଞ୍ଚଳ ବିହାର: ଆରମ୍ଭ ହେଲା ନୀତୀଶଙ୍କ ପ୍ରଥମ ଭର୍ଚୁଆଲ ରାଲି

ପାଟନା,୭।୯: ପାଖେଇ ଆସୁଛି ବିହାର ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଏକ ଭର୍ଚୁଆଲ ରାଲି ମାଧ୍ୟମରେ ନିର୍ବାଚନ ବିଗୁଲୁ ଫୁଙ୍କି ଦେଇଛନ୍ତି। ଏଥିରେ ସେ କହିଛନ୍ତି କରୋନା ସଂକ୍ରମଣକୁ ଦେଖି ଆମେ କେନ୍ଦ୍ର ସରକାରଙ୍କ ପୂର୍ବରୁ ଲକ୍‌ଡାଉନ ଆରମ୍ଭ କରି ଦେଉଥିଲୁ। ଏବେ ଅନ୍‌ଲକ୍‌ ଆରମ୍ଭ ହୋଇ ସାରିଛି। ଏବେ ରାଜ୍ୟ କେନ୍ଦ୍ର ସରକାରଙ୍କ ସମସ୍ତ ନିୟମ ପାଳନ କରୁଛି। ନୀତୀଶ ତାଙ୍କ ରାଲିରେ କହିଛନ୍ତି ୧୫ ବର୍ଷ ପର୍ଯ୍ୟନ୍ତ ବିହାରରେ ପତ୍ନୀ-ପତିଙ୍କ ରାଜ ଜାରି ରହିଥିଲା। ସାମୁହିକ ନରସଂହାର ମଧ୍ୟ ହେଉଥିଲା। ପ୍ରଥମେ ଲୋକେ ସାକ୍ଷୀ ଦେବାକୁ ଡରୁଥିଲେ ଏବେ କିନ୍ତୁ ଲୋକେ ସାକ୍ଷୀ ଦେବାକୁ ରାଜି ହେଉଛନ୍ତି। ଏବେ ଅପରାଧ ଗ୍ରାଫ ତଳକୁ ଖସିଛି। ୨୦୦୫ରେ ଶାସନ ଗାଦିରେ ବସିବା ପରେ ଅପରାଧ କମ୍‌ କରିବାକୁ ଚେଷ୍ଟା କରୁଥିବା ନୀତୀଶ କହିଛନ୍ତି। ଏସବୁ ପରେ କେନ୍ଦ୍ର ସରକାରଙ୍କ ସହଯୋଗ ପରେ ବି ରାଜ୍ୟ ସରକାର ସର୍ବଦା ଜନସାଧାରଣଙ୍କ ହିତ ପାଇଁ କାମ କରୁଥିବା ନୀତୀଶ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

ଅବସର ଘୋଷଣା କଲେ ନେମାର, ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ…

ବ୍ରାସିଲିଆ,୬ା୭: ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ନେଇଛନ୍ତି ବ୍ରାଜିଲର ଷ୍ଟାର୍‌ ଖେଳାଳି ନେମାର। ଫିଫା ବିଶ୍ୱକପ୍‌ରେ ବ୍ରାଜିଲର ଅଶ୍ରୁଳ ବିଦାୟ ପରେ ନେମାର ଏହି ଅବସର ଘୋଷଣା କରିଛନ୍ତି।…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri