Posted inଜାତୀୟ

ମଝିରେ ଟିକେ ଏପଟ-ସେପଟ ହୋଇଯାଇଥିଲି, ଏବେ ଭାଜପାରେ ହିଁ ରହିବି: ନୀତୀଶ

ପାଟନା,୭।୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ଅଧ୍ୟକ୍ଷ ଜେ ପି ନଡ୍ଡାଙ୍କୁ ଭେଟିଛନ୍ତି। ଏନ୍‌ଡିଏ ସହ ମେଣ୍ଟ କରିବା ପରେ ଏହା ମୋଦିଙ୍କ ସହ ତାଙ୍କର ପ୍ରଥମ ସାକ୍ଷାତ। ଏହି ଅବସରରେ ନୀତୀଶ କହିଛନ୍ତି ଯେ ଭାଜପା ଏବଂ ଜେଡିୟୁ ୧୯୯୫ରୁ ଏକାଠି ଅଛନ୍ତି, ଆଗକୁ ମଧ୍ୟ ରହିବେ।

ଜେ ପି ନଡ୍ଡାଙ୍କୁ ଭେଟିବା ପରେ ନୀତୀଶ ଗଣମାଧ୍ୟମର ପ୍ରଶ୍ନର ଜବାବରେ କହିଛନ୍ତି, ଭାଜପା-ଜେଡିୟୁ ୧୯୯୫ରୁ ଏକାଠି ଅଛନ୍ତି। ମଝିରେ ଦୁଇ ଥର ଏପଟ ସେପଟ ହୋଇଯାଇଥିଲି। ହେଲେ ଏବେ ଆଉ ନୁହେଁ, ସେଇଠାରେ ହିଁ ରହିବି। ଏବେ ଆଉ ଏଣେତେଣେ ଯିବି ନାହିଁ।

ପ୍ରକାଶ ଯେ, ନୀତୀଶ ପ୍ରାୟ ୧୭ ମାସ ପରେ ଏନ୍‌ଡିଏକୁ ଫେରିଛନ୍ତି। ମଝିରେ ସେ ଭାଜପାରୁ ଅଲଗା ହୋଇ ଆର୍‌ଜେଡି ଏବଂ କଂଗ୍ରେସ ସହ ମିଶି ବିହାରରେ ସରକାର ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri