Posted inଜାତୀୟ

ବହୁବର୍ଷ ପରେ ୧୦ ଜନପଥ ପହଞ୍ଚିଲେ ଲାଲୁ ଯାଦବ, ନୀତୀଶଙ୍କ ସହ ମିଶି ସୋନିଆଙ୍କୁ ଭେଟିଲେ

ନୂଆଦିଲ୍ଲୀ,୨୫ ।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ରବିବାର କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ୧୦ ଜନପଥରେ ଭେଟିଛନ୍ତି । ହରିୟାଣାର ଫତେହାବାଦରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଚୌଧୁରୀ ଦେବିଲାଲଙ୍କ ଜୟନ୍ତିରେ ଆୟୋଜିତ ଇନୋଲୋର ‘ସମ୍ମାନ ଦିବସ ରାଲି’ ପରେ ନୀତୀଶ କୁମାର ଲାଲୁ ଯାଦବଙ୍କୁ ନେଇ ୧୦ ଜନପଥରେ ପହଞ୍ଚିଥିଲେ ।

ବିହାରରେ କଂଗ୍ରେସ ମେଣ୍ଟସହ ନୂଆ ସରକାର ଗଠନ ହେବାପରେ ପ୍ରଥମ ଥର ଲାଗି ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି । ଏହି ବୈଠକରେ ୨୦୨୪ ଲୋକ ସଭା ନିର୍ବାଚନରେ ବିରୋଧି ଏକଜୁଟ ହେବାକୁ ନେଇ ଚର୍ଚ୍ଚା ହୋଇଛି । ତେବେ ଏହି ବୈଠକ ପୂର୍ବରୁ ଶନିବାର ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁ ପ୍ରସାଦ ଯାଦବ କହିଥିଲେ ଏଥର ଭାଜପା ସଫା ହୋଇଯିବ । ଏହାସହ ସେ ଅମିଶ ଶାହାଙ୍କୁ ଟାର୍ଗେଟ କରି କହିଥିଲେ ଯେ ବିହାରରେ ସରକାର ଭାଙ୍ଗିଯିବା ପରେ ଶାହା ଏକ ପ୍ରକାର ପାଗଳ ହୋଇଯାଇ ଏଣେତେଣେ ଯାଉଛନ୍ତି ।
ସୂଚନାଯୋଗ୍ୟ, ଗୋଖାଦ୍ୟ ଦୁର୍ନୀତି ମାମଲାରେ ସଜା କାଟୁଥିବା ଓ ଅସୁସ୍ଥତା ପାଇଁ ଲାଲୁ ପ୍ରସାଦ ଯାଦବ ସକ୍ରିୟ ରାଜନୀତିଠାରୁ ଦୂରରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri