Posted inଜାତୀୟ

ଆଇଏଏସ ଅଧିକାରୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ନୀତୀଶ କୁମାର

ପାଟନା,୧୦।୭: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର ପାଟନାରେ ଜେପି ଗଙ୍ଗା ପଥର ପାଟନା ସିଟିର କଙ୍ଗନାଘାଟ ପର୍ଯ୍ୟନ୍ତ ବିସ୍ତାରର ଉଦ୍‌ଘାଟନ ପାଇଁପହଞ୍ଚିଥିଲେ। ଗଙ୍ଗା ପଥ ଆହୁରି ଆଗକୁ ଯିବାକୁ ପଡିବ, ତେଣୁ କାର୍ଯ୍ୟକୁ ତ୍ୱରାନ୍ବିତ କରିବା ବିଷୟରେ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ତାଗିଦ୍‌ କରିଥିଲେ। ହଠାତ୍‌ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଥିଲେ ଯେ, ଯଦି ଆପଣ କୁହନ୍ତି, ଆମେ ଆପଣଙ୍କୁ ହାତ ଯୋଡିବୁ। ଏହା ପରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଅଧୀନରେ ଥିବା ଆଇଏଏସ ଅଧିକାରୀ ପ୍ରତ୍ୟୟ ଅମୃତଙ୍କ ଆଡକୁ ମୁଣ୍ଡ ନୁଆଁଇବାକୁ ଲାଗିଲେ, ଯେପରି ସେ ପ୍ରକୃତରେ ତାଙ୍କ ପାଦ ଛୁଇଁବେ। ଅମୃତ ମଧ୍ୟ ଦ୍ୱନ୍ଦ୍ୱରେ ପଡିଯାଇଥିଲେ ଏବଂ ତାଙ୍କୁ ଦୁଇ ହାତରେ ଅଟକାଇଥିବାର ଦେଖାଯାଇଥିଲା।
ଆସନ୍ତା ବର୍ଷ ଅକ୍ଟୋବର-ନଭେମ୍ବରରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମସ୍ତ ବଡ ପ୍ରକଳ୍ପ ଶେଷ କରିବାକୁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri