Posted inଜାତୀୟ

ମୋ’ ମୁର୍ଖତା ପାଇଁ ମାନ୍‌ଝୀ ହୋଇଥିଲେ ମୁଖ୍ୟମନ୍ତ୍ରୀ: ନୀତୀଶ କୁମାର

ପାଟ୍‌ନା,୯ା୧୧: ଗୁରୁବାର ବିହାର ବିଧାନସଭାରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଥିଲା। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହଠାତ୍‌ ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ରାମ ମାନ୍‌ଝୀଙ୍କ ଉପରେ ରାଗି ଯାଇ ତାଙ୍କୁ ବହୁତ ଗାଳି ଦେଇଥିଲେ। ପ୍ରକୃତରେ ବିଧାୟକଙ୍କ ସଂଶୋଧନ ବିଲ୍‌ ଉପରେ ଆଲୋଚନା ବେଳେ ଏହି ଘଟଣା ଘଟିଛି। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜିତନ ଯେତେବେଳେ ତାଙ୍କର ପରିଚୟ ପ୍ରଦାନ କରୁଥିଲେ। ଏହି ବିଲ୍‌ ଉପରେ ଆଲୋଚନା ବେଳେ ପୂର୍ବତନ ସିଏମ୍‌ ଜିତନ ରାମ ମାନ୍‌ଝୀ କହିଛନ୍ତି, ବିହାରରେ ହୋଇଥିବା ଜନଗଣନାକୁ ମୁଁ ବିଶ୍ୱାସ କରେ ନାହିଁ।
ସେ କହିଛନ୍ତି, ପ୍ରତି ୧୦ ବର୍ଷରେ ସଂରକ୍ଷଣର ସମୀକ୍ଷା କରାଯିବ, କିନ୍ତୁ ବିହାର ସରକାର ସଂରକ୍ଷଣର ସମୀକ୍ଷା କରିଛନ୍ତି କି? ଭୂମିରେ ସଂରକ୍ଷଣର ଅବସ୍ଥା କ’ଣ ତାହା ସରକାର ଦେଖିବା ଉଚିତ। ସେ ଏହା କହିବା ମାତ୍ରେ ନୀତୀଶ କୁମାର ଜିତନଙ୍କ ଉପରେ ଖୁବ୍‌ ରାଗି ଯାଇଥିଲେ। ନୀତୀଶ କୁମାର ତାଙ୍କ ସଂଶୋଧନରେ ମାନ୍‌ଝୀଙ୍କୁ ଗାଳି କରିଥିଲେ। ସେ କହିଛନ୍ତି ଯେ ଜିତନ ରାଜ୍ୟପାଳ ହେବାକୁ ଭାଜପା ସହିତ ବାରମ୍ବାର ଯାଉଛନ୍ତି।

ନୀତୀଶ କୁମାର ଆହୁରି ମଧ୍ୟ କହିଛନ୍ତି, ମୋର ମୁର୍ଖତା ପାଇଁ ଜିତନ ମୁଖ୍ୟମନ୍ତ୍ରୀ ହୋଇଥିଲେ। କିଏ ତାଙ୍କୁ ମୁଖ୍ୟମନ୍ତ୍ରୀ କଲା? ଏହି କଥାକୁ ନେଇ ଗୃହରେ ମାନ୍‌ଝୀଙ୍କ ବିରୋଧରେ ନୀତୀଶ କୁମାର ତୀବ୍ର ଯୁକ୍ତିତର୍କ କରିଥିଲେ। ଏହି ବ୍ୟକ୍ତିଙ୍କର କୌଣସି ଧାରଣା ଅଛି କି ନାହିଁ ବୋଲି ନୀତୀଶ ପଚାରିଥିଲେ। ନୀତୀଶ କଥା ଶୁଣି ଗୃହର ସଦସ୍ୟମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

ଜେଲ୍‌ ଭିତରେ କଏଦୀ ମୃତ୍ୟୁ ଘଟଣା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମୃତଦେହ ରଖି…

ବଲାଙ୍ଗୀର,୧୪ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କାରାଗାର ଭିତରେ ଶନିବାର ସକାଳେ ଜଣେ କଏଦୀ ଆତ୍ମହତ୍ୟା କରିଥିଲେ। ତେବେ ପରିବାର ଲୋକେ ଏହାକୁ ହତ୍ୟା ଘଟଣା ବୋଲି…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri