Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନୀତୀଶ କୁମାର

ନୂଆଦିଲ୍ଲୀ, ୧୩।୧୧-ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେ ନେଇ ରବିବାର ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ବୈଠକରେ ନିଷ୍ପତ୍ତି ନିଆଯିବ ବୋଲି ଜେଡିୟୁ ଅଧ୍ୟକ୍ଷ ନୀତୀଶ କୁମାର ଶୁକ୍ରବାର କହିଛନ୍ତି। ଏନ୍‌ଡିଏ ଆନୁଷ୍ଠାନିକ ଭାବେ ନେତା ବାଛିବାର ଦୁଇଦିନ ପୂର୍ବରୁ ନୀତୀଶ କୁମାର ଶୁକ୍ରବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟପାଳ ଫଗୁ ଚୌହାନଙ୍କୁ ପ୍ରଦାନ କରିବା ପରେ ରାଜ୍ୟରେ ନୂତନ ସରକାର ଗଠନ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ୨୯ରେ ରାଜ୍ୟ ବିଧାନସଭା କାର୍ଯ୍ୟକାଳ ଶେଷ ହେଉଥିବାବେଳେ ରବିବାର ଏନ୍‌ଡିଏ ବୈଠକରେ ସର୍ବସମ୍ମତିକ୍ରମେ ମୁଖ୍ୟମନ୍ତ୍ରୀ ଚୟନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ମାତିଲେ ‘କକ୍ରୋଚ ପାର୍ଟି’, ଗୃହମନ୍ତ୍ରୀଙ୍କୁ ଘାରିଲା ବିଦ୍ରୋହର ଭୟ, କହିଲେ…

ଇସଲାମାବାଦ,୩୧।୭: ଭାରତରେ ହୋଇଥିବା CJP ପ୍ରତିବାଦ ପରେ ବର୍ତ୍ତମାନ ପାକିସ୍ତାନରେ ମଧ୍ୟ ‘କକ୍ରୋଚ ପାର୍ଟି’ ଗଠନ କରାଯାଇଛି। ଏହାକୁ ନିକଟରେ ଲଞ୍ଚ କରାଯାଇଛି। ଏହାର ଇନଷ୍ଟାଗ୍ରାମ ପେଜ୍‌ରେ…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

Flood Wedding: କନ୍ୟା ଘରକୁ ଡଙ୍ଗାରେ ଗଲେ ବର, ଭିଡିଓ ଭାଇରାଲ

ଯାଜପୁର,୩୧।୭: ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରଭାବ ଯାଜପୁର ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ଜିଲାର ବଭିନ୍ନ…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

ମନରେଗାର କାର୍ଯ୍ୟକାରିତା ବିଭାଗୀୟ ଅଧିକାରୀମାନଙ୍କୁ ପ୍ରଶ୍ନ

ଗଞ୍ଜାମ, ୩୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ୍‌ରେ ଶୁକ୍ରବାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri